ଅନ୍ତର୍ଜାତୀୟ

ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ

ବର୍ଲିନ୍‌,୧୬ା୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା…

6 years ago

କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନାହାଁନ୍ତି ଇଟାଲିର ଜନସାଧାରଣ: ମରିବୁ ପଛେ ବାହାରକୁ ଯାଇ କରିବୁ କାମ !

ମିଲାନ,୧୬।୪: କରୋନା ସଂକ୍ରମଣ ଯୋଗୁ ଇଟାଲିର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ ଏହାଦ୍ୱାରା…

6 years ago

ଗତ ୨୪ ଘଣ୍ଟାରେ ଆମେରିକାରେ କରୋନା ମୃତ୍ୟୁସଂଖ୍ୟା ୨,୬୦୦

ଓ୍ବାଶିଂଟନ,୧୬।୪: ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଆମେରିକାରେ ସର୍ବାଧିକ ୨,୬୦୦ ଲୋକଙ୍କ ମୃତ୍ୟୁ ହୋଇଛି। ତେବେ କରୋନା ସଂକ୍ରମଣରେ କୌଣସି ଦେଶରେ ୧୪ ଘଣ୍ଟାରେ…

6 years ago

ଲକ୍ଷଣ ପ୍ରକାଶ ପାଇବାର ୩ ଦିନ ପୂର୍ବରୁ କରୋନା ସଂକ୍ରମିତ ସାଜିଥାନ୍ତି ସୁପର ସ୍ପ୍ରେଡର !

ହଂକଂ,୧୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ହଂକଂ ବିଶ୍ୱବିଦ୍ୟାଳୟରେ…

6 years ago

ଗରିବ ଦେଶରୁ ବନ୍ଦ ରହିବ ଋଣ ଆଦାୟ: ଜି-୨୦ ବୈଠକରେ ନିଷ୍ପତ୍ତି

ଜୋହାନ୍ସବର୍ଗ,୧୬ା୪: କରୋନା ଯୋଗୁ ସାରା ବିଶ୍ୱ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଗରିବ ଦେଶଗୁଡ଼ିକ ନେଇଥିବା ଋଣ ପରିଶୋଧ ପାଇଁ ଅଧିକ ସମୟ ଦେବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀର…

6 years ago

ଚାଇନାରେ ଆଫ୍ରିକୀୟଙ୍କୁ ଦୁର୍ବ୍ୟବହାର

ବେଜିଂ,୧୬।୪: କରୋନା ଭାଇରସ୍‌ ଆତଙ୍କ ମଧ୍ୟରେ ଚାଇନାରେ ଆଫ୍ରିକୀୟଙ୍କୁ ନିର୍ଯାତନା ଦିଆଯିବା ଘଟଣାରୁ କୂଟନୈତିକ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଦକ୍ଷିଣ ଚାଇନାର ଗୁଆଙ୍ଗଝୋଉରେ ଥିବା ଆଫ୍ରିକୀୟ ପ୍ରବାସୀ…

6 years ago

ଡବ୍ଲ୍ୟୁଏଚ୍‌ଓକୁ ସହାୟତା ବନ୍ଦ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୪(ପି.ଟି.): କୋଭିଡ୍‌ ଭୂତାଣୁ ସାରା ବିଶ୍ୱକୁ ବ୍ୟାପିଥିବାବେଳେ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦାୟୀ କରିଛି ଆମେରିକା। ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ ଜାଣି…

6 years ago

ପୃଥିବୀରେ କରୋନା ସଂକ୍ରମଣ କରାଇ ବି ଚାଇନାର ମନରେ ନାହିଁ ଅବଶୋଷ: ବନ୍ଦକଲା ମେକାଙ୍ଗ୍‌ ନଦୀର ପାଣି; ୪ ଦେଶରେ ମରୁଡ଼ି !

ବେଜିଂ,୧୫।୪: ପୃଥିବୀ ସାରା କରୋନା ସଂକ୍ରମଣ କରାଇଥିବା ଚାଇନା ମନରେ ଏବେ ମଧ୍ୟ ଅବଶୋଷ ନାହିଁ। ଏହାର ପ୍ରମାଣ ପାଲଟଛି ଚାଇନାର ଅମାନବୀୟ କାର୍ଯ୍ୟ। ଚାଇନା ମେକାଙ୍ଗ୍‌…

6 years ago

ଭୂତାଣୁ ସଂକ୍ରମଣ ପରେ ଶରୀରର ରୋଗ ପ୍ରତିରୋଧକ ଶକ୍ତି ହୁଏ ବୃଦ୍ଧି: କରୋନା କ୍ଷେତ୍ରରେ ବି ଏହା ସମ୍ଭବ !

ଓ୍ବାଶିଂଟନ,୧୫।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ମାନବ ସମାଜରୁ ଏହି ମହାମାରୀକୁ ଦୂରେଇବା ପାଇଁ ନାନା ପ୍ରକାର ଗବେଷଣା ଜାରି ରହିଛି। ଏହି ମର୍ମରେ…

6 years ago

ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ ଆମେରିକାରୁ…

6 years ago