ଅନ୍ତର୍ଜାତୀୟ

ଶ୍ରୀଲଙ୍କାରେ ପୁଣି ବିସ୍ଫୋରଣ

କଲମ୍ବୋ,୨୫।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରୁ ୪୦ କିଲୋମିଟର ଦୂର ପୁଗୋଡା ସହରର ମାଜିଷ୍ଟ୍ରେଟ ଅଦାଲତଙ୍କ ପଛପଟେ ଥିବା ଖାଲି ସ୍ଥାନରେ ଗୁରୁବାର ଏକ ବିସ୍ଫୋରଣ ହୋଇଥିବା ସୂଚନା…

7 years ago

ଶ୍ରୀଲଙ୍କା ବିସ୍ଫୋରଣରେ ସାମିଲ ଥିଲେ ୯ ଆତ୍ମଘାତୀ

କଲମ୍ବୋ୨୫ା୪(ପି.ଟି): ଶ୍ରୀଲଙ୍କାର ଇଷ୍ଟର ସଣ୍ଡେ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୯ ଆତ୍ମଘାତୀ ସାମିଲ ଥିଲେ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୬୦ ସନ୍ଦିଗ୍ଧଙ୍କୁ ଗିରଫ…

7 years ago

ବନ୍ୟା, ଭୂସ୍ଖଳନରେ ୬୦ ମୃତ

ଡର୍ବାନ ୨୫ା୪: ଦକ୍ଷିଣ ଆଫ୍ରିକାରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୬୦ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି। କେତେକ ଶିଶୁ ନିଖୋଜ ହୋଇଯାଇ ଥିଲାବେଳେ ଅନେକ ଲୋକଙ୍କୁ…

7 years ago

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ…

7 years ago

ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା

ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। ଗତ ୩୦ ବର୍ଷ ଧରି ମ୍ୟାଲେରିଆ ପ୍ରତିଷେଧକ ଟୀକା…

7 years ago

ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। ଏହାକୁ ଇଣ୍ଡୋନେସିଆ ଶିଳ୍ପୀକାର ପଦ୍ମଶ୍ରୀ…

7 years ago

୩ ବର୍ଷ ପରେ ପୁଣି ଥରିଲା ନେପାଳ

କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି…

7 years ago

ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା

କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍‌ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। ଶ୍ରୀଲଙ୍କାର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ…

7 years ago

କୁକୁର ଛୁଆଙ୍କୁ ଅଳିଆ ଗଦାରେ ପକାଇବାରୁ ଗିରଫ ହେଲେ ମହିଳା

କାଲିଫର୍ନିଆ,୨୩।୪: ଆମେରିକାର କାଲିଫର୍ନିଆରେ ଜଣେ ମହିଳା ୭ଟି କୁକୁର ଛୁଆଙ୍କୁ ଏକ ପ୍ଲାଷ୍ଟିକ୍‌ ବ୍ୟାଗରେ ଭର୍ତ୍ତି କରି ଜିପ୍‌ରେ ଆସି ରାସ୍ତା କଡରେ ରଖାଯାଇଥିବା ଏକ ଡଷ୍ଟ…

7 years ago

ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍‌ ଅଗ୍ନି ନିର୍ବାପକ ଯନ୍ତ୍ର

ଟୋକିଓ,୨୩।୪: ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବା ପାଇଁ ବୈଜ୍ଞାନିକ ଏକ ନୂତନ ଅଗ୍ନି ନିର୍ବାପକ ଯନ୍ତ୍ର ନିର୍ମାଣ କରିଛନ୍ତି। ଏହା ସାଧାରଣ ଅଗ୍ନି ନିର୍ବାପକ ଯନ୍ତ୍ରର…

7 years ago