ଅନ୍ତର୍ଜାତୀୟ

ଇଟାଲୀରେ ପହଞ୍ଚିଲେ ମୋଦି

ରୋମ୍‌,୧୪ା୬: ୫୦ତମ ଜି-୭ ସମ୍ମିଳନୀରେ ଯୋଗଦେବା ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ ସାକ୍ଷାତ କରି…

2 years ago

କୁଏତରେ ଜଳିଯାଇଥିବା ୪୫ ଭାରତୀୟଙ୍କ ମୃତଦେହ ଚିହ୍ନଟ, ଆହତଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

ଦୁବଇ,୧୩।୬: କୁଏତ କର୍ତ୍ତୃପକ୍ଷ ବିଲ୍ଡିଂ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଜଣ ଭାରତୀୟ ଏବଂ ତିନି ଜଣ ଫିଲିପାଇନ୍ସ ନାଗରିକଙ୍କ ମୃତଦେହ ଚିହ୍ନଟ କରିଛନ୍ତି। କୁଏତ ଘଟଣାର…

2 years ago

ଇଟାଲୀ ପହଞ୍ଚିବା ପରେ ମେଲୋନିଙ୍କ ସହ ଦ୍ୱିପାକ୍ଷିକ ବାର୍ତ୍ତା କରିବେ ମୋଦି

ନୂଆଦିଲ୍ଲୀ,୧୩।୬: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଗୋଷ୍ଠୀର ଶିଖର ସମ୍ମିଳନୀ ଇଟାଲୀର ଆପୁଲିଆଠାରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଭାଗ…

2 years ago

ଜଳୁଛି ୫,୫୯,୫୪,୨୭,୯୫୦ ଟଙ୍କାର କୋକେନ… ଦେଖନ୍ତୁ କେମିତି ଦେଖାଯାଉଛି ଭିଡିଓ

ଏଲସାଲଭେଡର,୧୬।୬: ଆପଣ ନିଶ୍ଚୟ ଅନେକ ଦାମୀ କାର, ବଡ ଅଟ୍ଟାଳିକା ଇତ୍ୟାଦି ନିଆଁକୁ ଆୟତ୍ତ କରୁଥିବା ଦେଖିଥିବେ, କିନ୍ତୁ ଆପଣ କେବେ ଦେଖିଛନ୍ତି କି ୫ ବିଲିୟନରୁ…

2 years ago

ଆମଠାରୁ ଭଲ ଆମର ପଡୋଶୀ ଶତ୍ରୁ ଦେଶ, ପାକିସ୍ତାନ ସଂସଦରେ କାହିଁକି ଉଠିଲା ଭାରତ ନିର୍ବାଚନ କଥା

ଇସଲାମାବାଦ/ନୂଆଦିଲ୍ଲୀ,୧୩।୬: ଯଦିଓ ପାକିସ୍ତାନ ସର୍ବଦା ଭାରତକୁ ସମାଲୋଚନା କରିବାର ଅଭ୍ୟାସ ଥାଏ, କିନ୍ତୁ ଅନେକ ଥର ଏହାର ସାଂସଦ (ପାକିସ୍ତାନ ସଂସଦ ବିତର୍କ) ଆମକୁ ପ୍ରଶଂସା କରିବାରେ…

2 years ago

ଆକାଶରେ ୯ ଘଣ୍ଟା ଉଡ଼ିଲା ବିମାନ, କେଉଁଠି କଲାନି ଅବତରଣ, କାରଣ ଜାଣିଲେ…

ନ୍ୟୁୟର୍କ,୧୩ା୬: ଭାବନ୍ତୁ ଆପଣ ଆପଣଙ୍କ ସମ୍ପର୍କୀୟଙ୍କ ଘରକୁ ବିମାନ ଯୋଗେ ଯାଉଛନ୍ତି। ସେଠାକୁ ଯିବା ଆପଣଙ୍କ ପାଇଁ ବହୁତ ଜରୁରୀ ଅଟେ। ସମ୍ପର୍କୀୟଙ୍କ ପାଇଁ ବହୁତ ଜିନିଷ…

2 years ago

ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ କାନାଡା ପ୍ରଧାନମନ୍ତ୍ରୀ, ରହିଛି ଏସବୁ ଯୋଜନା

ରୋମ୍‌,୧୩ା୬: ଇଟାଲୀରେ ଅନୁଷ୍ଠିତ ଜି-୭ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସାମ୍ନାସାମ୍ନି ହେବେ। ଶୁକ୍ରବାର ଉଭୟ ନେତା…

2 years ago

ବିଶ଼୍ବରେ ସବୁଠାରୁ ଅଧିକ ଦରମା, ଜାଣନ୍ତୁ କେତେ ଟଙ୍କା ?

ନୂଆଦିଲ୍ଲୀ, ୧୩।୬: ବିଶ଼୍ବର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ଦରମା ପ୍ୟାକେଜ ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ । ତାଙ୍କର ପ୍ୟାକେଜ ଏତେ ଟଙ୍କାର ଥିଲା…

2 years ago

ସ୍ପେଶ୍‌ ଏକ୍ସ’ର ୨ ମହିଳା କର୍ମଚାରୀଙ୍କ ସହ ଯୌନ ସମ୍ବନ୍ଧ ରଖିଥିଲେ ମସ୍କ

ସାନ୍‌ ଫ୍ରାନ୍ସିସ୍କୋ, ୧୩।୬: ଆମେରିକୀୟ ମହାକାଶ ଯାନ ନିର୍ମାତା କମ୍ପାନୀ ସ୍ପେଶ୍‌ ଏକ୍ସ’ର ପ୍ରତିଷ୍ଠାତା ତଥା ସିଇଓ ଏଲନ ମସ୍କଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ସାମ୍‌ନାକୁ ଆସିଛି।…

2 years ago

ଲିଙ୍ଗଗତ ଅସମାନତା: ୧୨୯ତମ ସ୍ଥାନରେ ଭାରତ, ଶୀର୍ଷରେ ଆଇସ୍‌ଲ୍ୟାଣ୍ଡ

ଜେନେଭା, ୧୨।୬: ଓ୍ବାର୍ଲଡ୍‌ ଇକୋନୋମିକ୍‌ ଫୋରମ(ଡବ୍ଲ୍ୟୁଇଏଫ୍‌) ପକ୍ଷରୁ ବୁଧବାର ଚଳିତବର୍ଷର ଲିଙ୍ଗଗତ ଅସମାନତା ସୂଚକାଙ୍କ ଜାରି କରାଯାଇଛି। ଏହି ସୂଚକାଙ୍କରେ ଭାରତ ୨ଟି ସ୍ଥାନ ତଳକୁ ଖସି…

2 years ago