ଅନ୍ତର୍ଜାତୀୟ

କରୋନା ଭାଇରସ: ଚାଇନାରେ ମୃତ୍ୟୁ ସଂଖ୍ୟା ୨,୭୮୮

ବେଜିଂ,୨୮।୨: ଚାଇନାରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଶୁକ୍ରବାର ସୁଦ୍ଧା ଏଠାରେ ମୃତ୍ୟୁସଂଖ୍ୟା ୨,୭୮୮ ହୋଇଥିବା ସରକାରୀ ଭାବେ ଘୋଷଣା କରାଯାଇଛି। ସେହିପରି ସଂକ୍ରମିତଙ୍କ…

7 years ago

ନେଦରଲ୍ୟାଣ୍ଡସରେ ଚିହ୍ନଟ ହେଲେ ପ୍ରଥମ କରୋନା ଭାଇରସ ସଂକ୍ରମିତ

ଆମଷ୍ଟରଡାମ,୨୮।୨: କରୋନା ଭାଇରସ ବିଶ୍ୱର ବିଭିନ୍ନ ଦେଶକୁ ବ୍ୟାପିଥିବା ବେଳେ ୟୁରୋପୀୟ ଦେଶ ନେଦରଲାଣ୍ଡସରେ ପ୍ରଥମ କରୋନା ସଂକ୍ରମିତଙ୍କ ଚିହ୍ନଟ କରାଯାଇଛି। ନେଦରଲ୍ୟାଣ୍ଡସର ତିଲବର୍ଗ ସହରରେ ରହୁଥିବା…

7 years ago

ପାକିସ୍ତାନକୁ ଝିଣ୍ଟିକା ଦାଉରୁ ରକ୍ଷା କରିବାକୁ ଚାଇନା ପଠାଇବ ବତକ

ଇସ୍‌ଲାମାବାଦ,୨୮।୨: ଏବେ ପାକିସ୍ତାନରେ ଝିଣ୍ଟିକା ବା ପଙ୍ଗପାଳଙ୍କ ଉପଦ୍ରବ ବହୁ ମାତ୍ରାରେ ବଢିଯାଇଛି। ଏମାନଙ୍କ ଉପଦ୍ରବ ଯୋଗଁ ବହୁ ପରିମାଣରେ ଫସଲ ହାନୀ ଘଟୁଛି। ଧିରେ ଧିରେ…

7 years ago

କରୋନା ଭାଇରସରେ ପୀଡିତ ଇରାନ ଉପରାଷ୍ଟ୍ରପତି

ତେହେରାନ,୨୮।୨: ଚାଇନାରୁ ଆରମ୍ଭ ହୋଇଥିବା ମାହାମାରୀ କରୋନା ଭାଇରସ ଏବେ ସାରା ବିଶ୍ୱକୁ କାୟା ବିସ୍ତାର କରିବାରେ ଲାଗିଛି। ଏବେ ଇରାନର ଉପ ରାଷ୍ଟ୍ରପତି ମାସୁମେହ ଏବତେକାର…

7 years ago

ଦକ୍ଷିଣ କୋରିଆ-ଜାପାନରେ ବୃଦ୍ଧି ପାଉଛି କରୋନା ମାମଲା: ଭାରତ ବନ୍ଦ କଲା ଭିଜା

ସେୟୋଲ,୨୮।୨: ଚାଇନାରେ କରୋନା ଭାଇରସ୍‌ ମହାମାରୀର ରୂପ ନେଇଥିବା ବେଳେ ଏହାର କବଳରୁ ଦକ୍ଷିଣ କୋରିଆ ଓ ଜାପାନ ମଧ୍ୟ ବର୍ତ୍ତିପାରିନାହିଁ। ଦକ୍ଷିଣ କୋରିଆ ଓ ଜାପାନରେ…

7 years ago

ପ୍ରଥମ ଇଲେକ୍‌ଟ୍ରିକ୍‌ ଟ୍ରେନ୍‌ ଟ୍ରାକ୍‌ ନିର୍ମାଣ କରିବେ ଶ୍ରୀଲଙ୍କା ସରକାର

କଲମ୍ବୋ,୨୭।୨: ଶ୍ରୀଲଙ୍କାର କାଣ୍ଡି ସହରରେ ପ୍ରଥମ ଇଲେକ୍ଟଟ୍ରିକ୍‌ ଟ୍ରେନ୍‌ ଟ୍ରାକ୍‌ ନିର୍ମାଣ କରିବାକୁ ଶ୍ରୀଲଙ୍କା ସରକାର ଯୋଜନା କରିଛନ୍ତି। ରାଜ୍ୟମନ୍ତ୍ରୀ ଦିଲୁମ ଅମୁନୁଗମା କହିଛନ୍ତି ଏହି ଇଲେକ୍ଟଟ୍ରିକ୍‌…

7 years ago

ଦକ୍ଷିଣ କୋରିଆରେ ବଢୁଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୭।୨: ଗତ ୨୪ ଘଣ୍ଟା ଭିତରେ ଦକ୍ଷିଣ କୋରିଆରେ ୩୩୪ କରୋନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା…

7 years ago

ସାମାଜିକ କାର୍ଯ୍ୟରେ ଲୋକଙ୍କ ଯୋଗଦାନକୁ ପ୍ରୋତ୍ସାହନ ଦେଉଛି ଏନ୍‌ଜିଓ

ବିଶ୍ୱ ଏନ୍‌ଜିଓ ଦିବସ ପ୍ରତିବର୍ଷ ୨୭ ଫେବୃୟାରୀରେ ପାଳନ କରାଯାଏ। ୨୦୧୦ରେ କାଉନ୍‌ସିଲ ଅଫ୍‌ ବାଲ୍‌ଟିକ ସି ଷ୍ଟେଟ୍ସ (ସିବିଏସ୍‌ଏସ୍‌)ର ୯ମ ବାଲ୍‌ଟିକ ସି ଏନ୍‌ଜିଓ ଫୋରମ୍‌ର…

7 years ago

ଡେଜର୍ଟ ଗାର୍ଡେନ

ଆଡେନ: ବଦଳୁଛି ଗାର୍ଡେନିଂର ଟ୍ରେଣ୍ଡ। ରୁଫ୍‌ ଗାର୍ଡେନ, କିଚେନ ଗାର୍ଡେନ ପରେ ଏହି ଧାରାରେ ଯୋଡ଼ି ହୋଇଛି ‘ଡେଜର୍ଟ ଗାର୍ଡେନ’। ଏପରି ବଗିଚା ମରୁଭୂମିରେ ଫସଲ ଉତ୍ପାଦନକୁ…

7 years ago

‘ଉମରାହ’ ଉପରେ ସାମୟିକ କଟକଣା ଜାରି କଲା ସୌଦି

ରିୟାଧ,୨୭।୨: କରୋନା ସଂକ୍ରମଣ ଯୋଗୁ ସୌଦି ଏଠାକୁ ‘ଉମରାହ’ ପାଇଁ ଆସୁଥିବା ମୁସଲମାନ୍‌ ଶ୍ରଦ୍ଧାଳୁଙ୍କ ଉପରେ ସାମୟିକ କଟକଣା ଜାରି କରିଛି। ସ୍ଥିତିରେ ସୁଧାର ନ ହେବା…

7 years ago