ଅନ୍ତର୍ଜାତୀୟ

୧୭ ବର୍ଷ ଧରି ଚାଲିଥିବା ଯୁଦ୍ଧ ହେବ ଶେଷ: ଆମେରିକା-ତାଲିବାନ୍‌ ମଧ୍ୟରେ ୭ମ ପର୍ଯ୍ୟାୟ ଶାନ୍ତି ଆଲୋଚନା

ଦୋହା,୩୦।୬: ଆଫଗାନୀସ୍ତାନରେ ୧୭ ବର୍ଷ ଧରି ଜାରି ରହିଥିବା ଗୃହଯୁଦ୍ଧ ଶେଷ ହେବାର ସମ୍ଭାବନା ଦେଖାଦେଇଛି। ଏନେଇ ଆମେରିକା ଏବଂ ତାଲିବାନ୍‌ର ପ୍ରତିନିଧିସ୍ତରୀୟ ୭ମ ପର୍ଯ୍ୟାୟ ଶାନ୍ତି…

7 years ago

୩୧ ନିୟୁତ ପାଉଣ୍ଡ ଧରି ଦୁବାଇ ଯୁବରାଣୀ ଫେରାର

ଲଣ୍ଡନ,୩୦ା୬(ଆଇଏଏନ୍‌ଏସ୍‌): ବିବାହ ବିଚ୍ଛେଦ ପରେ ଦୁବାଇର ଶାସକ ଶେଖ୍‌ ମହମ୍ମଦ ବିନ୍‌ ରଶିଦ୍‌ ଅଲ୍‌ ମକତୁମ୍‌ଙ୍କ ଷଷ୍ଠ ସ୍ତ୍ରୀ ଯୁବରାଣୀ ହାୟା ବିଣ୍ଟ୍‌ ଅଲ୍‌ ହୁସେନ୍‌ ୩୧…

7 years ago

ମାର୍କ ଟୁଲିଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ଆଓ୍ବାର୍ଡ

ଲଣ୍ଡନ,୩୦ା୬(ପି.ଟି.):ବିଶିଷ୍ଟ ବ୍ରିଟେନ ଖବରଦାତା ସାର୍‌ ମାର୍କ ଟୁଲିଙ୍କୁ ବ୍ରିଟିଶ-ଭାରତ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ‘ଜୀବନବ୍ୟାପୀ ସଫଳତା ପୁରସ୍କାର’ ମିଳିଛି। ଟୁଲି ବିବିସିର ପୂର୍ବତନ ବ୍ୟୁରୋ ଚିଫ୍‌…

7 years ago

ପ୍ୟାରିସ୍‌ ଜଳବାୟୁ ଚୁକ୍ତି: ଆମେରିକା ବ୍ୟତୀତ ସବୁ ଜି୨୦ ରାଷ୍ଟ୍ରଙ୍କ ସମର୍ଥନ

ଓସାକା,୩୦ା୬(ପି.ଟି): ପ୍ୟାରିସ୍‌ ଜଳବାୟୁ ଚୁକ୍ତିନାମାକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବାକୁ ଶନିବାର ଜି-୨୦ ରାଷ୍ଟ୍ରଗୋଷ୍ଠୀର ୧୯ ସଦସ୍ୟ ରାଷ୍ଟ୍ର ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। କେବଳ ଆମେରିକା ଏହାକୁ ସମର୍ଥନ କରିନାହିଁ।…

7 years ago

କାତାରରେ ଏଫ୍‌-୨୨ ଯୁଦ୍ଧବିମାନ

ଓ୍ବାଶିଂଟନ,୩୦ା୬(ଏଏଫ୍‌ପି): ଇରାନ-ଆମେରିକା ବିବାଦ ବଢ଼ିବାରେ ଲାଗିଛି। ପ୍ରଥମ ଥର ଲାଗି ଆମେରିକା କାତାରରେ ଏହାର ଏଫ୍‌-୨୨ ଲଢ଼ୁଆ ବିମାନ ମୁତୟନ କରିଛି। ଆମେରିକା ସ୍ବାର୍ଥର ସୁରକ୍ଷା ଲାଗି…

7 years ago

ଜି-୨୦ ସମ୍ମିଳନୀରେ ଭାରତର କଠୋର ଆଭିମୁଖ୍ୟ: ପଳାତକ ଅପରାଧୀଙ୍କୁ ଅଙ୍କୁଶ ଲଗାଅ

ଓସାକା,୩୦ା୬(ପି.ଟି.): ପଳାତକ ଆର୍ଥତ୍କ ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀରେ ଭାରତ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଅନ୍ତର୍ଜାତୀୟ…

7 years ago

ମୋଦିଙ୍କ ସହ ସେଲ୍‌ଫି ନେଇ ଟୁଇଟ୍‌ କଲେ ଅଷ୍ଟ୍ରେଲିୟା ପ୍ରଧାନମନ୍ତ୍ରୀ

ଓସାକା,୨୯।୬: ଜି ୨୦ ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ଓସାକାରେ ପହଞ୍ଚିଛନ୍ତି। ଶୁକ୍ରବାର ପ୍ରଥମ ଦିନରେ ସେଠାରେ ବିଭିନ୍ନ ଦେଶର ବଡ ବଡ ରାଜନେତାଙ୍କ…

7 years ago

ୟେମେନ୍‌ ଗୃହଯୁଦ୍ଧ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ଜୀବନ ନେଇଛି: ଜାତିସଂଘ ମହାସଚିବ

ଜେନେଭା,୨୯।୬: ୟେମେନ୍‌ରେ ଲାଗି ରହିଥିବା ଗୃହଯୁଦ୍ଧରେ ଗତ ସାଢ଼େ ୫ ବର୍ଷ ମଧ୍ୟରେ ୭ ହଜାର ୫ ଶହରୁ ଅଧିକ ଶିଶୁଙ୍କ ମୃତ୍ୟୁ ଘଟିଛି। ଅନେକ ଆହତ…

7 years ago

ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ’ ମୁକୁଟ

ମେଲବୋର୍ନ,୨୯।୬: ଭାରତୀୟ ବଂଶୋଦ୍ଭବ ୨୬ ବର୍ଷୀୟା ପ୍ରିୟା ସେରାଓ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିଆ ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ମେଲବୋର୍ନଠାରେ ଗୁରୁବାର ରାତିରେ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ…

7 years ago

ବିକାଶ ପଥରେ ଆତଙ୍କବାଦ କଣ୍ଟା

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ସମଗ୍ର ମାନବ ଜାତି ପାଇଁ ସବୁଠୁ ବଡ଼ ବିପଦ ହେଉଛି ଆତଙ୍କବାଦ। ଏହି ବିପତ୍ତି କେବଳ ନିରୀହମାନଙ୍କ ଜୀବନ ନେଉଛି ତାହା ନୁହେଁ, ବରଂ…

7 years ago