ଅନ୍ତର୍ଜାତୀୟ

ପୁଣି ଯୁଦ୍ଧ ଧମକ ଦେଲା ପାକିସ୍ତାନ

ଇସାଲାମାବାଦ,୬।୯:ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ ପୁଣି ଭାରତକୁ ଯୁଦ୍ଧ ଧମକ ଦେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କିଛି ଦିନ ତଳେ ଭାରତକୁ ପରମାଣୁ ଯୁଦ୍ଧ…

6 years ago

ସୋଫା ଛାଡି ସାଧାରଣ ଚେୟାର୍‌ରେ ବସିଲେ ମୋଦି

ଭ୍ଲାଡିଭୋଷ୍ଟକ୍‌,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷ ଗସ୍ତରେ ଯାଇଛନ୍ତି। ଇଇଏଫର ପଞ୍ଚମ ସମ୍ମିଳନୀରେ ଯୋଗଦେବାକୁ ରୁଷିଆ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ଗସ୍ତର ଦ୍ୱିତୀୟ ଦିନରେ…

6 years ago

ପ୍ରତିରକ୍ଷା ଦିବସକୁ ‘କଶ୍ମୀର ସଂହତି ଦିବସ’ ଭାବେ ପାଳନ କରିବ ପାକିସ୍ତାନ

ଇସାଲାମାବାଦ୍‌,୬।୯: ଜମ୍ମୁ-କଶ୍ମୀର ୩୭୦ ଧାରା ଉଠିଯିବା ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ଭାରତ ସହ ପରମାଣୁ ଯୁଦ୍ଧ ଧମକ ଦେଉଥିବା ପାକିସ୍ତାନ ଏବେ ନିଜ ଦେଶର…

6 years ago

ଆତ୍ମଘାତୀ ବିସ୍ଫୋରଣରେ ୧୦ ନିହତ

କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ ଏବଂ…

6 years ago

ଭାରତ-ରୁଷିଆ ପ୍ରତିରକ୍ଷା ସମ୍ପର୍କ:ଆମେରିକା କଟକଣା ପ୍ରଭାବହୀନ

ଭ୍ଲାଡିଭୋଷ୍ଟକ୍‌,୬-୯ (ପି.ଟି.):ଭାରତ-ରୁଷିଆ ସମ୍ପର୍କରେ ଆମେରିକା କଟକଣା ପ୍ରତିବନ୍ଧକ ହୋଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପ୍ରତିରକ୍ଷା ଓ ଶକ୍ତି କ୍ଷେତ୍ରରେ ଦୁଇଦେଶ ମଧ୍ୟରେ ବଢ଼ୁଥିବା…

6 years ago

କାବୁଲରେ କାର୍‌ ବୋମା ବିସ୍ଫୋରଣ, ୧୦ମୃତ

କାବୁଲ,୫।୯: ଆଫଗାନିସ୍ତାନ ରାଜଧାନୀ କାବୁଲରେ ଗୁରୁବାର ସକାଳେ କାର୍‌ ବୋମା ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।…

6 years ago

ଭାରତ ବିରୋଧରେ ଯାଇ ଅଣ୍ଡାମାଡ଼ ଖାଇଲେ ପାକିସ୍ତାନ ନେତା

ଲଣ୍ଡନ,୫।୯: କଶ୍ମୀର ପ୍ରସଙ୍ଗକୁ କୌଣସି ସ୍ଥିତିରେ ହାତଛଡ଼ା କରିବାକୁ ଚାହୁଁ ନାହିଁ ପାକିସ୍ତାନ। ଏଥିପାଇଁ ଅନ୍ତଃରାଷ୍ଟ୍ରୀୟ ସ୍ତରରେ ଏହି ପ୍ରସଙ୍ଗ ଉଠାଇବା ସହ ଆଶ୍ୱାସନା ପାଇବାକୁ ଚେଷ୍ଟା…

6 years ago

ସମୁଦ୍ର ଓ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ ଭାରତ-ରୁଷିଆ: ମୋଦିଙ୍କ ଘୋଷଣା

ଭ୍ଲାଡିଭୋଷ୍ଟକ୍‌,୫।୯: ଭାରତ-ରୁଷିଆ ଏଣିକି ସମୁଦ୍ର ଏବଂ ଆକାଶରେ ମିଳିତ ଭାବେ କାର୍ଯ୍ୟ କରିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଷ୍ଟର୍ଣ୍ଣ ଇକୋନୋମିକ୍‌ ଫୋରମରେ ଘୋଷଣା କରିଛନ୍ତି। ଭାରତ-ରୁଷିଆ…

6 years ago

ପାକିସ୍ତାନୀ ପୋଲିସ ଅଫିସର ହେଲେ ପ୍ରଥମ ହିନ୍ଦୁ ଯୁବତୀ

ଇସଲାମାବାଦ: ଜଣେ ହିନ୍ଦୁ ଯୁବତୀ ପାକିସ୍ତାନର ସିନ୍ଧ୍‌ ପ୍ରଦେଶରେ ପୋଲିସ ଅଫିସର ହେବାର ଗୌରବ ଅର୍ଜନ କରିଛନ୍ତି। ସେ ପ୍ରାଦେଶିକ ପ୍ରତିଯୋଗିତାମୂଳକ ପରୀକ୍ଷା ଦେଇ ଉତ୍ତୀର୍ଣ୍ଣ ହୋଇଛନ୍ତି।…

6 years ago

ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ଅନାବରଣ

ସିଙ୍ଗାପୁର: ବଲିଉଡ ସୁପରଷ୍ଟାର ତଥା ସ୍ବର୍ଗୀୟା ଅଭିନେତ୍ରୀ ଶ୍ରୀଦେବୀଙ୍କ ମହମ ପ୍ରତିମୂର୍ତ୍ତି ବୁଧବାର ସ୍ଥାନୀୟ ମାଡାମ ଟୁସାଡ୍ସରେ ଅନାବରଣ ହୋଇଛି। ଏଥିପାଇଁ ଆୟୋଜିତ ଏକ ଉତ୍ସବରେ ଯୋଗଦେଇଥିଲେ…

6 years ago