ଅନ୍ତର୍ଜାତୀୟ

ଆଫଗାନିସ୍ତାନ ଗଜନି ବିଶ୍ୱବିଦ୍ୟାଳୟରେ ବିସ୍ଫୋରଣ

କାବୁଲ,୮।୧୦: ଆଫଗାନିସ୍ତାନର ପିଡି-୩ରେ ଥିବା ଗଜନି ବିଶ୍ୱବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଛି। ଏଥିରେ ପ୍ରାୟ ୮ ଛାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।…

7 years ago

ଉଇଗର ମୁସଲମାନ୍‌ଙ୍କୁ ଶୋଷଣ: ଆମେରିକା କଳା ତାଲିକାରେ ୨୮ ଚାଇନା କମ୍ପାନୀ

ଓ୍ବାଶିଂଟନ,୮।୧୦: ଚାଇନାରେ ଉଇଗର ମୁସଲମାନ୍‌ଙ୍କୁ ନିର୍ଯାତନା ଦିଆଯାଉଛି। ଶିନଜିୟାଙ୍ଗ୍‌ ପ୍ରଦେଶରେ ଥିବା ୨୮ଟି ଚାଇନା କମ୍ପାନୀ ଏହି ମୁସଲମାନ ସମ୍ପ୍ରଦାୟଙ୍କୁ ଶୋଷଣ କରୁଥିବାରୁ ସେସବୁ କମ୍ପାନୀକୁ ଆମେରିକା…

7 years ago

ସରକାରଙ୍କୁ ମିଳିଲା ସ୍ବିସ୍‌ ବ୍ୟାଙ୍କ ଜମାକାରୀଙ୍କ ତାଲିକା: ଖୋଲିବ କଳାଧନ କୁବେରଙ୍କ ଗୁମର

ବର୍ନ/ନୂଆଦିଲ୍ଲୀ,୭।୧୦: ବିଦେଶରେ କଳାଧନ ରଖିଥିବା ଜମାକାରୀଙ୍କ ଏକ ତାଲିକା ଭାରତ ସରକାରଙ୍କ ହସ୍ତଗତ ହୋଇଛି। ଏହି ମାମଲାରେ ମୋଦି ସରକାରଙ୍କୁ ଏକ ବଡ଼ ସଫଳତା ମିଳିଥିବା କୁହାଯାଉଛି।…

7 years ago

ମେଡ଼ିସିନ୍‌ରେ ନୋବେଲ: ଏଥର ପାଇବେ ୩ ବୈଜ୍ଞାନିକ

ଷ୍ଟକ୍‌ହୋମ୍‌,୭।୧୦: ମେଡ଼ିସିନ୍‌ କ୍ଷେତ୍ରରେ ଚଳିତ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ୩ ଜଣ ବୈଜ୍ଞାନିକ ମିଳିତ ଭାବେ ଏହି ପୁରସ୍କାର ପାଇବେ। ସେମାନେ ହେଉଛନ୍ତି…

7 years ago

୮୦୩ କିଲୋଗ୍ରାମ୍‌ ଓଜନର ବୃହତ୍‌ କଖାରୁ ଉତ୍ପାଦନ କରିଥିବା ଚାଷୀଙ୍କୁ ଲକ୍ଷେ ୬୦ ହଜାର ପୁରସ୍କାର

ଟରୋଣ୍ଟୋ,୭।୧୦: କାନାଡ଼ାରେ ଜଣେ ଚାଷୀ ୮୦୩.୫୪ କିଲୋଗ୍ରାମ୍‌ ଓଜନର ବୃହତ୍‌ କଖାରୁ ଉତ୍ପାଦନ କରି ଲକ୍ଷେ ୬୦ ହଜାର ଟଙ୍କାର ପୁରସ୍କାର ଜିଣିଛନ୍ତି। ସ୍ଥାନୀୟ ବୁଶ୍‌ କାଉଣ୍ଟିସ୍ଥିତ…

7 years ago

ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା ଫାଇନାନ୍ସିଆଲ…

7 years ago

୩୭୦ ଉଚ୍ଛେଦ ବିରୋଧରେ ଜେକେଏଲ୍‌ଏଫ୍‌ର ଫ୍ରିଡମ୍‌ ମାର୍ଚ୍ଚ : ଏଲ୍‌ଓସି ଅଭିମୁଖେ ପିଓକେବାସୀ

ଇସ୍‌ଲାମାବାଦ,୭ା୧୦ (ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଦୁଇମାସ ପୂରିଛି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ ପାକିସ୍ତାନରେ ଜୋର୍‌ଦାର ବିରୋଧ…

7 years ago

ଜେଲ୍‌ରେ ରହିବା ପାଇଁ ବୃଦ୍ଧାବୃଦ୍ଧ କରୁଛନ୍ତି ଅପରାଧ

ଜାପାନରେ ବୟସ୍କ ବ୍ୟକ୍ତିମାନେ ବର୍ତ୍ତମାନ ସମୟରେ ଏକ ବିଚିତ୍ର ସମସ୍ୟା ଦେଇ ଗତିକରୁଛନ୍ତି। ଏଥିପାଇଁ ସେମାନେ ପ୍ରତିଦିନ କିଛି ନା କିଛି ଅପରାଧ କରି ଜେଲ୍‌ ଯିବାକୁ…

7 years ago

ଥରିଲା ପିଓକେ

ଇସ୍‌ଲାମାବାଦ,୬।୧୦: ପିଓକେ ବା ପାକ୍‌ ଅଧିକୃତ କଶ୍ମୀରରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଥିଲା। ଯଦିଓ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୮ ଥିଲା ତେବେବି ଏଥିରେ…

7 years ago

ପ୍ରଥମ ବିଶ୍ୱଯୁଦ୍ଧରେ ଶହୀଦ ଭାରତୀୟ ଯବାନଙ୍କୁ ଫ୍ରାନ୍ସରେ ଦିଆଗଲା ଶ୍ରଦ୍ଧାଞ୍ଜଳି

ପ୍ୟାରିସ,୬।୧୦: ଭାରତ ଓ ଫ୍ରାନ୍ସ ରବିବାର ସେହି ଭାରତୀୟ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି ଯେଉଁମାନେ ପ୍ରଥମ ବିଶ୍ୱଯୁଦ୍ଧରେ ସର୍ବୋଚ୍ଚ ବଳିଦାନ ଦେଇଥିଲେ। ଫ୍ରାନ୍ସରେ ଥିବା ଭାରତୀୟ ଦୂତାବାସ…

7 years ago