ଓ୍ବାଶିଂଟନ,୨୫।୪: ମଙ୍ଗଳ ଗ୍ରହକୁ ମାନବ ମିଶନ ପଠାଇବା ପାଇଁ ଯୋଜନା ଚାଲିଛି। ତେବେ ମଙ୍ଗଳରେ ଭବିଷ୍ୟତରେ ବାସ କରିବାକୁ ଯାଉଥିବା ଲୋକେ ଭୂକମ୍ପର ଅନୁଭୁତି ପାଇପାରିବେ। ଏନେଇ…
ଆବୁ ଧାବି,୨୫।୪: ୟୁନାଇଟେଡ୍ ଆରବ ଏମିରେଟ୍ସ(ୟୁଏଇ)ର ଜଣ ମହିଳା ମୁନିରା ଅବଦୁଲ୍ଲା ଦୁର୍ଘଟଣା ପରେ କୋମାକୁ ଚାଲି ଯାଇଥିଲେ। ହେଲେ ଏବେ ୨୮ ବର୍ଷ ପରେ ତାଙ୍କ…
କଲମ୍ବୋ,୨୫।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରୁ ୪୦ କିଲୋମିଟର ଦୂର ପୁଗୋଡା ସହରର ମାଜିଷ୍ଟ୍ରେଟ ଅଦାଲତଙ୍କ ପଛପଟେ ଥିବା ଖାଲି ସ୍ଥାନରେ ଗୁରୁବାର ଏକ ବିସ୍ଫୋରଣ ହୋଇଥିବା ସୂଚନା…
କଲମ୍ବୋ୨୫ା୪(ପି.ଟି): ଶ୍ରୀଲଙ୍କାର ଇଷ୍ଟର ସଣ୍ଡେ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୯ ଆତ୍ମଘାତୀ ସାମିଲ ଥିଲେ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୬୦ ସନ୍ଦିଗ୍ଧଙ୍କୁ ଗିରଫ…
ଡର୍ବାନ ୨୫ା୪: ଦକ୍ଷିଣ ଆଫ୍ରିକାରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୬୦ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି। କେତେକ ଶିଶୁ ନିଖୋଜ ହୋଇଯାଇ ଥିଲାବେଳେ ଅନେକ ଲୋକଙ୍କୁ…
ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ…
ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। ଗତ ୩୦ ବର୍ଷ ଧରି ମ୍ୟାଲେରିଆ ପ୍ରତିଷେଧକ ଟୀକା…
ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। ଏହାକୁ ଇଣ୍ଡୋନେସିଆ ଶିଳ୍ପୀକାର ପଦ୍ମଶ୍ରୀ…
କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି…
କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। ଶ୍ରୀଲଙ୍କାର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ…