ଅନ୍ତର୍ଜାତୀୟ

ଆଉ ଜଣେ ପାକ୍‌ ଚରମପନ୍ଥୀଙ୍କୁ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୪।୯: ପାକିସ୍ତାନର ଆଉ ଜଣେ  ଚରମପନ୍ଥୀଙ୍କୁ ଆମେରିକା ୨ ଦିନ ତଳେ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କରିଛି। ଏହାସହ ଆମେରିକା ଉକ୍ତ ଆତଙ୍କବାଦୀଙ୍କ ଉପରେ ୫୦ ଲକ୍ଷ…

7 years ago

ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଅଭିଜିତ୍‌ ଗୁହା

ଜାତିସଂଘ,୧୪ା୯(ପି.ଟି.): ୟେମେନରେ ଜାତିସଂଘ ମିଶନର ମୁଖ୍ୟ ଭାବେ ଅବସରପ୍ରାପ୍ତ ଭାରତୀୟ ସେନା ଅଧିକାରୀ ଲ୍ୟୁଟନାଣ୍ଟ ଜେନେରାଲ ଅଭିଜିତ୍‌ ଗୁହାଙ୍କୁ ଦାୟିତ୍ୱ ମିଳିଛି। ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌…

7 years ago

ଆମେରିକାରେ ‘ମୋଦି ଅଭିନନ୍ଦନ’ କାର୍ଯ୍ୟକ୍ରମ: ଯୋଗଦେବେ ୬୦ କଂଗ୍ରେସ ସଦସ୍ୟ

ହ୍ୟୁଷ୍ଟନ,୧୪ା୯(ପି.ଟି.): ହ୍ୟୁଷ୍ଟନ ସହରରେ ସେପ୍ଟେମ୍ବର ୨୨ରେ ଅନୁଷ୍ଠିତ ହେବାକୁ ଥିବା ମେଗା ପ୍ରବାସୀ ଭାରତୀୟ ସମ୍ମିଳନୀ ‘ହାଓଡି ମୋଦି’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରିବା ଲାଗି…

7 years ago

ବାଂଲାଦେଶର ସୀମାସ୍ତମ୍ଭରୁ ହଟିଲା ପାକିସ୍ତାନ

ଢାକା,୧୪ା୯(ଆଇଏଏନ୍‌ଏସ୍‌): ବାଂଲାଦେଶ ମୁକ୍ତି ଯୁଦ୍ଧର ୪୮ ବର୍ଷ ପରେ ଏହି ଦେଶର ସମସ୍ତ ସୀମାସ୍ତମ୍ଭ (ବୋର୍ଡର ପିଲାର)ରୁ ପାକିସ୍ତାନର ନାମକୁ ହଟାଇ ଦିଆଯାଇଛି। ୧୯୪୭ରେ ଦେଶ ବିଭାଜନ…

7 years ago

ମୋଦିଙ୍କୁ କାପୁରୁଷ ବୋଲି କହିଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: କଶ୍ମୀର ପ୍ରସଙ୍ଗକୁ ନେଇ ପୁଣିଥରେ ଗର୍ଜିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ। ପାକ୍‌ ଅଧିକୃତ କଶ୍ମୀର(ପିଓକେ)ର ମୁଜ୍ଜାଫରାବାଦରେ ଶୁକ୍ରବାର ସେ ଏକ ରାଲିକୁ ସମ୍ବୋଧନ ଦେବା…

7 years ago

ଭାରତକୁ ଯୁଦ୍ଧ ଧମକ ଦେଲେ ଇମ୍ରାନ

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତ ବିରୋଧରେ ପୁଣି ସ୍ବର ଉଠାଇଛନ୍ତି। ଏଥର ସେ ଭାରତକୁ ଯୁଦ୍ଧ ଧମକ ଦେଇଛନ୍ତି। ଶୁକ୍ରବାର ସେ ପାକ୍‌ ଅଧିକୃତ…

7 years ago

ମୁହଁ ଖୋଲିଲା ପାକିସ୍ତାନ: ଆତଙ୍କବାଦୀ ସୃଷ୍ଟି ପାଇଁ ଆମେରିକା ଦେଇଥିଲା ଆର୍ଥିକ ସହାୟତା

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗୋଟିଏ ପରେ ଗୋଟିଏ ସତ ମାନୁଛନ୍ତି। ଏବେ ଇମ୍ରାନ୍‌ କହିଛନ୍ତି କି ୧୯୮୦ରେ ଆଫଗାନିସ୍ତାନରେ ରୁଷ( ତତ୍କାଳିନ ସୋଭିଏତ୍‌ ସଂଘ)ବିରୋଧରେ…

7 years ago

ପାକିସ୍ତାନ ସଂସଦରେ ହଙ୍ଗାମା: ‘ଗୋ ନିୟାଜି ଗୋ’ ସ୍ଲୋଗାନ ଦେଲେ ବିରୋଧୀ

ଇସ୍‌ଲାମାବାଦ,୧୩।୯: ପାକିସ୍ତାନ ସଂସଦରେ ଗୁରୁବାର ଆୟୋଜିତ  ଯୁଗ୍ମ ଅଧିବେଶନରେ ହଙ୍ଗାମା ହୋଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କାର୍ଯ୍ୟକାଳ ୧ବର୍ଷ ପୂର୍ତ୍ତି ଅବସରରେ ଏହି ଅଧିବେଶନ ଡକାଯାଇଥିଲା। ଅଧିବେଶନ…

7 years ago

ଶେଷରେ ମାନିଲା ପାକିସ୍ତାନ: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି

ଇସାଲାମାବାଦ୍‌,୧୩।୯: ଆତଙ୍କବାଦୀ ସଂଗଠନକୁ ପାକିସ୍ତାନରେ ଟ୍ରେନିଂ ଦିଆଯାଉଛି ବୋଲି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଶେଷରେ ସ୍ବୀକାର କରିଛନ୍ତି। ୮୦ ଦଶକରେ ସୋଭିଏଟ ରୁଷ ଆଫଗାନିସ୍ତାନ ଉପରେ…

7 years ago

କୁଳଭୂଷଣଙ୍କୁ ଆଉ ମିଳିବନି ଆଇନଗତ ସହାୟତା

ଇସ୍‌ଲାମାବାଦ,୧୩-୯(ପି.ଟି.):ପାକିସ୍ତାନର ଜେଲରେ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀଙ୍କୁ ଉଚ୍ଚାୟୁକ୍ତଙ୍କ ଜରିଆରେ ଦ୍ୱିତୀୟ ଥର ପାଇଁ ଆଇନଗତ ସହାୟତା ଦେବାକୁ ମନାକରିଦେଇଛି ଇସ୍‌ଲାମାବାଦ। ଆଉ ଥରେ କନ୍‌ସୁଲାର…

7 years ago