ଅନ୍ତର୍ଜାତୀୟ

ପାକିସ୍ତାନର ୨୯ ତମ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ କାଜି ଫୈଜ ଇସା

ଇସଲାମାବାଦ,୧୭।୯: ଜଷ୍ଟିସ କାଜି ଫୈଜ ଇସା ରବିବାର ପାକିସ୍ତାନର ୨୯ ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବରେ ତାଙ୍କର…

8 months ago

କିମ୍‌ଙ୍କ ରୁଷିଆ ଗସ୍ତ ଶେଷ

ମସ୍କୋ,୧୭ା୯: ଉତ୍ତର କୋରିଆ ନେତା କିମ୍‌ ଜୋଙ୍ଗ ଉନ ରବିବାର ରୁଷିଆ ଗସ୍ତ ଶେଷ କରି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। କିମ୍‌ ତାଙ୍କ ସଶସ୍ତ୍ର ଟ୍ରେନରେ ଫେରିଯାଇଛନ୍ତି।…

8 months ago

ସ୍ଥିର ହେଲା ନଓ୍ବାଜ ଶରିଫଙ୍କ ପାକିସ୍ତାନ ଫେରିବା ତାରିଖ

ଇସଲାମାବାଦ,୧୭।୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ସ୍ବଦେଶ ଫେରିବେ। ଏବେ ଏହାର ତାରିଖ ସ୍ଥିର ହୋଇଥିବା ଜଣାପଡିଛି। ନଓ୍ବାଜଙ୍କ ଭାଇ ଶେହବାଜ ଶରିଫ ଏହି ସୂଚନା…

8 months ago

ଲିବ୍ୟା ବନ୍ୟାପ୍ରପୀଡ଼ିତଙ୍କ ନିକଟରେ ପହଞ୍ଚିଲା ୨୦ ଟନ୍‌ ସହାୟତା ସାମଗ୍ରୀ

ଡେର୍ନା,୧୭ା୯: ଲିବ୍ୟାରେ ବନ୍ୟା ଯୋଗୁ ଅନେକ ଲୋକ ପ୍ରାଣ ହରାଇଛନ୍ତି। ହଜାର ହଜାର ଲୋକଙ୍କ ମୃତଦେହ ମିଳିଛି। ଅନେକ ଲୋକ ନିଖୋଜ ବି ଅଛନ୍ତି। ଏହି ସମୟରେ,…

8 months ago

ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେଲେ ଗୁଗ୍‌ଲର ସହ-ପ୍ରତିଷ୍ଠାତା

ନ୍ୟୁୟର୍କ,୧୭ା୯: ଗୁଗ୍‌ଲର ସହ-ପ୍ରତିଷ୍ଠାତା ସର୍ଗେ ବିନ୍‌ ତାଙ୍କ ସ୍ତ୍ରୀ ନିକୋଲ ଶାନହନଙ୍କୁ ଛାଡ଼ପତ୍ର ଦେଇଛନ୍ତି। ପ୍ରକୃତରେ ତାଙ୍କ ସ୍ତ୍ରୀ ଏବଂ ଟେସଲା ମାଲିକ ତଥା ଗୁଗ୍‌ଲ ସିଇଓ…

8 months ago

ଇତିହାସ ପାଲଟିଲା ଲଣ୍ଡନର ଇଣ୍ଡିଆ କ୍ଲବ…

ଲଣ୍ଡନ,୧୭।୯ : ଭାରତୀୟ ସ୍ବାଧୀନତା ସଂଗ୍ରାମର ଇତିହାସ ସହ ଜଡିତ ଏକ ଅଧ୍ୟାୟ ୧୭ ସେପ୍ଟେମ୍ବରରେ ଶେଷ ହୋଇଛି। ଲଣ୍ଡନ ସ୍ଥିତ ‘ଇଣ୍ଡିଆ କ୍ଲବ’ ରବିବାର ସବୁଦିନ…

8 months ago

ବିଭିନ୍ନ ଦେଶରେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖୁଛନ୍ତି ଜାତିସଂଘ ଶାନ୍ତି ସେନା, ସନ୍ତାନ ପାଳନ ପାଇଁ ସଂଘର୍ଷ କରୁଛନ୍ତି ପୀଡ଼ିତା ମା’, ୪୬୩ ପୈତୃକ ଦାବି ମାମଲା ପଞ୍ଜୀକୃତ…

ଜେନେଭା,୧୭।୯ : ଜାତିସଂଘ ଦ୍ୱାରା ପଠାଯାଇଥିବା ଶାନ୍ତି ସେନାଙ୍କ ଯୋଗୁଁ ସାରା ବିଶ୍ୱରେ ଶହ ଶହ ମହିଳା ଓ ବାଳିକା ଗର୍ଭବତୀ ହୋଇ ନିଜ ପିଲାମାନଙ୍କୁ ବଂଚାଇବା…

8 months ago

ରୁଷିଆ ପ୍ରତିରକ୍ଷା ମନ୍ତ୍ରୀଙ୍କ ସହ କିମ୍‌ଙ୍କ ଆଲୋଚନା

ସିଓଲ,୧୭ା୯: ରୁଷିଆ ଏବଂ ଉତ୍ତର କୋରିଆର ସୈନ୍ୟବାହିନୀ ମଧ୍ୟରେ ରଣନୀତି ଏବଂ କୌଶଳ ସମନ୍ବୟକୁ ମଜବୁତ କରିବା ପାଇଁ ଉତ୍ତର କୋରିଆ ନେତା କିମ୍‌ ଜୋଙ୍ଗ ଉନ୍‌…

8 months ago

୨୧ ସେପ୍ଟେମ୍ବରରେ ଆମେରିକା ଗସ୍ତରେ ଯିବେ ଜେଲେନସ୍କି…

ଓ୍ବାଶିଂଟନ/ମସ୍କୋ,୧୭।୯ : ଆସନ୍ତା ସପ୍ତାହରେ ୟୁକ୍ରେନ ପାଇଁ ଆମେରିକା ପୁଣିଥରେ ପ୍ରମୁଖ ସହାୟତା ଘୋଷଣା କରିପାରେ। ଏହା ସମ୍ଭବ କାରଣ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସେପ୍ଟେମ୍ବର…

8 months ago

ବିମାନ ଦୁର୍ଘଟଣା: ୧୪ ମୃତ

ବ୍ରାସିଲିଆ,୧୭ା୯: ବ୍ରାଜିଲର ଉତ୍ତର ଆମାଜନ ରାଜ୍ୟରେ ବିମାନ ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ରାଜ୍ୟପାଳ କହିଛନ୍ତି, ଏହି ଦୁର୍ଘଟଣା ରାଜ୍ୟର ରାଜଧାନୀ ମନୌସଠାରୁ ୪୦୦ କିଲୋମିଟର…

8 months ago