କାଠମାଣ୍ଡୁ ,୨୧ା୫:ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସୋମବାର ପାର୍ଲାମେଣ୍ଟରେ ଆସ୍ଥାଭୋଟ ଜିତିଛନ୍ତି। ଦେଶରେ କ୍ଷମତା କନ୍ଦଳ ଲାଗିରହିଥିବାବେଳେ ପ୍ରଚଣ୍ଡଙ୍କ ପାଇଁ ରାଜନୈତିକ ସ୍ଥିରତା ବଜାୟ…
ଲଣ୍ଡନ,୨୧ା୫: ଆମେରିକାକୁ ପ୍ରତ୍ୟର୍ପଣ ବିରୋଧରେ ଓ୍ବିକିଲିକ୍ସ ଓ୍ବେବ୍ସାଇଟ୍ର ପ୍ରତିଷ୍ଠାତା ଜୁଲିଅନ୍ ଅସାଞ୍ଜ ଅପିଲ୍ କରିପାରିବେ ବୋଲି ଲଣ୍ଡନର ଏକ ଅଦାଲତ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ଫଳରେ ୫୨…
ହେଗ୍,୨୧ା୫: ଯୁଦ୍ଧ ଅପରାଧରେ ସମ୍ପୃକ୍ତ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ, ପ୍ରତିରକ୍ଷା ମନ୍ତ୍ରୀ ୟୋଆଭ୍ ଗାଲାଣ୍ଟ, ହମାସ୍ ନେତା ୟାହୟା ସିନ୍ଓ୍ବାର, ମହମ୍ମଦ ଡିଆବ ଇବ୍ରାହିମ ଅଲ୍-ମସ୍ରି ଏବଂ…
ଦୁବାଇ,୨୦ା୫: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ମୃତ୍ୟୁ ଘଟିବା ପରେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇ ସୋମବାର ପ୍ରଥମ ଉପରାଷ୍ଟ୍ରପତି ମହମ୍ମଦ…
କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ ସେଠାକାର…
ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି। ରବିବାର…
ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ ପରେ…
ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର ଅବଦୁଲ୍ଲାୟାନ…
ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ।…
ରିୟାଦ,୨୦।୫: ସୌଦି ଆରବର ରାଜା ସଲମାନ ବିନ ଅବଦୁଲ ଅଜିଜ ଅଲ ସାଉଦଙ୍କ ସ୍ବାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଛି। ସେ ଫୁସଫୁସ ସଂକ୍ରମଣରେ ପୀଡିତ ହୋଇ ଆଣ୍ଟିବାୟୋଟିକ…