ଅନ୍ତର୍ଜାତୀୟ

ମହାରାଣୀଙ୍କ ପାଖରେ ଚାକିରି କଲେ ମାସକୁ ଦରମା ୨୬ ଲକ୍ଷ

ଲଣ୍ଡନ,୨୨।୫: ମାସକୁ ଦରମା ୨୬ ଲକ୍ଷ। ଶୁଣିଲେ ଯେକେହି ଚକିତ ହୋଇଯିବେ। ତେବେ ଏହା ସତ୍ୟ, ବ୍ରିଟେନ୍‌ ମହରାଣୀ ଏଲିଜାବେଥ୍‌ଙ୍କ ରୟାଲ ହାଉସ୍‌ରେ ଏଭଳି ଏକ ଚାକିରିର…

7 years ago

ପାକିସ୍ତାନୀ ବୋଟ୍‌ରୁ ୬୦୦ କୋଟିର କୋକେନ୍‌ ଜବତ

ନୂଆଦିଲ୍ଲୀ,୨୨ା୫: ଭାରତୀୟ ତଟରକ୍ଷୀ ବାହିନୀ ମଙ୍ଗଳବାର ଗୁଜରାଟ ଉପକୂଳରେ ଏକ ପାକିସ୍ତାନୀ ବୋଟ୍‌କୁ ପିଛା କରି ସେଥିରୁ ୬୦୦ କୋଟି ଟଙ୍କା ମୂଲ୍ୟର କୋକେନ୍‌ ଜବତ କରିଛି।…

7 years ago

ହାଇକୋର୍ଟ ପହଞ୍ଚିଲେ ନଓ୍ବାଜ୍‌

ଇସ୍‌ଲାମାବାଦ,୨୧।୫: ଭ୍ରଷ୍ଟାଚାର ମାମଲାରେ ଜେଲରେ ସଜ୍ଜା କାଟୁଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଇସ୍‌ଲାମାବାଦ ହାଇକୋର୍ଟ ପହଞ୍ଚିଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ସେ ହାଇକୋର୍ଟରେ ଜାମିନ…

7 years ago

ଖାଲି କରାଗଲା ଏଫେଲ୍‌ ଟାଓ୍ବାର

ପ୍ୟାରିସ,୨୧।୫: ବିଶ୍ୱ ପ୍ରସିଦ୍ଧ ଏଫେଲ୍‌ ଟାଓ୍ବାର ଉପରକୁ ଗତ ସୋମବାର ଜଣେ ବ୍ୟକ୍ତି ଚଢିଯିବା ପରେ ତାକୁ ଖାଲି କରାଯାଇଥିଲା। ଉକ୍ତ ଟାଓ୍ବାରର ଦେଖାରଖା କରୁଥିବା ପ୍ୟାରିସର…

7 years ago

ଇଣ୍ଡୋନେସିଆ ରାଷ୍ଟ୍ରପତି ନିର୍ବାଚନ: ପୁଣି ବାଜି ମାରିଲେ ଜୋକୋ ଓ୍ବିଡୋଡୋ

ଜାକର୍ତ୍ତା, ୨୧।୫: ଇଣ୍ଡୋନେସିଆରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ପୁଣି ବାଜି ମାରିଛନ୍ତି ଜୋକୋ ଓ୍ବିଡୋଡୋ। ସେ ନିକଟତମ ପ୍ରତିଦ୍ୱନ୍ଦୀ ପ୍ରଭାଓ୍ବ ସୁବିଆଣ୍ଟୋଙ୍କୁ ପରାସ୍ତ କରିଛନ୍ତି। ଦ୍ୱିତୀୟଥର ପାଇଁ…

7 years ago

ଜେଲ୍‌ରେ ସୁରକ୍ଷାକର୍ମୀ-କଏଦୀଙ୍କ ମଧ୍ୟରେ ହାତାହାତି: ୩୨ ମୃତ

ଦୁଶାଂବେ,୨୦।୫: ତାଜିକିସ୍ତାନର ଏକ ଜେଲ୍‌ରେ ସୁରକ୍ଷାକର୍ମୀ ଓ କଏଦୀଙ୍କ ମଧ୍ୟରେ ଦଙ୍ଗା ପରିସ୍ଥିତି ଉପୁଜିବାରୁ ୩୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସାମାଚାର ଏଜେନ୍ସି ଏଏଫ୍‌ପି…

7 years ago

ରୋଜାରେ ଖାଦ୍ୟ ଆଣିଯାଇଥିବା ବ୍ୟକ୍ତିଙ୍କୁ ଦୁର୍ବ୍ୟବହାର କରି ନିଲମ୍ବିତ ହେଲେ ମହିଳା ମ୍ୟାନେଜର

ମିସୁରୀ,୨୦।୫: ଆମେରିକାର ମିସୁରୀରେ ଜଣେ ଯୁବକ ରୋଜା ଖୋଲିବା ପାଇଁ ଟେକୋ ବେଲ ରେଷ୍ଟୁରାଣ୍ଟକୁ ଜଳଖିଆ ଆଣିବାକୁ ଯାଇଥିଲେ। ରେଷ୍ଟୁରାଣ୍ଟରେ ଥିବା ମହିଳା ମ୍ୟାନେଜର ଇନ୍‌ ଟ୍ରେନିଂ…

7 years ago

ଇରାନକୁ ଆମେରିକାର ଧମକ

ଓ୍ବାଶିଂଟନ,୨୦।୫: ଆମେରିକା ଓ ଇରାକ ମଧ୍ୟରେ ଏବେ ଯୁଦ୍ଧ ପରିସ୍ଥିତି ଚରମ ସୀମାରେ ପହଞ୍ଚିଛି। ଏମିତି କହିବାର କାରଣ ହେଉଛି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ…

7 years ago

ପାକିସ୍ତାନରେ ବଢି ଚାଲିଛି ଦରଦାମ

ଇସଲାମାବାଦ,୨୦।୫: ପାକିସ୍ତାନରେ ଦରଦାମ ଦିନକୁ ଦିନ ଆକାଶ ଛୁଆଁ ହୋଇଛି। ଇମ୍ରାନ ଖାଁଙ୍କ ସରକାର ମଧ୍ୟ ଏହା ଉପରେ ନିୟନ୍ତ୍ରଣ ରଖିବାରେ ଅସମର୍ଥ ହୋଇଛନ୍ତି। ବିଶେଷ କରି…

7 years ago

ଅଷ୍ଟ୍ରେଲିଆ ନିର୍ବାଚନ: ପୁଣି ଥରେ କ୍ଷମତାକୁ ଫେରିଲା କଞ୍ଜରଭେଟିଭ ମେଣ୍ଟ

ସିଡନୀ, ୧୯।୫: ଏକଜିଟ୍‌ ପୋଲ୍‌ ଆକଳନକୁ ଭୁଲ ସାବ୍ୟସ୍ତ କରି ପୁଣି ଥରେ ଶାସକ କଞ୍ଜରଭେଟିଭ ଲିବେରାଲ ପାର୍ଟି ମେଣ୍ଟ ବିଜୟୀ ହୋଇଛି। ଏଠାରେ ଅନୁଷ୍ଠିତ ସାଧାରଣ…

7 years ago