ଅନ୍ତର୍ଜାତୀୟ

ବ୍ରିକ୍ସ ବିଜ୍‌ନେସ୍‌ ଫୋରମ୍‌ରେ ମୋଦିଙ୍କ ଉଦ୍‌ବୋଧନ:ଭାରତ ସବୁଠୁ ମୁକ୍ତ ଅର୍ଥନୀତି

ବ୍ରାସିଲିଆ,୧୫-୧୧(ପି.ଟି.):ଭାରତ ବିଶ୍ୱରେ ସବୁଠୁ ମୁକ୍ତ ଓ ନିବେଶ ଅନୁକୂଳ ଅର୍ଥନୀତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ବ୍ରିକ୍ସ ବିଜ୍‌ନେସ୍‌ ଫୋରମ୍‌ରେ ଗୁରୁବାର ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ…

6 years ago

ବ୍ରାଜିଲ ରାଷ୍ଟ୍ରପତି ହେବେ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି

ବ୍ରାସିଲିଆ, ୧୫-୧୧(ପି.ଟି.): ୨୦୨୦ ସାଧାରଣତନ୍ତ୍ର ଦିବସରେ ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ବୋଲ୍‌ସୋନାରୋ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧକୁ ସେ ଗ୍ରହଣ କରିଥିବା…

6 years ago

ନିବେଶ ଲାଗି ବ୍ରିକ୍ସ୍‌ ସମ୍ମିଳନୀରେ ମୋଦିଙ୍କ ଆହ୍ବାନ: ଭାରତରେ ରହିଛି ମୁକ୍ତ ବ୍ୟବସାୟ ଉପଯୋଗୀ ପରିବେଶ

ବ୍ରାସିଲିଆ,୧୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରାଜିଲ୍‌ର ରାଜଧାନୀ ବ୍ରାସିଲିଆଠାରେ ଆୟୋଜିତ ବ୍ରିକ୍ସ୍‌ ବିଜନେସ୍‌ ଫୋରମ୍‌ ସମ୍ମିଳନୀରେ ଭାରତରେ ନିବେଶ ଲାଗି ଆହ୍ବାନ ଦେଇଛନ୍ତି। ଭାରତରେ ମୁକ୍ତ ବ୍ୟବସାୟ…

6 years ago

ମିଳିଲା ନରଭକ୍ଷୀ ଡାଇନାସୋର ଜୀବାଶ୍ମ…

ବ୍ରାଜିଲ୍‌ର ଦକ୍ଷିଣ ଅଞ୍ଚଳରୁ ଏକ ନରଭକ୍ଷୀ ଡାଇନାସୋର ଜୀବାଶ୍ମ ମିଳିଛି। ଏହି ପ୍ରଜାତିର ଡାଇନାସୋର ୨୩ କୋଟି ବର୍ଷ ତଳେ ପୃଥିବୀରେ ବାସ କରୁଥିଲା ବୋଲି ଗବେଷକ…

6 years ago

ଗ୍ରେଟାଙ୍କ ୬୦ ଫୁଟର ପ୍ରାଚୀର ଚିତ୍ର

ସାନ୍‌ ଫ୍ରାନ୍‌ସିସ୍କୋ: ଜଳବାୟୁ ପରିବର୍ତ୍ତନକୁ ନେଇ ନିଜର ସ୍ବର ଶାଣିତ କରିବା ସହ ବିଶ୍ୱ ଦରବାରରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିବା ଟିନ୍‌ ଏଜ୍‌ ଆକ୍ଟିଭିଷ୍ଟ…

6 years ago

ମାଙ୍କଡ଼ର ଅନ୍‌ଲାଇନ ଶପିଂ

ବେଜିଂ: ସ୍ମାର୍ଟଫୋନ୍‌ ହେଉ କି କମ୍ପ୍ୟୁଟର ଏଥିରେ ଇଣ୍ଟରନେଟ୍‌ ସଂଯୋଗ କରି ଘରେ ବସି ଅନ୍‌ଲାଇନ୍‌ରେ ବିଭିନ୍ନ କାର୍ଯ୍ୟ ସହଜରେ କରିହେଉଛି। ଏସବୁ ଭିତରେ ଅନ୍‌ଲାଇନ୍‌ ସାଇଟ୍‌ରୁ…

6 years ago

ଚଳିତ ବର୍ଷ ୫୪୦ କୋଟି ନକଲି ଆକାଉଣ୍ଟ୍‌ ହଟାଇଛି ଫେସବୁକ୍‌

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୪।୧୧: ଚଳିତ ବର୍ଷ ଫେସବୁକ୍‌ ୫୪୦ କୋଟି ନକଲି ଆକାଉଣ୍ଟ୍‌ ନିଜ ପ୍ଲାଟ୍‌ଫର୍ମରୁ ହଟାଇଛି। ଏନେଇ ଫ୍ରାନ୍ସ୍‌ର ଏଏଫ୍‌ପି ଏଜେନ୍ସି ପକ୍ଷରୁ ତଥ୍ୟ ପ୍ରକାଶ ପାଇଛି। ରୟଟର୍ସ…

6 years ago

୨୦୨୦ ଗଣତନ୍ତ୍ର ଦିବସ ମୁଖ୍ୟ ଅତିଥି ହେବେ ବ୍ରାଜିଲ୍‌ ରାଷ୍ଟ୍ରପତି ଜାୟର ବୋଲସୋନାରୋ

ବ୍ରାସିଲିଆ,୧୪।୧୧: ଆସନ୍ତା ୨୦୨୦ ଗଣତନ୍ତ୍ର ଦିବସ ମୁଖ୍ୟ ଅତିଥି ବ୍ରାଜିଲ୍‌ ରାଷ୍ଟ୍ରପତି ଜାୟର ବୋଲସୋନାରୋ ହେବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକୁ ସେ ସ୍ବୀକାର କରିଛନ୍ତି।…

6 years ago

ତାଲିବାନ ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା ପାକିସ୍ତାନ: ମୁଶରଫ୍‌

ଇସଲାମାବାଦ୍‌,୧୪।୧୧: ତାଲିବାନ ଆତଙ୍କବାଦୀଙ୍କୁ ପାକିସ୍ତାନରେ ତାଲିମ୍‌ ମିଳିଥିଲା। ଏନେଇ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଜେନେରାଲ ପରଭେଜ୍‌ ମୁଶରଫ୍‌ ପ୍ରକାଶ କରିଛନ୍ତି। ଭାରତୀୟ ସେନାଙ୍କ ସହିତ ଲଢ଼ିବା ପାଇଁ…

6 years ago

ବଜାରକୁ ଆସିବ ପିନ୍ଧି ହେଉଥିବା ଡାଏଲିସିସ୍‌ ମେସିନ୍‌…

କିଡ୍‌ନୀ ସମସ୍ୟା ଭୋଗୁଥିବା ଲୋକଙ୍କ ପାଇଁ ଏବେ ଖୁସି ଖବର। ଗବେଷକମାନେ ଏକ ପ୍ରକାର ନୂଆ ଡାଏଲିସିସ୍‌ ମେସିନ୍‌ ତିଆରି କରିବାକୁ ଯାଉଛନ୍ତି। ଏହାକୁ ସହଜରେ ପିନ୍ଧି…

6 years ago