ଅନ୍ତର୍ଜାତୀୟ

ଲାହୋର କୋର୍ଟରେ ହାଜର ହେଲେ ଶରିଫ

ଲାହୋର,୧୧।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଶୁକ୍ରବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନ୍‌ଏବି) ଚୌଧୁରୀ ସୁଗାର ମିଲ୍‌ ମାମଲାରେ ଗିରଫ କରିଥିବା ଜଣାପଡିଛି। ଏହାପରେ ତାଙ୍କୁ ଲାହୋରର…

7 years ago

ଇରାନ ତେଲ ଟ୍ୟାଙ୍କରକୁ ବିସ୍ଫୋରଣରେ ଉଡାଇଲେ ଆତଙ୍କବାଦୀ: ବହୁ ପରିମାଣର କ୍ଷତି ଆଶଙ୍କା

ତେହେରାନ,୧୧।୧୦: ସୌଦି ଆରବ ଉପକୂଳରେ ଇରାନ ତେଲ ଟ୍ୟାଙ୍କର ଉପରେ ୨ଟି କ୍ଷେପଣାସ୍ତ୍ର ନିକ୍ଷେପ କରିବା ଫଳରେ ବଡ ଧରଣର ବିସ୍ଫୋରଣ ହୋଇଥିବା ଜଣାପଡିଛି। ଇରାନ ତୈଳ…

7 years ago

ରାଫାଲ ପୂଜା: ରାଜନାଥଙ୍କ ସମର୍ଥନରେ ବାହାରିଲା ପାକିସ୍ତାନ ସେନା

ଇସଲାମାବାଦ,୧୧।୧୦: ଭାରତକୁ ସର୍ବଦା ସମାଲୋଚନା କରୁଥିବା ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥଙ୍କ ସମର୍ଥନରେ ଏକ ମନ୍ତବ୍ୟ ଦେଇଛି। ଫ୍ରାନ୍ସରେ ରାଫାଲ ବିମାନକୁ ଗ୍ରହଣ କରିବା ଅବସରରେ ସେଠାରେ…

7 years ago

ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ନାଁରେ ଗିରଫ ଓ୍ବାରେଣ୍ଟ ଜାରି

ଢାକା,୧୧।୧୦:ବାଲାଂଦେଶର ଅର୍ଥନୀତିଜ୍ଞ ତଥା ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନାଁରେ ଗିରଫ ଓ୍ବାରେଣ୍ଟ ଜାରି ହୋଇଛି। ଢାକାର ଏକ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ୟୁନୁସଙ୍କ…

7 years ago

ମହାତ୍ମା ଗାନ୍ଧୀଙ୍କ ସମ୍ମାନରେ ମୁଦ୍ରା ଜାରି କରିବ ବ୍ରିଟେନ

ଲଣ୍ଡନ,୧୧।୧୦:ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ସମ୍ମାନର୍ଥେ ମୁଦ୍ରା ଜାରି କରିବାର ନିଷ୍ପତ୍ତି ନେଇଛି ବ୍ରିଟେନ। ବ୍ରିଟିଶ୍‌ ଏସିଆନ ସକସେକ୍ସ ଉପରେ ଆୟୋଜିତ…

7 years ago

ସାହିତ୍ୟ ଲାଗି ହତ୍ୟା ଧମକ ମିଳିଥିଲା:ଓଲ୍‌ଗା ଟୋକାରଜୁକ

ଓ୍ବାର୍ସ: ପୋଲାଣ୍ଡ ଜନ୍ମିତ ଔପନ୍ୟାସିକ ଓଲ୍‌ଗା ଟୋକାରଜୁକ(୫୭)ଙ୍କୁ ୨୦୧୮ ବର୍ଷ ଲାଗି ସାହିତ୍ୟରେ ନୋବେଲ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଜଣେ ନିରାମଷାଶୀ ଓ ପରିବେଶବିତ୍‌ ଭାବେ…

7 years ago

ସ୍କୁଲ ପାଠପଢ଼ା ବେଳୁ ଥିଲା ସାହିତ୍ୟ ପ୍ରତି ଆକର୍ଷଣ:ପିଟର ହାଣ୍ଡ୍‌କେ

ଭିଏନା: ଅଷ୍ଟ୍ରିଆର ପିଟର ହାଣ୍ଡ୍‌କେଙ୍କୁ ୨୦୧୯ ବର୍ଷ ଲାଗି ସାହିତ୍ୟରେ ନୋବେଲ ପୁରସ୍କାର ଲାଗି ମନୋନୀତ କରାଯାଇଛି। ସାହିତ୍ୟ ପ୍ରତି ତାଙ୍କର ରହିଥିବା ଅହେତୁକ ରୁଚି ସ୍କୁଲରେ…

7 years ago

ଆଜିର ବାଳିକା: ସୁରକ୍ଷିତ ଜୀବନ ଓ ଅଧିକାର ଅପେକ୍ଷାରେ

କନ୍ୟାରତ୍ନ , କହିବା ଯେତିକି ସହଜ ତାହାକୁ ରତ୍ନ ଭଳି ଆଦର କରିବା ସେତିକି କଷ୍ଟ ମନେକରୁଛି ଆଜିର ସମାଜ। ଝିଅ-ପୁଅ ସମାନ ସ୍ଲୋଗାନ୍‌କୁ ନେଇ ଲୋକମାନଙ୍କୁ…

7 years ago

କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବ:ମନମୋହନଙ୍କୁ ଇମ୍ରାନ୍‌ଙ୍କ ନିମନ୍ତ୍ରଣ

ଇସ୍‌ଲାମାବାଦ,୧୧-୧୦:ନଭେମ୍ବରରେ ହେବାକୁ ଥିବା କର୍‌ତାରପୁର କରିଡର ଉଦ୍‌ଘାଟନ ଉତ୍ସବରେ ଯୋଗଦେବା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ପାକିସ୍ତାନ ନିମନ୍ତ୍ରଣ କରିଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ମହମ୍ମଦ…

7 years ago

ନୋବେଲ ଶାନ୍ତି ପୁରସ୍କାର ଘୋଷଣା ଆଜି:ଦୌଡ଼ ଆଗରେ ଗ୍ରେଟା ଥନବର୍ଗ

ଓସ୍‌ଲୋ,୧୧-୧୦:(ଆଇଏଏନ୍‌ଏସ୍‌):ସ୍ବିଡେନର ପରିବେଶ କର୍ମୀ ଗ୍ରେଟା ଥନ୍‌ବର୍ଗ ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ଆଗୁଆ ରହିଛନ୍ତି। ସେହିପରି ବ୍ରାଜିଲର ଆଦିବାସୀ ନେତା ରାଓନି ମେଟୁକ୍‌ଟାୟର ଓ ଇଥିଓପିଆ ପ୍ରଧାନମନ୍ତ୍ରୀ…

7 years ago