ଅନ୍ତର୍ଜାତୀୟ

ଶେଷରେ ମାନିଲା ପାକିସ୍ତାନ: ପୁଲଓ୍ବାମା ଆକ୍ରମଣରେ ରହିଛି ଜୈଶ୍‌ର ହାତ

ଇସଲମାବାଦ, ୨୪।୭: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନ ଆତଙ୍କବାଦ ସଂଗଠନ ଜୈଶ-ଏ-ମହମ୍ମଦର ହାତ ଅଛି ବୋଳି ସ୍ବୀକାର କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌।…

7 years ago

ଦେଶରେ ପ୍ରତିିଦିନ ଭୋକରେ ରହୁଛନ୍ତି ୨୦ କୋଟି: ବର୍ଷକୁ ନଷ୍ଟ ହେଉଛି ୬ ହଜାର ୬ ଶହ କୋଟି କିଗ୍ରା ଖାଦ୍ୟ

ଓ୍ବାଶିଂଟନ,୨୪।୭: ଭାରତରେ ପ୍ରତିଦିନ ୨୦ କୋଟି ଭୋକିଲାଙ୍କୁ ଖାଦ୍ୟ ମିଳୁନି। ମାତ୍ର ଦେଶରେ ପ୍ରତିବର୍ଷ ହାରାହାରି ୬ ହଜାର ୬ଶହ ୩୦ କୋଟି କିଲୋଗ୍ରାମ୍‌ ଖାଦ୍ୟ ନଷ୍ଟ…

7 years ago

‘ଫାର୍ଷ୍ଟ ଗର୍ଲଫ୍ରେଣ୍ଡ’ଙ୍କ ଭବିଷ୍ୟତ ନେଇ ଚର୍ଚ୍ଚା

ଲଣ୍ଡନ,୨୪ା୭(ପି.ଟି.): ବୋରିସ୍‌ ଜନ୍‌ସନ୍‌ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଭାବେ ଡାଉନିଂ ଷ୍ଟ୍ରିଟ୍‌ରେ ଅବସ୍ଥାନ କରିବାକୁ ଯାଉଥିବାବେଳେ ତାଙ୍କଠୁ ବୟସରେ ଯଥେଷ୍ଟ ସାନ ତରୁଣୀ-ବାନ୍ଧବୀ କ୍ୟାରି ସାଇମଣ୍ଡ୍ସଙ୍କୁ ସାଥିରେ ରଖିବେ…

7 years ago

ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ବୁଧବାର ଶପଥ ନେବେ ବୋରିସ

ଲଣ୍ଡନ,୨୩।୭: ବ୍ରିଟେନର ଶାସକ ଦଳ କଞ୍ଜରଭେଟିଭ ପାର୍ଟିର ଅଧ୍ୟକ୍ଷ ପଦ ପାଇଁ ହୋଇଥିବା ନିର୍ବାଚନରେ ଲଣ୍ଡନର ପୂର୍ବତନ ମେୟର ବୋରିସ ଜନସନ ବିଜୟୀ ହୋଇଛନ୍ତି। ଏହି ଆଧାରରେ…

7 years ago

ବାସ ହରାଉଛନ୍ତି ପାଲେଷ୍ଟାଇନ୍‌ବାସୀ

ଜେରୁଜେଲମ,୨୩।୭: ଏବେ ଇସ୍ରାଏଲ ସେନା ଜେରୁଜେଲମରେ ଥିବା ପାଲେଷ୍ଟାଇନବାସୀଙ୍କ ଘର ଭାଙ୍ଗିବାରେ ଲାଗିଛନ୍ତି। ଫଳରେ ଅଧିକାଂଶ ପାଲେଷ୍ଟାଇନବାସୀ ନିଜର ବାସଗୃହ ହରାଇ ବସିଲେଣି। ପୂର୍ବ ଜେରୁଜେଲମର ବାହାରେ…

7 years ago

ଅଢେଇ ବର୍ଷରେ ୧୦ ହଜାରରୁ ଅଧିକ ମିଛ କହିଛନ୍ତି ଆମେରିକା ରାଷ୍ଟ୍ରପତି

ୱାଶିଂଟନ, ୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଭେଟିଥିଲେ। ଏହି ସମୟରେ କଶ୍ମୀର ସମସ୍ୟା ଉଠିଥିଲା। ଟ୍ରମ୍ପ କହିଥିଲେ, ଭାରତର…

7 years ago

ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ-ଚାଇନା ଯୁଦ୍ଧ ବିମାନ

ସିଓଲ,୨୩।୭: ଦକ୍ଷିଣ କୋରିଆ ବାୟୁସୀମାରେ ରୁଷିଆ ଯୁଦ୍ଧ ବିମାନ ପ୍ରବେଶ କରିଛି। ଏନେଇ ଦକ୍ଷିଣ କୋରିଆ ଜେଟ୍‌ ବିମାନ ଦଳ ଏହା ଉପରେ ସତର୍କ ଫାଇରିଙ୍ଗ୍‌ କରିଥିବା…

7 years ago

କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପ୍ରସ୍ତାବ

ଓ୍ବାଶିଂଟନ,୨୩ା୭(ପି.ଟି.): କଶ୍ମୀର ପ୍ରସଙ୍ଗରେ ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ପ୍ରସ୍ତାବ ଦେଇଛନ୍ତି। ହ୍ବାଇଟ୍‌ ହାଉସ୍‌ରେ ପାକ୍‌ ପ୍ରଧାନମନ୍ତ୍ରୀ…

7 years ago

ଜେଲ୍‌ରେ ଶରିଫଙ୍କୁ ମିଳୁନି ଏସି,ଟିଭି ସୁବିଧା: ଇମ୍ରାନ

ଓ୍ବାଶିଂଟନ,୨୨।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏବେ ଆମେରିକା ଗସ୍ତରେ ଅଛନ୍ତି। ସେଠାରେ ସେ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରିବା ସମୟରେ କହିଛନ୍ତି, ପାକିସ୍ତାନର ପୂର୍ବତନ…

7 years ago

ଇରାନରେ ୧୭ ସିଆଇଏ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ

ତେହେରାନ୍‌,୨୨।୭: ଇରାନରେ ଆମେରିକାର ସେଣ୍ଟ୍ରାଲ୍‌ ଇଣ୍ଟେଲିଜେନ୍ସ ଏଜେନ୍ସି(ସିଆଇଏ)ର ୧୭ ଗୁପ୍ତଚରଙ୍କୁ ମୃତ୍ୟୁ ଦଣ୍ଡାଦେଶ ହୋଇଛି। ଏନେଇ ଇରାନ ଗଣମାଧ୍ୟମ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। ୩ ମାସର…

7 years ago