ଅନ୍ତର୍ଜାତୀୟ

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ…

2 years ago

ତେହେରାନ ଯାଉଥିବା ସମସ୍ତ ବିମାନ ବାତିଲ, ଇରାନ କହିଲା ପାଓ୍ବାର ଓ ନ୍ୟୁକ୍ଲିୟର ପ୍ଲାଣ୍ଟ ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ

ତେହେରାନ,୧୯।୪: ସିରିଆର ରାଜଧାନୀ ଦମିଶ୍କରେ ଇରାନ ଦୂତାବାସ ଉପରେ ଏୟାର ଷ୍ଟ୍ରାଇକ ପରେ ପଶ୍ଚିମ ଏସିଆର ଅବସ୍ଥା କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ସମଗ୍ର ଅଞ୍ଚଳ…

2 years ago

ମାନିଲେନି ନେତାନ୍ୟାହୁ: ଇରାନ ଉପରେ ଗୋଟିଏ ପରେ ଗୋଟିଏ ମିଶାଇଲ ମାଡ଼

ଜେରୁଜେଲମ୍‌,୧୯।୪: ଶେଷରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି। ଇରାନର ଅନେକ ସହର ଉପରେ ଇସ୍ରାଏଲ ମିଶାଏଲ ମାଡ କରିଛି। ଇରାନ ଶୁକ୍ରବାର ଏନେଇ ସୂଚନା ଦେଇଛି।…

2 years ago

ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ

ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ…

2 years ago

ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ

ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ…

2 years ago

ଇରାନ୍‌ ଉପରେ ବଦ୍‌ଲା ନେଲା ଇସ୍ରାଏଲ୍‌

ଜେରୁଜେଲମ୍‌,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍‌ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍‌ ପ୍ଲାଣ୍ଟ ଉପରେ ମଧ୍ୟ…

2 years ago

ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ

ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ…

2 years ago

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ ଦେଇଥିଲା,…

2 years ago

ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି

ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର ପାଣି…

2 years ago

ଭୂକମ୍ପର ଜୋରଦାର ଝଟ୍‌କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ

ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍‌ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର ଏକ…

2 years ago