କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି।…
ନୂଆଦିଲ୍ଲୀ, ୨୧।୬: କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଲ୍ଓ୍ବା ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍, ରୁଷ ରାଷ୍ଟ୍ରପତି…
ତେହେରାନ,୨୦ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନର ରିଭଲ୍ୟୁଶନାରି ଗାର୍ଡ (ଆଇଆର୍ଜି) ଗୁରୁବାର…
ବେଜିଂ,୨୦।୬: ଚାଇନାର ଏକ କମ୍ପାନୀରେ କାମ କରୁଥିବା ଜଣେ ମହିଳାଙ୍କୁ ସାମାନ୍ୟ କାରଣ ପାଇଁ ଚାକିରି ହରାଇବାକୁ ପଡିଛି। କାରଣ ହେଉଛି ସେ ତାଙ୍କ ବସ୍ଙ୍କ ପାଖକୁ…
ଲଣ୍ଡନ,୨୦।୬: ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଓ୍ବାର୍ଲଡ ରିଫ୍ୟୁଜି ଡେ’ ବା ବିଶ୍ୱ ଶରଣାର୍ଥୀ ଦିବସକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହା…
ସିଡ୍ନୀ,୨୦।୬: ଅଷ୍ଟ୍ରେଲିଆର ଏକ କୋର୍ଟ ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ଜଣେ ୧୨ ବର୍ଷୀୟା କନ୍ୟାଙ୍କ ପ୍ରକୃତ ପିତା ହେବାର ଅଧିକାର ପ୍ରଦାନ କରିଛନ୍ତି। ପିଲାଟିର ଭବିଷ୍ୟତ…
ମାଦ୍ରିଦ୍,୨୦।୬: ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ଟି ଗ୍ରହର ସନ୍ଧାନ ମିଳିଛି। ଦକ୍ଷିଣ ସ୍ପେନ୍ର ଅଲମେରିଆ ସ୍ଥିତ କେଲାର ମହାକାଶ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।…
ଦୁବାଇ, ୨୦।୬: ବୃଦ୍ଧା ମା’ଙ୍କୁ ହତ୍ୟା ଅଭିଯୋଗରେ ସାଉଦି ଆରବରେ ଗିରଫ ହୋଇଛନ୍ତି ଜଣେ ଭାରତୀୟ ଦମ୍ପତ୍ତି। ଉକ୍ତ ଦମ୍ପତ୍ତିଙ୍କ ନାଁରେ ସଙ୍ଗୀନ ଅଭିଯୋଗ ରହିଛି। ଝିଅର…
ନୂଆଦିଲ୍ଲୀ/ ଓ୍ବାଶିଂଟନ, ୨୦।୬: ଆମେରିକା ଏହାର ଭିଜା ନୀତିରେ ପରିବର୍ତ୍ତନ ଆଣିବାକୁ ଚିନ୍ତା କରିଛି। ଏହା ଅର୍ନ୍ତଗତ ଭାରତୀୟଙ୍କୁ ପାଇଁ ଏଚ୍-୧ ବି ଭିଜାକୁ ୧୦ରୁ ୧୫…
ଜେନେଭା/ରିୟାଧ,୨୦ା୬ (ଏଏଫ୍ପି): ସୌଦି ସାମ୍ବାଦିକ ଜମାଲ ଖାସୋଗିଙ୍କ ହତ୍ୟାକାଣ୍ଡରେ କ୍ରାଉନ୍ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ ସମ୍ପୃକ୍ତ ବୋଲି ବୁଧବାର ଜାତିସଂଘର ଜଣେ ବିଶେଷଜ୍ଞ ରିପୋର୍ଟ ଦେଇଛନ୍ତି।…