ଅନ୍ତର୍ଜାତୀୟ

ଅନ୍ୟ ଦେଶ ଦେଇ ପ୍ରତିବର୍ଷ ପାକିସ୍ତାନ ପହଞ୍ଚୁଛି ୧୦ ବିଲିୟନ ଡଲାର ମୂଲ୍ୟର ଭାରତୀୟ ସାମଗ୍ରୀ: ରିପୋର୍ଟ

ନୂଆଦିଲ୍ଲୀ,୨୭ା୪: ଭାରତ ଓ ପାକିସ୍ତାନ ମଧ୍ୟରେ ସିଧାସଳଖ ବାଣିଜ୍ୟ ସମ୍ପର୍କ ନଥିଲେ ମଧ୍ୟ, ତୃତୀୟ ଦେଶ ମାଧ୍ୟମରେ ପ୍ରତିବର୍ଷ ପ୍ରାୟ ୧୦ ବିଲିୟନ ଡଲାର ମୂଲ୍ୟର ଭାରତୀୟ…

8 months ago

ଭାରତ ପାଇଁ ଅଛି ୧୩୦ଟି ପରମାଣୁ ବୋମା, ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୪: ପହଲଗାମ ଆକ୍ରମଣ ପରେ ବଢୁଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ମନ୍ତ୍ରୀ ହାନିଫ ଅବ୍ବାସୀ ଭାରତକୁ ପରମାଣୁ ପ୍ରତିଶୋଧର ଖୋଲା ଧମକ ଦେଇଛନ୍ତି, ଚେତାବନୀ ଦେଇଛନ୍ତି ଯେ…

8 months ago

ଭାରତ ସହିତ ବାଣିଜ୍ୟ ବନ୍ଦ କରି ଫସିଲରେ ପାକିସ୍ତାନ: ଔଷଧ ଯୋଗାଣ ପାଇଁ ନେଲା ‘ଜରୁରୀକାଳୀନ’ ପଦକ୍ଷେପ

ଇସଲାମାବାଦ,୨୭ା୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହ ବାଣିଜ୍ୟିକ ସମ୍ପର୍କ ବନ୍ଦ କରିବା ପରେ ପାକିସ୍ତାନ ଔଷଧ ଯୋଗାଣ ସୁନିଶ୍ଚିତ କରିବା ପାଇଁ "ଜରୁରୀକାଳୀନ ପ୍ରସ୍ତୁତି"…

8 months ago

ଇରାନ ବନ୍ଦରରେ ଭୟାବହ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି, ୫୧୬ ଆହତ

ତେହରାନ,୨୬।୪: ଇରାନର ବନ୍ଦର ଆବ୍ବାସ ସହର ବାହାରେ ଥିବା ଶହୀଦ ରାଜାଇ ବନ୍ଦରରେ ଶନିବାର ଭୟାବହ ବିସ୍ଫୋରଣ ଘଟି ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ…

8 months ago

White Houseରେ ତୁତୁମେମେ ପରେ ପ୍ରଥମ ଥର ଭେଟିଲେ ଟ୍ରମ୍ପ-ଜେଲନସ୍କି, କ’ଣ କଥାହେଲେ ଜାଣନ୍ତୁ…

ଭାଟିକାନ ସିଟି,୨୬।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ସାରା ବିଶ୍ୱରୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ପହଞ୍ଚିଥିଲେ। ଶନିବାର ଭାଟିକାନ ସିଟିରେ ପୋପଙ୍କ…

8 months ago

ବାଂଲାଦେଶରେ ପାକିସ୍ତାନ ମୁତୟନ କଲା Fighter Jet? ପାକ୍‌ ଖବରଦାତା ଦାବି କଲେ…

ଇସଲାମାବାଦ,୨୬।୪: ୨୨ ଏପ୍ରିଲ ୨୦୨୫ରେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ରହିଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି,…

8 months ago

ଝେଲମରେ ପାଣି ଛାଡିଦେଲା ଭାରତ, ପାକିସ୍ତାନରେ ବନ୍ୟା, ଘୋଷଣା ହେଲା Emergency

ନୂଆଦିଲ୍ଲୀ,୨୬।୪: ଶନିବାର ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ମୁଜାଫରାବାଦରେ ବନ୍ୟା ସତର୍କତା ଜାରି କରାଯାଇଛି। ପ୍ରକୃତରେ, ଶନିବାର ଅପରାହ୍ନରେ ଝେଲମ ନଦୀର ଜଳସ୍ତର ହଠାତ ବୃଦ୍ଧି ପାଇଥିଲା।…

8 months ago

Pope Francisଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ

ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା ସମ୍ମୁଖରେ…

8 months ago

ପାକିସ୍ତାନ ଉପରେ କେବେ ଆକ୍ରମଣ କରିବ ଭାରତ? ତାରିଖ କହି ସାଂଘାତିକ ଖୁଲାସା କଲା ପାକ୍‌

ଇସଲାମବାଦ,୨୬।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନରେ ପାକିସ୍ତାନର ଟେନଶନ ବଢିଯାଇଛି। ପାକ୍‌ ଭାରତକୁ ଲଗାତାର ଧମକ ଦେଉଛି। ଏକ ପାକିସ୍ତାନୀ ନ୍ୟୁଜ ଚ୍ୟାନେଲ…

8 months ago

‘ହିନ୍ଦୁ-ମୁସଲମାନ କେବେ ଏକ ହୋଇପାରିବେ ନାହିଁ…’, ଭାରତର ଆକ୍ସନକୁ ଦେଖି ବିଚଳିତ ହେଲାଣି ପାକିସ୍ତାନ, Army Chief କହିଲେ…

ଇସଲାମାବାଦ,୨୬।୪: ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଶନିବାର ପୁଣି ଥରେ ବିଷ ଓଗାଳିଛନ୍ତି। ମୁନିର ଦ୍ୱି-ରାଷ୍ଟ୍ର ତତ୍ତ୍ୱର ସମର୍ଥନ କରି କହିଥିଲେ ଯେ ହିନ୍ଦୁ…

8 months ago