ଅନ୍ତର୍ଜାତୀୟ

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି ଯେ…

2 years ago

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ…

2 years ago

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ ମୁହାଁମୁହିଁ…

2 years ago

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା ଜାତିସଂଘ…

2 years ago

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି ଗାଡ଼ି…

2 years ago

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି। ଏନେଇ…

2 years ago

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ ଆଲିଙ୍ଗନ…

2 years ago

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ ୨୫,…

2 years ago

ଭୂକମ୍ପ ଝଟ୍‌କାରେ ଥରିଲା ପାକିସ୍ତାନର ସବୁଠାରୁ ବଡ ସହର କରାଚି, ଲୋକେ ଭୟଭୀତ

ଇସଲାମାବାଦ,୨୫।୪: ବୁଧବାର ରାତିରେ ଭୂକମ୍ପ ଯୋଗୁଁ ପାକିସ୍ତାନର ବୃହତ୍ତମ ସହର କରାଚି ଥରି ଉଠିଛି। କରାଚିରେ ୩.୨ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟି ଲୋକଙ୍କୁ ଭୟଭୀତ କରାଇ…

2 years ago

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ ଇଚ୍ଛୁକ…

2 years ago