ଅନ୍ତର୍ଜାତୀୟ

ପୃଥିବୀ ସାରା ଟୁଇଟର ଡାଉନ୍‌: ଟୁଇଟ୍‌ ଏବଂ ନୋଟିଫିକେଶନ୍‌ରେ ବିଳମ୍ବ

ଓ୍ବାଶିଂଟନ,୨।୧୦: ପୃଥିବୀ ସାରା ସୋସିଆଲ୍‌ ମିଡ଼ିଆ ସାଇଟ୍‌ ଟୁଇଟର ଡାଉନ୍‌ ହୋଇଯାଇଛି। ଫଳରେ ଟୁଇଟ୍‌ କରିବା ଏବଂ ନୋଟିଫିକେଶନ୍‌ରେ ବିଳମ୍ବ ହେଉଥିବା ବ୍ୟବହାରକର୍ତ୍ତାମାନେ ଅଭିଯୋଗ କରିଛନ୍ତି। ଇତି…

6 years ago

ପୃଥିବୀ ପାଇଁ ମାଡ଼ି ଆସୁଛି ବିପଦ: ଆଣ୍ଟାର୍କଟିକାରୁ ଭାଙ୍ଗିଲା ବିରାଟ ହିମଖଣ୍ଡ

ଓ୍ବାଶିଂଟନ,୨।୧୦: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରୁ ଏକ ବିରାଟ ହିମଖଣ୍ଡ ଭାଙ୍ଗି ଯାଇଛି। ଏହାର କ୍ଷେତ୍ରଫଳ ଭାରତର ରାଜଧାନୀ ଦିଲ୍ଲୀଠାରୁ ମଧ୍ୟ ବଡ଼ ବୋଲି…

6 years ago

କଶ୍ମୀର ସମସ୍ୟା ନେଇ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ କରିପାରେ ପାକିସ୍ତାନ: ଆମେରିକା

ଓ୍ବାଶିଂଟନ,୨।୧୦: କଶ୍ମୀର ସମସ୍ୟା ନେଇ ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆଗାମୀ ଦିନରେ ଏହା ଯୋଗୁ ପାକିସ୍ତାନ ଭାରତ ଉପରେ ଆତଙ୍କବାଦୀ ଆକ୍ରମଣ…

6 years ago

ବଳାତ୍କାର ଅଭିଯୋଗ:ନେପାଳ ବାଚସ୍ପତିଙ୍କ ଇସ୍ତଫା

କାଠମାଣ୍ଡୁ,୨ା୧୦(ପି.ଟି.): ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନେପାଳ ପାର୍ଲାମେଣ୍ଟର ବାଚସ୍ପତି କ୍ରିଷ୍ଣ ବାହାଦୁର ମହାରା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ…

6 years ago

ପାକିସ୍ତାନ ନାଳରୁ ମିଳିଲା ବିଏସଏଫ ଯବାନ ପରିତୋଷ ମଣ୍ଡଳଙ୍କ ମୃତଦେହ

ଇସଲାମାବାଦ,୧।୧୦: ଜମ୍ମୁ କଶ୍ମୀର ସୀମା ରେଖାରେ ଡ୍ୟୁଟିରେ ଥିବା ବେଳେ ନିଖୋଜ ହୋଇଯାଇଥିବା ବର୍ଡର ସିକ୍ୟୁରଟି ଫୋର୍ସ(ବିଏସଏଫ)ର ଯବାନ ପରିତୋଷ ମଣ୍ଡଳ(୫୪)ଙ୍କ ମୃତଦେହ ପାକିସ୍ତାନରୁ ଅଇକ୍‌ ନାଳରୁ…

6 years ago

ଚାଇନାର ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପ୍ରଦର୍ଶନ

ବେଜିଂ,୧।୧୦: ଚାଇନାରେ କମ୍ୟୁନିଷ୍ଟ ଶାସନକୁ ଅକ୍ଟୋବର ୧କୁ ୭୦ବର୍ଷ ପୂରିଛି। ଏନେଇ ମଙ୍ଗଳବାର ବେଜିଂରେ ବହୁ ଧୁମ୍‌ଧାମ୍‌ରେ ଉତ୍ସବ ପାଳନ କରାଯାଉଛି। ନ୍ୟାଶନାଲ ଡେ ପରେଡରେ ଚାଇନା…

6 years ago

ତୁର୍କୀରୁ ୪ ଯୁଦ୍ଧପୋତ କିଣିବ ପାକିସ୍ତାନ

ଇସଲାମାବାଦ୍‌,୧।୧୦: ପାକିସ୍ତାନ ତୁର୍କୀରୁ ୪ଯୁଦ୍ଧପୋତ କିଣିବ। ଇତିମଧ୍ୟରେ ଯୁଦ୍ଧପୋତର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। କଶ୍ମୀର ପ୍ରସଙ୍ଗରେ ତୁର୍କୀ ପାକିସ୍ତାନକୁ ସମର୍ଥନ କରିଛି। ତୁର୍କୀ ରାଷ୍ଟ୍ରପତି…

6 years ago

କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷଙ୍କ ହସ୍ତକ୍ଷେପ ଚାହେଁନା ଭାରତ: ଜୟଶଙ୍କର

ଓ୍ବାଶିଂଟନ,୧।୧୦: କଶ୍ମୀର ପ୍ରସଙ୍ଗ ଭାରତ ଓ ପାକିସ୍ତାନର ସମସ୍ୟା। ଏହା ଦୁଇ ଦେଶ ମଧ୍ୟରେ ଶାନ୍ତିପୂର୍ଣ୍ଣ ଆଲୋଚନା ଦ୍ୱାରା ସମ୍ଭବ। ଏଥିରେ ତୃତୀୟ ପକ୍ଷଙ୍କ ହସ୍ତକ୍ଷେପ ଭାରତ…

6 years ago

ହୁତି ବିଦ୍ରୋହୀ ୨୯୦ ବନ୍ଦୀଙ୍କୁ ମୁକ୍ତ କଲେ

ସାନା,୧।୧୦: ୟେମେନ୍‌ରେ ହୁତି ବିଦ୍ରୋହୀମାନେ ୨୯୦ ବନ୍ଦୀଙ୍କୁ ମୁକ୍ତ କରିଛନ୍ତି। ବିଦ୍ରୋହୀମାନେ ସ୍ଥାନୀୟ ଅଞ୍ଚଳରେ ମୁତୟନ ଥିବା ସୈନିକଙ୍କୁ ବନ୍ଦୀ କରିଥିଲେ। ତେବେ ବିଦ୍ରୋହୀମାନେ ଅନ୍ୟ କେତେକ…

6 years ago

କଶ୍ମୀର ପ୍ରସଙ୍ଗରେ ଚୁପ୍‌ ରହିବାରୁ ହଟହଟା ହେଲେ ପାକିସ୍ତାନ ଅଭିନେତ୍ରୀ

ଇସଲାମାବାଦ,୧।୧୦:ପାକିସ୍ତାନର ପ୍ରସିଦ୍ଧ ଅଭିନେତ୍ରୀ ମେହଓ୍ବିଶ୍‌ ହାୟାତ୍‌ କଶ୍ମୀର ପ୍ରସଙ୍ଗରେ କୌଣସି ମତ ନ ରଖିବାରୁ ତାଙ୍କୁ ହଟହଟା ହେବାକୁ ପଡିଛି। ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲର ଶିକାର…

6 years ago