ଅନ୍ତର୍ଜାତୀୟ

ତେଲ ଦାମ୍ ୩% ବଢ଼ିଲା, ରୁଷିଆ ତେଲ କିଣିବାକୁ ପୁନଃବିଚାର କରୁଛି ଭାରତ

ନୂଆଦିଲ୍ଲୀ,୨୩।୧୦: ଆମେରିକା ଦ୍ୱାରା ରୁଷିଆର ମୁଖ୍ୟ ତୈଳ କମ୍ପାନୀଗୁଡ଼ିକ ଉପରେ ନୂଆ କଟକଣା ଲାଗୁ ହେବା ପରେ ଭାରତୀୟ ରିଫାଇନାରୀମାନେ ରୁଷୀୟ ଅଶୋଧିତ ତୈଳ କ୍ରୟ ଯୋଜନାକୁ…

9 months ago

ASEAN ସମ୍ମିଳନୀରେ ଯୋଗ ଦେବେ ନାହିଁ ମୋଦି? ଏହା ପଛର ସତ୍ୟତା କ’ଣ ଖୋଲି କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୬ ଅକ୍ଟୋବର)ରୁ ଆରମ୍ଭ ହେଉଥିବା ASEAN ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ ନାହିଁ। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ନିଜେ…

9 months ago

ପାକିସ୍ତାନରେ ହଇଚଇ, ସେନା ମୁଖ୍ୟ ଅସୀମ ମୁନିରଙ୍କୁ କିଏ ଦେଲା ଏମିତି ଧମକ? କହିଲେ, ‘ତୁମେ ଯଦି ପୁରୁଷ ତେବେ…’, ଜାଣନ୍ତୁ ଏହା ପଛର ବଡ଼ କାରଣ

ଇସଲାମାବାଦ,୨୩।୧୦: ଆତଙ୍କବାଦୀଙ୍କ ନିରାପଦ ଆଶ୍ରୟସ୍ଥଳ ଭାବରେ ଜଣାଶୁଣା ପାକିସ୍ତାନ, ଟିଟିପିର ଧମକରେ ଭୟଭୀତ। ସମ୍ପ୍ରତି, ତେହେରିକ-ଏ-ତାଲିବାନ ପାକିସ୍ତାନ (ଟିଟିପି) ଦେଶର ସେନାକୁ ଖୋଲାଖୋଲି ଚ୍ୟାଲେଞ୍ଜ କରି ଅନେକ…

9 months ago

ପୁଟିନଙ୍କ ବିରୋଧରେ ଟ୍ରମ୍ପଙ୍କ ବଡ଼ ଆକ୍ସନ! ରୁଷିଆର ୨ ତୈଳ କମ୍ପାନୀ ଉପରେ ବ୍ୟାନ୍‌, ଜାଣନ୍ତୁ ଭାରତ ଉପରେ… 

ଓ୍ବାଶିଂଟନ,୨୩।୧୦: ଆମେରିକା ଏବଂ ରୁଷିଆ ମଧ୍ୟରେ ପୁଣି ଉତ୍ତେଜନା ବୃଦ୍ଧି ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବୁଧବାର (୨୨…

9 months ago

ଆମେରିକାକୁ ରପ୍ତାନି ହେଉଥିବା ଭାରତୀୟ ସାମଗ୍ରୀ ଉପରେ ଟାରିଫ୍ ୧୫-୧୬% ହ୍ରାସ ସମ୍ଭାବନା: ରିପୋର୍ଟ

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ଆମେରିକା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟ ଚୁକ୍ତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଚୁକ୍ତି ହେଲେ ଆମେରିକାକୁ ରପ୍ତାନି ହେଉଥିବା ଭାରତୀୟ ସାମଗ୍ରୀ…

9 months ago

ପ୍ରବାସୀ ଶ୍ରମିକଙ୍କ ପାଇଁ ସାଉଦି ଆରବରେ ବଡ଼ ଶ୍ରମ ସଂସ୍କାର: ‘କଫାଲା’ ପ୍ରଣାଳୀ ଉଚ୍ଛେଦ

ନୂଆଦିଲ୍ଲୀ,୨୨।୧୦: ସାଉଦି ଆରବରେ ପ୍ରବାସୀ ଶ୍ରମିକଙ୍କ ଅଧିକାର ଓ ସୁରକ୍ଷା ପାଇଁ ୫୦ ବର୍ଷ ପୁରୁଣା 'କଫାଲା' ପ୍ରଣାଳୀକୁ ଉଚ୍ଛେଦ କରାଯାଇଛି। ଜୁନ୍ ୨୦୨୫ରେ ଏହି ଐତିହାସିକ…

9 months ago

ପୁଟିନ୍‌ଙ୍କ ସହ ସାକ୍ଷାତ ବାତିଲ୍ କଲେ ଟ୍ରମ୍ପ, କହିଲେ ପୁଟିନଙ୍କ ସହ…

ଓ୍ୱାଶିଂଟନ୍,୨୨।୧୦: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ସହ ତାଙ୍କର ଯୋଜନା ହୋଇଥିବା ବୈଠକକୁ ସ୍ଥଗିତ ରଖିଛନ୍ତି। ଏହାକୁ ସେ "ସମୟର ଅପଚୟ"…

9 months ago

ଚାଇନା ଉପରେ ୧୫୫% ଟାରିଫ୍ ଲଗାଇ ଏପରି କହିଲେ ଟ୍ରମ୍ପ

ନୂଆଦିଲ୍ଲୀ,୨୨।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ନଭେମ୍ବର ୧ ତାରିଖରୁ ୧୫୫% ପର୍ଯ୍ୟନ୍ତ ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି। ସେ…

9 months ago

ହ୍ୱାଇଟ୍ ହାଉସରେ ଦୀପାବଳି: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବାଣିଜ୍ୟକୁ ନେଇ କଥା ହୋଇଥିବା ଟ୍ରମ୍ପଙ୍କ ଦାବି

ନୂଆଦିଲ୍ଲୀ,୨୨।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ମଙ୍ଗଳବାର ହ୍ୱାଇଟ୍ ହାଉସରେ ଦୀପାବଳି ଉତ୍ସବ ପାଳନ କରିଛନ୍ତି। ଏହି ଅବସରରେ ସେ ତାଙ୍କ ପ୍ରଶାସନରେ ଥିବା ଭାରତୀୟ-ଆମେରିକୀୟ ସଦସ୍ୟ…

9 months ago

‘କାବୁଲ୍ ଉପରେ କେହି ହୁକୁମ୍ ଚଲାଇ ପାରିବେନି’, ପାକିସ୍ତାନକୁ ଆଫଗାନିସ୍ତାନର କଡ଼ା ଜବାବ

କାବୁଲ୍,୨୧।୧୦: ଭାରତକୁ ଦୋଷ ଦେଇ ପାକିସ୍ତାନ ଓ ଆଫଗାନିସ୍ତାନ ମଧ୍ୟରେ ଉତ୍ତେଜନା ପାଇଁ ଦାୟୀ କରିବା ଅଭିଯୋଗ ଉପରେ ତାଲିବାନ୍‌ର ପ୍ରତିରକ୍ଷା ମନ୍ତ୍ରୀ ମୌଲବୀ ମହମ୍ମଦ ୟାକୁବ…

9 months ago