ଅନ୍ତର୍ଜାତୀୟ

ଆତଙ୍କବାଦୀଙ୍କୁ ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ଙ୍କ ପରାମର୍ଶ

ଇସଲାମାବାଦ୍‌,୧୯।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଆତଙ୍କବାଦୀଙ୍କୁ ପରାମର୍ଶ ଦେଇଛନ୍ତି। ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ କହିଛନ୍ତି। ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ତୋରଖାମ୍‌ ଟର୍ମିନାଲର ଲୋକାର୍ପଣ ଉତ୍ସବରେ…

7 years ago

ବିଶ୍ୱରେ ସର୍ବାଧିକ ପ୍ରବାସୀ ଭାରତୀୟ

ଜାତିସଂଘ,୧୯ା୯(ପି.ଟି.): ଚଳିତ ବର୍ଷର ଅନ୍ତର୍ଜାତୀୟ ପ୍ରବାସୀଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା ସର୍ବାଧିକ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘର ନୂଆ ଆକଳନ ଅନୁଯାୟୀ ସାରା ବିଶ୍ୱରେ…

7 years ago

ତୈଳ ଫ୍ୟାକ୍ଟ୍ରି ଆକ୍ରମଣ ପଛରେ ଇରାନ: ପ୍ରମାଣ ଦେଖାଇଲା ସୌଦି ଆରବ

ରିୟାଧ,୧୯ା୯(ଏଏଫ୍‌ପି): ୟେମେନ୍‌ ବିଦ୍ରୋହୀଙ୍କ ଡ୍ରୋନ୍‌ ଆକ୍ରମଣରେ ସୌଦି ଆରବର ଆବକିକ୍‌ସ୍ଥିତ ବିଶ୍ୱର ସର୍ବବୃହତ୍‌ ତୈଳ ପ୍ରକ୍ରିୟାକରଣ ପ୍ଲାଣ୍ଟରେ ନିଆଁ ଲାଗିଯାଇଥିଲା। ଏଥିଯୋଗୁ ଦେଶର ତୈଳ ଉତ୍ପାଦନ ଓ…

7 years ago

ସ୍କୁଲରେ ନିଆଁ ଲାଗି ୩୦ ପିଲା ଜଳିଗଲେ

ମନ୍‌ରୋଭିଆ, ୧୯ା୯: ପଶ୍ଚିମ ଆଫ୍ରିକୀୟ ରାଷ୍ଟ୍ର ଲାଇବେରିଆର ରାଜଧାନୀ ମନ୍‌ରୋଭିଆ ଅନ୍ତର୍ଗତ ପେନେସ୍‌ଭିଲ୍ଲେସ୍ଥିତ ଏକ କୋରାନିକ୍‌ ସ୍କୁଲରେ ମଙ୍ଗଳବାର ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩୦ ସ୍କୁଲ…

7 years ago

ଆସୁଛି ଆଉ ଏକ ମହାପ୍ରଳୟ

ନ୍ୟୁୟର୍କ: ଆଜକୁ ୨୬୦ ମିଲିଅନ ଅର୍ଥାତ୍‌ ପାଖାପାଖି ୨୬ କୋଟି ବର୍ଷ ପୂର୍ବେ ପୃଥିବୀ ସାମୂହିକ ବିନାଶର ବା ମହାପ୍ରଳୟର ସମ୍ମୁଖୀନ ହୋଇଥିଲା। ସେ ସମୟରେ ପୃଥିତ୍ବୀ…

7 years ago

କଶ୍ମୀରରୁ କର୍ଫ୍ୟୁ ହଟିଲେ ଭାରତ ସହ ହେବ ଦ୍ୱିପାକ୍ଷିକ ଆଲୋଚନା: ଇମ୍ରାନ

ଇସ୍‌ଲାମାବାଦ,୧୮।୯: କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ କେତେବେଳେ କ’ଣ କରୁଛି, କ’ଣ କହୁଛି ନିଜେ ମଧ୍ୟ ଜାଣିପାରୁନାହିଁ। ଏନେଇ ପ୍ରତିଦିନ ପାକିସ୍ତାନର…

7 years ago

ସ୍ମାର୍ଟଫୋନ୍‌କୁ ସାବଧାନ..

ଦିନରେ ଅଧଘଣ୍ଟା ଧରି ଫୋନ୍‌ରେ ଗପିଲେ ବ୍ରେନ୍‌ ଟ୍ୟୁମର ହେବ ବୋଲି ଆମେରିକାରେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଏହା ଦ୍ୱାରା ଆଖି ଉପରେ…

7 years ago

୭୫ ବର୍ଷ ବୟସରେ ଡ୍ରାଇଭିଂ ଲାଇସେନ୍ସ କଲେ ମହିଳା

ଅ.େଷ୍ଟ୍ରଲିଆର ପିଲବରା ଅଞ୍ଚଳରେ ଥିବା ହେଡଲ୍ୟାଣ୍ଡରେ ରହନ୍ତି ବିନ୍ନି ଶୌମ୍ପି। ବୟସ ୭୫ ବର୍ଷ। ଏହି ବୟସରେ ସେ ଏବେ ଡ୍ରାଇଭିଂ ଲାଇସେନ୍ସ କରି ଆସିଛନ୍ତି ଚର୍ଚ୍ଚାକୁ।…

7 years ago

ଶହେ ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ୨୯ ମୃତ ଦେହ ଜବତ: ପୋଲିସର ତନାଘନା

ମେକ୍ସିକୋ ସିଟି,୧୮।୯: ଏକ କବରସ୍ତାନରେ ପଡ଼ିଥିବା ଶହେଟି ପ୍ଲାଷ୍ଟିକ୍‌ ବ୍ୟାଗ୍‌ରୁ ପୋଲିସ ୨୯ଟି ମୃତ ଦେହ ଜବତ କରିଛି। ଏଭଳି ଏକ ଘଟଣା ମେକ୍ସିକୋର ଜଲିସ୍କୋସ୍ଥିତ ଜୈପୋପେନ୍‌…

7 years ago

ଭାରତକୁ ଚନ୍ଦ୍ରରୁ ନୁହେଁ ପଡୋଶୀ ଦେଶରୁ ଆସୁଛନ୍ତି ଆତଙ୍କବାଦୀ

ପୋଲାଣ୍ଡ,୧୮।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ଏହାକୁ ନେଇ ସେ ଯାହାକୁ ସାହାଯ୍ୟ ମାଗିଲେ ମଧ୍ୟ ସବୁଠାରୁ…

7 years ago