ଅନ୍ତର୍ଜାତୀୟ

ନିଜକୁ କାହିଁକି ‘ଫର୍ଟିଲାଇଜେସନ ପ୍ରେସିଡେଣ୍ଟ’ ବୋଲି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଓ୍ବାଶିଂଟନ,୨୭।୩: ନିକଟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଅଜବ ବୟାନ ଦେଇଛନ୍ତି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ହ୍ବାଇଟ ହାଉସରେ ମହିଳା ଇତିହାସ ମାସ ଅବସରରେ…

9 months ago

କିମଙ୍କ ନୂଆ କାରନାମା! AI ବ୍ୟବହାର କରି ତିଆରି କଲେ ବିପଜ୍ଜନକ ଅସ୍ତ୍ର

ସିଓଲ,୨୭।୩: ଉତ୍ତର କୋରିଆର ନେତା କିମ ଜଙ୍ଗ ଉନ କୃତ୍ରିମ ବୁଦ୍ଧିମତ୍ତା (AI) ପ୍ରଯୁକ୍ତିବିଦ୍ୟାରେ ସଜ୍ଜିତ ଏକ ଆତ୍ମଘାତୀ ଡ୍ରୋନର ପରୀକ୍ଷଣ ତଦାରଖ କରିଥିଲେ ଏବଂ କହିଛନ୍ତି…

9 months ago

ବୁଡ଼ିଗଲା ବୁଡ଼ାଜାହାଜ: ୬ ଗବେଷକଙ୍କ ମୃତ୍ୟୁ, ୯ ଆହତ

ଇଜିପ୍ଟ,୨୭ା୩: ଗୁରୁବାର ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ବୁଡ଼ାଜାହାଜ ବୁଡ଼ି ଯାଇଛି। ଏହି ଭୟଙ୍କର ଘଟଣାରେ ଅତି କମ୍‌ରେ ୬ ଜଣଙ୍କର ମୃତ୍ୟୁ…

9 months ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ପ୍ରଶଂସାରେ ପୋତି ପକାଇଲା ଜାତିସଂଘ

ନ୍ୟୁୟର୍କ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ବାସ୍ଥ୍ୟକର ଭାରତ ମିଶନ’ ଅଧୀନରେ ଦେଶବ୍ୟାପୀ ଚାଲିଥିବା ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଦେଶରେ ବ୍ୟାପକ ପରିବର୍ତ୍ତନ ଆଣିଛି। ସମଗ୍ର ବିଶ୍ୱ ଏହି…

9 months ago

ମୋଦିଙ୍କ କଥା ରଖିଲେ ପୁଟିନ: ଭାରତ ଆସିବା ପୂର୍ବରୁ କହିଦେଲେ ଏମିତି କଥା

ନୂଆଦିଲ୍ଲୀ/ମସ୍କୋ,୨୭।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

9 months ago

କିଛିଦିନ ମଧ୍ୟରେ ପୁଟିନଙ୍କର ହେବ ମୃତ୍ୟୁ, ବଡ଼ ଦାବି କଲେ ଜେଲେନସ୍କି

କ୍ୱିଭ୍‌,୨୭।୩: ରୁଷିଆ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ୟୁକ୍ରେନର ରାଷ୍ଟ୍ରପତି ମଧ୍ୟ ତାଙ୍କ ସମ୍ପର୍କରେ ଏକ ନୂତନ ଦାବି କରିଛନ୍ତି। ରୁଷିଆ ରାଷ୍ଟ୍ରପତିଙ୍କ…

9 months ago

ଆସୁଛି ବଡ଼ ବିପଦ: ୨୦୩୦ ସୁଦ୍ଧା ମୃତ୍ୟୁକୁ ସାମ୍ନା କରିବେ ୩୦ ଲକ୍ଷରୁ ଅଧିକ ଲୋକ, ସତର୍କ କଲେ ବୈଜ୍ଞାନିକ

କାନବେରା/ନୂଆଦିଲ୍ଲୀ,୨୭ା୩: ୨୦୩୦ ସୁଦ୍ଧା ୩୦ ଲକ୍ଷରୁ ଅଧିକ ଲୋକ ମୃତ୍ୟୁର ସାମ୍ନା କରିବେ। ଗୁରୁବାର ସଦ୍ୟ ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ, ବୈଜ୍ଞାନିକମାନେ ସତର୍କ ସୂଚନା ଜାରି…

9 months ago

୪.୫ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ଥରିଲା ନେପାଳ

କାଠମାଣ୍ଡୁ,୨୭।୩: ନେପାଳର ଉତ୍ତର-ପଶ୍ଚିମ ହୁମଲା ଜିଲାରେ ବୁଧବାର ସାରେ ଏକ ମଧ୍ୟମ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏଥିଯୋଗୁ କୌଣସି କ୍ଷୟକ୍ଷତିର ରିପୋର୍ଟ ଆସିନାହିଁ। ଜାତୀୟ ଭୂମିକମ୍ପ…

9 months ago

ୟୁନୁସଙ୍କ ଅପେକ୍ଷାର ଅନ୍ତ, ଚିଠି ଲେଖିଲେ ମୋଦି, ହୋଇଗଲା ବଡ଼ ଡିଲ୍‌!

ଢାକା,୨୭।୩: ବାଂଲାଦେଶର ଆନ୍ତରୀଣ ସରକାର ମହମ୍ମଦ ୟୁନୁସ ଗତ କିଛି ଦିନ ଧରି ଭାରତକୁ ଅପେକ୍ଷା କରିଛନ୍ତି। ୟୁନୁସ ଜାଣନ୍ତି ଯେ ଭାରତ ସହିତ ତାଙ୍କର ସମ୍ପର୍କ…

9 months ago

ର’କୁ ନିଷିଦ୍ଧ ଘୋଷଣା ସୁପାରିସ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୭ା୩: ଭାରତରେ ଧର୍ମୀୟ ସ୍ବାଧୀନତା କ୍ଷୁଣ୍ଣ ହେବାରେ ଲାଗିଛି। ସଂଖ୍ୟାଲଘୁମାନେ ଭେଦଭାବପୂର୍ଣ୍ଣ ବ୍ୟବହାରର ସମ୍ମୁଖୀନ ହେଉଥିବା ଦର୍ଶାଇ ଆମେରିକା ଚିନ୍ତାବ୍ୟକ୍ତ କରିଛି। ଏପରି କି ଭାରତକୁ କଣ୍ଟ୍ରି…

9 months ago