ଅନ୍ତର୍ଜାତୀୟ

କାନାଡ଼ାରେ ଭାରତୀୟଙ୍କୁ ହତ୍ୟା

ଓଟାଓ୍ବା,୫।୪: କାନାଡାର ଓଟାୱା ସହର ନିକଟରେ ଜଣେ ଭାରତୀୟ ନାଗରିକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏହି ଘଟଣାରେ ପୋଲିସ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖିଛି।…

1 year ago

Barack Obama Divorce Rumours: ପତ୍ନୀ ମିଶେଲଙ୍କ ସହ ଓବାମାଙ୍କର କେମିତି ରହିଛି ସମ୍ପର୍କ? ଗୁମର କହିଲେ ପୂର୍ବତନ ରାଷ୍ଟ୍ରପତି

ଓ୍ବାଶିଂଟନ,୫।୪: ଆମେରିକାର ହାମିଲଟନ କଲେଜରେ ଏକ କାର୍ଯ୍ୟକ୍ରମରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ତାଙ୍କ ଜୀବନର ଏପରି ଏକ ଦିଗ ବିଷୟରେ କହିଥିଲେ ଯାହାକୁ ରାଜନେତାମାନେ ସାଧାରଣତଃ…

1 year ago

୨୩ ସୈନିକଙ୍କୁ ପଥରରେ ପରିଣତ କରିଦେଇଥିଲା ଏଲିଅନ, ୩୫ ବର୍ଷ ପରେ ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୫।୪:ଆମେରିକୀୟ ଗୁଇନ୍ଦା ସଂସ୍ଥା CIA ଦ୍ୱାରା ସାର୍ବଜନୀନ କରାଯାଇଥିବା ଏକ ଆଶ୍ଚର୍ଯ୍ୟଜନକ ଦଲିଲରେ ଏପରି ଘଟଣା ପ୍ରକାଶ ପାଇଛି ଯାହାକୁ ରୁଷିଆ କେବେ ସାର୍ବଜନୀନ କରି ନ…

1 year ago

ସ୍ନାଇପର ନେଇ ମଇଦାନକୁ ଓହ୍ଲାଇଲେ କିମ ଜୋଙ୍ଗ ଉନ, ଯୁଦ୍ଧର ଦେଲେ ସଙ୍କେତ!

ନୂଆଦିଲ୍ଲୀ,୫।୪: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ପୁଣି ଥରେ ସାମରିକ ଶକ୍ତି ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି। ଏଥର ସେ ନିଜେ ଦାୟିତ୍ୱ…

1 year ago

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ଏହି ଦେଶର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ,ଏହି ସମ୍ମାନ ୧୪୦ କୋଟି ଭାରତୀୟଙ୍କର

କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ କଲମ୍ବୋରେ ପହଞ୍ଚିଛନ୍ତି। ଶ୍ରୀଲଙ୍କାର ବୈଦେଶିକ ମନ୍ତ୍ରୀ ବିଜିତା ହେରାଥ, ସ୍ବାସ୍ଥ୍ୟ ମନ୍ତ୍ରୀ ନଲିଣ୍ଡା ଜୟତିସା ଏବଂ ମତ୍ସ୍ୟ…

1 year ago

Modi SriLanka visit: ପ୍ରଥମ ଥର ପାଇଁ ଜଣେ ବିଦେଶୀ ନେତାଙ୍କୁ ଭବ୍ୟ ସ୍ବାଗତ, ଶ୍ରୀଲାଙ୍କାରେ ରାଜନୀତି ସରଗରମ

କଲମ୍ବୋ,୫।୪: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ ଶ୍ରୀଲଙ୍କାରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶ୍ରୀଲଙ୍କା ସରକାର ତାଙ୍କୁ ଏକ ଅଭୂତପୂର୍ବ ଓ ଭବ୍ୟ…

1 year ago

US strikes on Houthi: ମାତ୍ର ୨୫ ସେକେଣ୍ଡରେ ହୁତିଙ୍କୁ ଧ୍ବଂସ କରିଦେଲା ଆମେରିକା! ଭିଡ଼ିଓ ଶେୟାର କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି ଭିଡିଓ ଶେୟାର କରିଛନ୍ତି। ଏଥିରେ ୟେମେନରେ ହୁତି ବିଦ୍ରୋହୀଙ୍କ ଉପରେ ଆମେରିକାର ବିମାନ ଆକ୍ରମଣ ଦର୍ଶାଯାଇଛି। ଏହି ଭିଡିଓ…

1 year ago

ଆମେରିକାକୁ ପାନେ ଦେଲା ଚାଇନା: ଆପଣାଇଲା ଯେସାକୁ ତେସା ନୀତି

ବେଜିଂ,୫।୪:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚାଇନାରୁ ଆମଦାନୀ ସାମଗ୍ରୀ ଉପରେ ୩୪ ପ୍ରତିଶତ ପାରସ୍ପରିକ ଶୁଳ୍କ ଲଗାଇବାକୁ ଘୋଷଣା କରିବାର ଦିନକ ପରେ ବେଜିଂ ମଧ୍ୟ ଯେସାକୁ…

1 year ago

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ସୁନାମୀ ଚେତାବନୀ ଜାରି

ନୂଆଦିଲ୍ଲୀ,୫।୪: ନ୍ୟୁ ବ୍ରିଟେନ ଦ୍ୱୀପର ଉପକୂଳରେ ଶନିବାର ସକାଳୁ ୬.୯ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ପାପୁଆ ନ୍ୟୁ ଗିନି ପାଇଁ ସୁନାମି ଚେତାବନୀ…

1 year ago

ଚାଇନାର ପ୍ରହାରରେ ଆମେରିକୀୟ ଶେୟାର ବଜାରରେ ହାହାକାର

ଓ୍ବାଶିଂଟନ୍‌,୪।୪: ବିଶ୍ୱର ଦୁଇଟି ବୃହତ୍‌ ଅର୍ଥନୀତି ପରସ୍ପର ସହିତ ଟାରିଫ୍‌ ଓ୍ବାର୍‌ ଆରମ୍ଭ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ…

1 year ago