ଅନ୍ତର୍ଜାତୀୟ

ଇମ୍ରାନ ଖାନ୍‌ ପାକିସ୍ତାନ ପାଇଁ ବିପଦ, ବିଦେଶ ଯିବା ଉପରେ ଲାଗୁ ରୋକ

ଇସାଲାମାବାଦ,୨୭।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଜାତିସଂଘରେ ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରୁଥିଲେ ମଧ୍ୟ ସବୁଆଡୁ ତାଙ୍କୁ ବିଫଳତାର ସାମ୍ନା କରିବାକୁ ପଡିଛି। ଏଥିପାଇଁ ଇମ୍ରାନଙ୍କୁ…

7 years ago

ଭୂକମ୍ପରେ ୨୦ ମୃତ

ଅମ୍ବନ ସିଟି,୨୭।୯: ଇଣ୍ଡୋନେସିଆର ମାଲୁକୁ ଦ୍ୱୀପପୁଞ୍ଜରେ ଗୁରୁବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ଏଥିରେ ୨୦ ମୃତ ଓ ଶତାଧିକ ଆହତ ହୋଇଛନ୍ତି। ଭୂକମ୍ପ ଯୋଗୁ…

7 years ago

ପରଲୋକରେ ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌

ପ୍ୟାରିସ୍‌,୨୭।୯(ଆଇଏଏନ୍‌ଏସ୍‌): ଫ୍ରାନ୍ସର ପୂର୍ବତନ ରାଷ୍ଟ୍ରପତି ଜାକ୍‌ ଶିରାକ୍‌ଙ୍କ ଗୁରୁବାର ପରଲୋକ ହୋଇଛି। ତାଙ୍କୁ ୮୬ ବର୍ଷ ହୋଇଥିଲା। ୨୦୦୭ରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିବା ଶିରାକ୍‌ଙ୍କ…

7 years ago

ଫିଟିବ ଖାଶୋଗି ହତ୍ୟା ଗୁମର:ଦୋଷ ମୁଣ୍ଡାଇଲେ କ୍ରାଉନ୍‌ ପ୍ରିନ୍ସ

ରିୟାଦ,୨୭।୯(ଆଇଏଏନ୍‌ଏସ୍‌):ବହୁଚର୍ଚ୍ଚିତ ଜମାଲ ଖାଶୋଗି ହତ୍ୟାକାଣ୍ଡକୁ ବର୍ଷେ ପୂରିବାକୁ ଯାଉଥିବାବେଳେ ପ୍ରଥମଥର ପାଇଁ ନୀରବତା ଭାଙ୍ଗିଛନ୍ତି ସୌଦି କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ (ଏମ୍‌ବିଏସ୍‌)। ସୌଦି ଖବରଦାତା…

7 years ago

ଯେଉଁଠି କଏଦୀଙ୍କୁ ଶୋଇବା ମନା

ଦକ୍ଷିଣ ରୁଷ୍‌ରେ ଅବସ୍ଥିତ ଏହି ଜେଲ୍‌ର ନିୟମ ଅନ୍ୟ ଦେଶର ଜେଲ୍‌ଠୁ ସମ୍ପୂର୍ଣ୍ଣ ଭିନ୍ନ। ଜେଲ୍‌ରୁ ଆଜି ପର୍ଯ୍ୟନ୍ତ କଏଦୀ ଫେରାର୍‌ ହେବା ଘଟଣା ସାମ୍ନାକୁ ଆସିନାହିଁ।…

7 years ago

ପାକିସ୍ତାନ ଅନୁରୋଧକୁ ରକ୍ଷା କଲା ଜାତିସଂଘ ସୁରକ୍ଷା ପରିଷଦ:ମାସିକ ଖର୍ଚ୍ଚ ପାଇଁ ଟଙ୍କା ଉଠାଇ ପାରିବେ ହାଫିଜ୍‌ ସଇଦ୍‌

ନୂଆଦିଲ୍ଲୀ,୨୬।୯: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ୍‌ ସଇଦ୍‌ ନିଜ ଖର୍ଚ୍ଚ ପାଇଁ ଏଣିକି ଦେଢ ଲକ୍ଷ ଟଙ୍କା ମାସିକ ଉଠାଇପାରିବ। ପାକିସ୍ତାନର ଅନୁରୋଧ କ୍ରମେ ଜାତିସଂଘ…

7 years ago

ପାକିସ୍ତାନରେ ଡେଙ୍ଗୁ ସାଜିଛି ମହାମାରୀ: ୧୦ ହଜାର ଲୋକ ସଂକ୍ରମିତ

ଇସଲାମାବାଦ୍‌,୨୬।୯: ପାକିସ୍ତାନରେ ସାଧାରଣ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡିଛି। ଏଠାରେ ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁରେ ବହୁ ଲୋକଙ୍କ ମୃତ୍ୟୁ…

7 years ago

ମେହୁଲ ଚୌକସିଙ୍କୁ ଠକ କହିଲେ ଆଣ୍ଟିଗୁଆ ପ୍ରଧାନମନ୍ତ୍ରୀ: ଭାରତ ନ୍ୟାୟିକ ଯାଞ୍ଚ ପାଇଁ ସ୍ବତନ୍ତ୍ର

ନ୍ୟୁୟର୍କ,୨୬।୯: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୌକସିଙ୍କ ଉପରେ ଆଣ୍ଟିଗୁଆ ଓ ବାରବୁଡାର ପ୍ରଧାନମନ୍ତ୍ରୀ ଗେଷ୍ଟୋନ ବ୍ରାଉନି ବଡ଼ ବୟାନ…

7 years ago

ଦୁଇଦିନ ପରେ ପୁଣି ଥରିଲା ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୬।୯: ଦୁଇ ଦିନ ପରେ ପୁଣି ଗୁରୁବାର ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା ବୋଲି ପାଣିପାଗ ବିଭାଗ…

7 years ago

ମାରିଟାଇମ ଜଗତରେ ମହିଳା ସଶକ୍ତୀକରଣ

ଜାତିସଂଘ:୨୦୧୯ସେପ୍ଟେମ୍ବର ୨୬, ଗୁରୁବାର ପାଳନ କରାଯାଉଛି ବିଶ୍ୱ ମାରିିଟାଇମ ଦିବସ। ‘ସାମୁଦ୍ରିକ ଜଗତ ସମ୍ପର୍କରେ ମହିଳାମାନଙ୍କୁ ସଶକ୍ତୀକରଣ କରିବା’ ସ୍ଲୋଗାନ ନେଇ ଏହି ଦିବସ ପାଳନ କରାଯାଉଛି।…

7 years ago