ଓ୍ବାଶିଂଟନ୍,୧।୧୧: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ହଟିବା ନିଷ୍ପତ୍ତି ବେଶ୍ ପ୍ରଶଂସନୀୟ ବୋଲି ଆମେରିକା ଏମ୍ପି ଜର୍ଜ ହୋଲ୍ଡିଂ କହିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସାର ପାତ୍ର…
ଇସଲାମାବାଦ,୧।୧୧:କରତାରପୁର କରିଡର ଦେଇ ପାକିସ୍ତାନ ଆସୁଥିବା ଭାରତୀୟ ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍। ବିନା ପାସପୋର୍ଟରେ ଭାରତୀୟ ଶ୍ରଦ୍ଧାଳୁ ପାକିସ୍ତାନ…
ନ୍ୟୁୟର୍କ,୧।୧୧:ସୋସିଆଲ ମିଡିଆ ଟୁଇଟର ରାଜନୈତିକ ବିଜ୍ଞାପନ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିବା ଏହାର ସିଇଓ ଜାକ୍ ଡୋର୍ସେ ଘୋଷଣା କରିଛନ୍ତି। ଟୁଇଟର ଜରିଆରେ ବିଶ୍ୱ ସ୍ତରରେ…
ଜାତିସଂଘ,୧।୧୧ (ଆଇଏଏନ୍ଏସ୍):ନୌସେନାର ପୂର୍ବତନ ଅଧିକାରୀ କୁଳଭୂଷଣ ଯାଦବ ମାମଲାରେ ପାକିସ୍ତାନ ଭିଏନା ଚୁକ୍ତିର ଉଲ୍ଲଂଘନ କରିଛି। ପାକିସ୍ତାନ ଜେଲରେ ଥିବା କୁଳଭୂଷଣଙ୍କୁ ଭାରତୀୟ ଉଚ୍ଚାୟୁକ୍ତଙ୍କ ଜରିଆରେ ଆଇନଗତ…
ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ କରିବା…
ଥାଇଲାଣ୍ଡରର ପୁହଙ୍ଗ୍ ଗାଁରେ ପୁରୁଷମାନେ ପ୍ରେତାତ୍ମା ଭୟରେ ନେଲ୍ପଲିସ୍ ଲଗାଇଥାନ୍ତି। ଲୋକେ କୁହନ୍ତି ଅନେକ ବର୍ଷ ତଳେ ଗାଁରେ ଜଣେ ବିଧବା ମହିଳା ଆତ୍ମହତ୍ୟା କରିଥିଲେ। ଏହାର…
ଓ୍ବାଶିଂଟନ,୩୧।୧୦: ଉତ୍ତର ପଶ୍ଚିମ ସିରିୟାର ଆତଙ୍କବାଦୀ ସଙ୍ଗଠନ ଇସ୍ଲାମିକ ଷ୍ଟେଟ(ଆଇଏସ୍)ର ମୁଖ୍ୟ ଅବୁ ବକର ଅଲ୍ ବଗଦାଦି ଶିବିରରେ ଆକ୍ରମଣ କରିବା ସମୟରେ ଆହତ ହୋଇଥିବା ଆମେରିକା…
ଇସ୍ଲାମାବାଦ,୩୧।୧୦: ସବୁବେଳେ ଚର୍ଚ୍ଚାରେ ରହିବାକୁ ପସନ୍ଦ କରୁଥିବା ଇମ୍ରାନ ଖାଁଙ୍କ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ଥିବା ଫୟାଦ ଚୌଧୂରୀ ଏଥର ବି ଆସିଛନ୍ତି ଚର୍ଚ୍ଚାକୁ। ଏଥର ପାକିସ୍ତାନରେ ବଢୁଥିବା…
ଓ୍ବାଶିଂଟନ,୩୧।୧୦: ଇସଲାମିକ୍ ଷ୍ଟେଟ୍ (ଆଇଏସ୍) ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ବକର ଅଲ୍ ବାଗ୍ଦାଦିଙ୍କ ନିଜ ଜୀବନ ବଞ୍ଚାଇବା ପାଇଁ ଶତ୍ରୁ ସଂଗଠନ ହୁର୍ଶସ ଅଲ୍ ଦିନ୍…
ଗ୍ରେବୋନ୍,୩୧।୧୦: ମନୁଷ୍ୟଙ୍କ ପୂର୍ବଜ ଦକ୍ଷିଣ ଆଫ୍ରିକାର ବୋଷ୍ଟଓ୍ବାନା ବାସିନ୍ଦା ଥିଲେ। ତେବେ ଜଳବାୟୁ ପରିବର୍ତ୍ତନ ଯୋଗୁ ଏକ ଲକ୍ଷ ବର୍ଷ ତଳେ ସେମାନେ ବିସ୍ଥାପିତ ହୋଇଥିଲେ। ଏନେଇ…