ଅନ୍ତର୍ଜାତୀୟ

କିଏ ସେହି ୧୭ ବର୍ଷର ଯୁବକ, ଯିଏ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ହତ୍ୟା କରିବାକୁ କରିଥିଲେ ଯୋଜନା

ଓ୍ବାଶିଂଟନ,୧୪।୪: ଆମେରିକାର ୱିସ୍କିନସନ ରାଜ୍ୟରେ ରହୁଥିବା ମାତ୍ର ୧୭ ବର୍ଷ ବୟସ୍କ ନିକିତା କାସ୍ପଙ୍କୁ ଗିରଫ କରାଯାଇଛି। ତାଙ୍କ ଉପରେ ଅଭିଯୋଗ ରହିଛି କି ସେ ତାଙ୍କ…

8 months ago

ୟୁକ୍ରେନ ଉପରେ ଚଳିତ ବର୍ଷର ସବୁଠାରୁ ବଡ଼ ଆକ୍ରମଣ କଲା ରୁଷିଆ

କ୍ୱିଭ,୧୪।୪: ରୁଷିଆ ପୁଣିଥରେ ୟୁକ୍ରେନ ଉପରେ ଏକ ବଡ଼ ଆକ୍ରମଣ କରିଛି। ରବିବାର ୟୁକ୍ରେନର ସୁମି ସହରରେ ଚର୍ଚ୍ଚ ପ୍ରାର୍ଥନା ସମୟରେ ରୁଷୀୟ କ୍ଷେପଣାସ୍ତ୍ରଗୁଡ଼ିକ ଧ୍ୱଂସଲୀଳା ସୃଷ୍ଟି…

8 months ago

ଟାରିଫକୁ ନେଇ ଟ୍ରମ୍ପ ନେଲେ ୟୁ ଟର୍ଣ୍ଣ, ଚାଇନା କହିଲା ବାଘ ବେକରେ ଲାଗିଛି ଘଣ୍ଟି…ସେ ଖୋଲିପାରିବ ଯିଏ ୟାକୁ ବାନ୍ଧିଛି

ବେଜିଂ,୧୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ ଉପରେ ୟୁ-ଟର୍ଣ୍ଣ ନେଇଛନ୍ତି। ସେ କହିଥିଲେ ଯେ ଅନୁଚିତ ବାଣିଜ୍ୟ ସନ୍ତୁଳନ ପାଇଁ କୌଣସି ଦେଶକୁ…

8 months ago

ପଳାଅ ନ ହେଲେ ଜେଲ

ଓ୍ବାଶିଂଟନ୍‌,୧୪ା୪: ଆମେରିକାରେ ବିନା ପଞ୍ଜୀକରଣରେ ୩୦ ଦିନରୁ ଅଧିକ ସମୟ ଧରି ବସବାସ କରୁଥିବା ବିଦେଶୀ ନାଗରିକଙ୍କୁ ଟ୍ରମ୍ପ୍‌ ପ୍ରଶାସନର ନୂଆ ଛାଟ। ଏଣିକି ଏଭଳି ବିଦେଶୀମାନେ…

8 months ago

Mehul Choksi Arrested: ଗିରଫ ହେଲେ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସି, ବେଲଜିୟମରୁ ଆସିବେ ଭାରତ!

ବ୍ରୁସେଲ୍ସ,୧୪।୪: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଋଣ ଠକେଇ ମାମଲାରେ ଅଭିଯୁକ୍ତ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ବେଲଜିୟମରେ ପୋଲିସ ଗିରଫ କରିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ…

8 months ago

ପୁଣି ‘ଧୋକା’ ଦେଲା ଶ୍ରୀଲଙ୍କା, ଭାରତକୁ ଲାଗିବ ଅରବ ଟଙ୍କାର ଚୁନା, ଏହି ଦେଶ ସହ କଲା ସିକ୍ରେଟ ଡିଲ୍‌!

କଲମ୍ବୋ,୧୩।୪: ଆମର ଦକ୍ଷିଣ ପଡ଼ୋଶୀ ଶ୍ରୀଲଙ୍କା ଏକ ଛୋଟ ଦେଶ। କିନ୍ତୁ, ସମୁଦ୍ର ମଧ୍ୟଭାଗରେ ଅବସ୍ଥିତ ହୋଇଥିବାରୁ, ଏହାର ମୂଲ୍ୟ ସର୍ବଦା ଅଧିକ ରହିଥାଏ। ଏହା ମଧ୍ୟ…

8 months ago

ୟୁକ୍ରେନ ଉପରେ ରୁଷିଆର ଭୟଙ୍କର ଆକ୍ରମଣ: ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ମାଡ଼ରେ ୨୧ ମୃତ, ବ୍ୟାପକ କ୍ଷୟକ୍ଷତି…

କ୍ୱିଭ,୧୩।୪: ରୁଷିଆ-ୟୁକ୍ରେନ ଯୁଦ୍ଧ ପୁଣି ଥରେ ଭୟଙ୍କର ହେବାକୁ ଯାଉଛି। ରୁଷ ୟୁକ୍ରେନର ସୁମିରେ ଏକ ଭୟଙ୍କର ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼ କରିଛି। ଫଳରେ ସୁମିରେ ବ୍ୟାପକ…

8 months ago

Myanmar Earthquake: ପୁଣିଥରେ ମ୍ୟାନମାରରେ ଜୋରଦାର ଭୂକମ୍ପ, ଭୟରେ ଲୋକେ ଘର ବାହାରକୁ ଦୌଡିଲେ

ନାପିଦାଉ,୧୩।୪: ରବିବାର ପ୍ରତ୍ୟୁଷରେ ଭାରତର ପଡ଼ୋଶୀ ଦେଶ ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ତୀବ୍ରତା ମାପ…

8 months ago

ଗୋଟିଏ ଘଣ୍ଟାରେ ୨ଥର ଥରିଲା ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ରହିଛି…

ତାଜିକିସ୍ତାନ,୧୩ା୪: ରବିବାର ତାଜିକିସ୍ତାନରେ ଗୋଟିଏ ଘଣ୍ଟା ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ପ୍ରଥମ ଭୂକମ୍ପର ତୀବ୍ରତା…

8 months ago

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ କରିପାରେ।…

8 months ago