ଅନ୍ତର୍ଜାତୀୟ

ଜଟିଳ ହେଉଛି ଲିବ୍ୟା ସଙ୍କଟ

ତ୍ରିପୋଲି,୪ା୭: ଦିନକୁ ଦିନ ଜଟିଳ ହେବାରେ ଲାଗିଛି ଲିବ୍ୟା ସଙ୍କଟ। ଉତ୍ତର ଆଫ୍ରିକାର ଏହି ଦେଶକୁ ସର୍ବାଧିକ ସମୟ ଶାସନ କରିଥିବା ଏକଚ୍ଛତ୍ରବାଦୀ ମୁଆମାର ଅଲ୍‌-ଗଦ୍ଦାଫିଙ୍କ ୨୦୧୧ରେ…

7 years ago

ଆମାଜନ୍‌ ସିଇଓଙ୍କ ମହଙ୍ଗା ଛାଡ଼ପତ୍ର: ସ୍ତ୍ରୀଙ୍କୁ ଦେବାକୁ ପଡ଼ିବ ୩୮ ଶହ କୋଟି ଡଲାର

ସାନ୍‌ ଫ୍ରାନ୍ସିସ୍‌କୋ,୩।୭: ଆମାଜନ ସିଇଓ ଜେଫ୍‌ ବେଜୋସ୍‌ ପୃଥିବୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର ଦେବେ। ଏଥିପାଇଁ ସ୍ତ୍ରୀ ମୈକେଜି ବେଜୋସଙ୍କୁ ସେ ୩୮ ଶହ କୋଟି ଡଲାର…

7 years ago

ସୁପ୍ରିମ୍‌କୋର୍ଟଙ୍କ ରାୟ ଆଗରେ ନୋଇଁଲେ ଟ୍ରମ୍ପ୍‌: ୨୦୨୦ ଜନଗଣନାରେ ରହିବନି ନାଗରିକତା ପ୍ରଶ୍ନ

ଓ୍ବାଶିଂଟନ,୩।୭: ଆମେରିକା ସୁପ୍ରିମ୍‌କୋର୍ଟଙ୍କ ରାୟ ଆଗରେ ରାଷ୍ଟ୍ରପ୍ରତି ଡୋନାଲ୍ଡ ଟ୍ରମ୍ପ୍‌ ନୋଇଁବାକୁ ବାଧ୍ୟ ହୋଇଛନ୍ତି। ଫଳରେ ଏଣିକି ୨୦୨୦ରେ ଆମେରିକାରେ ହେବାକୁଥିବା ଜନଗଣନାରେ ନାଗରିକତା ପ୍ରଶ୍ନକୁ ବାଦ୍‌…

7 years ago

ଲାହୋର ବିମାନବନ୍ଦରରେ ଗୁଳିଚାଳନା: ଦୁଇ ମୃତ

ଲାହୋର, ୩।୭: ପାକିସ୍ତାନର ଲାହୋର ବିମାନବନ୍ଦରରେ ଅଚାନକ ଗୁଳିଚାଳନା କରାଯାଇଛି। ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ପୋଲିସ ଗୁଳିଚାଳନା କରିଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ…

7 years ago

ଶରଣାର୍ଥୀ ଶିବିରରେ ଏୟାର ଷ୍ଟ୍ରାଇକ୍‌: ୪୪ ମୃତ

ତ୍ରିପୋଲି,୩।୭: ଲିବିୟାର ଏକ ପ୍ରବାସୀ କେନ୍ଦ୍ର ଉପରେ ହୋଇଥିବା ଏୟାର ଷ୍ଟ୍ରାଇକ୍‌ରେ ୪୦ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।…

7 years ago

ଆମେରିକା ବି ମାନିଲା:ପାକିସ୍ତାନରେ ରହୁଛି ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ୍‌

ଓ୍ବାଶିଂଟନ୍‌, ୩।୭: ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ୍‌ ପାକିସ୍ତାନରେ ହିଁ ଅଛି ବୋଲି ଆମେରିକା ଯାଞ୍ଚ୍‌ ଏଜେନ୍ସି ଏଫବିଆଇ ଲଣ୍ଡନର ଏକ ଅଦାଲତରେ ଦାବି କରିଛି। ଦାଉଦ…

7 years ago

ପାକିସ୍ତାନରେ ପୁଣି ଜଣେ ହିନ୍ଦୁ ଯୁବତୀଙ୍କୁ ଅପହରଣ

ଇସଲମାବାଦ, ୩।୭:ପାକିସ୍ତାନର ସିନ୍ଧଠାରେ ଆଉ ଜଣେ ହିନ୍ଦୁ ଯୁବତୀଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଜୁନ୍‌ ୨୯ରେ ଘରୁ ଟ୍ୟୁସନ ଯିବା ବାଟରେ ତାଙ୍କୁ କେହି ଅପହରଣ…

7 years ago

ସୀମା ଲଂଘିଲା ଇରାନ

ତେହେରାନ୍‌,୩ା୭: ୟୁରାନିୟମ୍‌ ଉତ୍ପାଦନ କ୍ଷେତ୍ରରେ ସୀମା ଲଂଘିଛି ଇରାନ। ୨୦୧୫ରେ ବିଶ୍ୱ ଶକ୍ତିଗୁଡ଼ିକ ସହ ଚୁକ୍ତି ଅନୁସାରେ ନିର୍ଦ୍ଧାରିତ ପରିମାଣ ୩୦୦ କେ.ଜି.ଠାରୁ ଅଧିକ ୟୁରାନିୟମ୍‌ ଉତ୍ପାଦନ…

7 years ago

ଆଫଗାନୀସ୍ତାନରୁ ଆମେରିକା ସୈନ୍ୟ ହଟିବେ;ଗୋଇନ୍ଦା ବିଭାଗ ପୂର୍ବ ଭଳି ଜାରି ରଖିବ କାର୍ଯ୍ୟ: ଟ୍ରମ୍ପ୍‌

ଓ୍ବାଶିଂଟନ,୨।୭: ତାଲିବାନ୍‌ ଏବଂ ଆମେରିକା ମଧ୍ୟରେ ଶାନ୍ତି ପ୍ରୟାସ ଜାରି ରହିଛି। ଏହା ଅନ୍ତର୍ଗତ ଆମେରିକା ଆଫଗାନୀସ୍ତାନରୁ ସୈନ୍ୟ ହଟାଇବା ପାଇଁ ଯୋଜନା କରିଛି। ତେବେ ଆମେରିକା…

7 years ago

ପାକିସ୍ତାନରେ ଭାଇରାଲ ହେଉଛି ସିଦ୍ଧୁଙ୍କ ନକଲି ଫଟୋ

ଇସ୍‌ଲାମାବାଦ,୨।୭: କଂଗ୍ରେସ ନେତା ତଥା ପଞ୍ଜାବ ସରକାରରେ ମନ୍ତ୍ରୀ ଥିବା ପୂର୍ବତନ ଭାରତୀୟ କ୍ରିକେଟର ନବଜୋତ ସିଂ ସିଦ୍ଧୁଙ୍କର ଏକ ନକଲି ଫଟୋ ଏବେ ପାକିସ୍ତାନରେ ଭାଇରାଲ…

7 years ago