ଓ୍ବାଶିଂଟନ,୩।୨: ଆମେରିକାର ଡେମୋକ୍ରାଟ୍ମାନେ ୫୧ ବର୍ଷୀୟ ପ୍ରଗତିଶୀଳ ଆକ୍ଟିଭିଷ୍ଟ କେନ୍ ମାର୍ଟିନ୍ଙ୍କୁ ଶନିବାର ସେମାନଙ୍କ ନେତା ନିର୍ବାଚିତ କରିଛନ୍ତି। ଗତବର୍ଷ ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ପ୍ରାର୍ଥୀ ପରାଜିତ ହେବା…
ନୂଆଦିଲ୍ଲୀ, ୨ା୨: କଙ୍ଗୋର କିନଶାସା ରାଜ୍ୟରେ ଥିବା ଭାରତୀୟ ଦୂତାବାସ ବୁକାଭୁରେ ଥିବା ସମସ୍ତ ଭାରତୀୟ ନାଗରିକଙ୍କୁ "ତୁରନ୍ତ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁ" ପରାମର୍ଶ ଜାରି କରିଛି।…
ଓ୍ବାଶିଂଟନ,୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଶୁଳ୍କ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଶନିବାର…
ଓ୍ବାଶିଂଟନ,୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର କାନାଡା, ମେକ୍ସିକୋ ଏବଂ ଚାଇନା ଉପରେ ଶୁଳ୍କ ଲାଗୁ କରିବା ପାଇଁ ଏକ ଆଦେଶରେ ସ୍ବାକ୍ଷର କରିଛନ୍ତି। ଟ୍ରମ୍ପ…
ବେଜି,୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଶୁଳ୍କ ଯୁଦ୍ଧ ବା ଟେରିଫ ଓ୍ବାର ଧୀରେ ଧୀରେ ଗମ୍ଭୀର ହେବାରେ ଲାଗିଛି। ଟ୍ରମ୍ପ କାନାଡା,…
ଇସଲାମାବାଦ,୨।୨: ଭାରତ ସରକାର ଶନିବାର (ଫେବୃଆରୀ ୧)ରେ ୨୦୨୫-୨୬ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି, ଯାହା ୫୦.୬୫ ଲକ୍ଷ କୋଟି ଟଙ୍କାର ଏକ ବିଶାଳ ବଜେଟ।…
ଓ୍ବାଶିଂଟନ,୨।୨: ସୋମାଲିଆରେ ଆଇଏସ୍ ଘାଟି ଉପରେ ଆମେରିକା ବିମାନ ଆକ୍ରମଣ କରିଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ଏହି ସୂଚନା ଦେଇଛନ୍ତି। ଏହି ଆକ୍ରମଣରେ, ଆମେରିକୀୟ…
ଓ୍ବାଶିଂଟନ,୨।୨: ଆମେରିକା କାନାଡା, ମେକ୍ସିକୋ ଏବଂ ଚାଇନା ଉପରେ ଶୁଳ୍କ ଲାଗୁ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ନିର୍ଦ୍ଦେଶରେ ସ୍ବାକ୍ଷର କରିଛନ୍ତି। ଏଥିସହ ‘ବ୍ୟବସାୟିକ…
ଓ୍ବାଶିଂଟନ୍,୧।୨: ଆମେରିକାରେ ଆଉ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫିଲାଡେଲଫିଆ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏପର୍ଯ୍ୟନ୍ତ…
ବେଜିଂ,୩୧।୧: ଆମେରିକୀୟ ଗୁଇନ୍ଦା ସଂସ୍ଥାଗୁଡ଼ିକର ରିପୋର୍ଟ ଅନୁଯାୟୀ, ଚାଇନା ବେଜିଂରୁ ୩୦ କିଲୋମିଟର ଦୂରରେ ଏକ ବିଶାଳ ପ୍ରତିରକ୍ଷା କେନ୍ଦ୍ର ନିର୍ମାଣ କରୁଛି। ଯାହା ଆମେରିକାର ପେଣ୍ଟାଗନଠାରୁ…