ଅନ୍ତର୍ଜାତୀୟ

‘୧୯ ଅକ୍ଟୋବର ସୁଦ୍ଧା ଦିଲ୍ଲୀ ଛାଡନ୍ତୁ’, କାନାଡା କୂଟନୀତିଜ୍ଞଙ୍କୁ ଭାରତର ଅଲ୍ଟିମେଟମ

ନୂଆଦିଲ୍ଲୀ,୧୪।୧୦: କାନାଡା ସରକାରଙ୍କ ସହ ବିବାଦ ମଧ୍ୟରେ ଭାରତ ସରକାର ୬ ଜଣ କାନାଡା କୂଟନୀତିଜ୍ଞଙ୍କୁ ବହିଷ୍କାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କୁ ଅକ୍ଟୋବର ୧୯ରେ ରାତି…

2 years ago

ଡାରନ୍ ଆସେମୋଗ୍ଲୁ, ସାଇମନ୍ ଜନସନ, ଜେମ୍ସ ଏ. ରବିନସନଙ୍କୁ ଅର୍ଥନୀତିରେ ମିଳିଲା ନୋବେଲ

ନୂଆଦିଲ୍ଲୀ,୧୪ା୧୦: ଆମେରିକାର କେମ୍ବ୍ରିଜରେ ଥିବା ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏମଆଇଟି) ର ଡାରନ୍ ଆସେମୋଗ୍ଲୋ ଏବଂ ସାଇମନ୍ ଜନସନ ଏବଂ ଆମେରିକାର ଚିକାଗୋ ୟୁନିଭରସିଟିର ଜେମ୍ସ…

2 years ago

ଇସ୍ରାଏଲ ଉପରେ ସବୁଠାରୁ ଭୟଙ୍କର ଆକ୍ରମଣ କଲା ହେଜବୋଲ୍ଲା, ୪ ସେନା ନିହତ, ୭୦ ଆହତ

ଜେରୁଜେଲମ,୧୪।୧୦: ଲେବାନନରେ ଇସ୍ରାଏଲ ଏବଂ ହେଜବୋଲ୍ଲା ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ହେଜବୋଲ୍ଲା ଇସ୍ରାଏଲ ଉପରେ ସବୁଠାରୁ ଭୟଙ୍କର ଆକ୍ରମଣ କରିଛି। କୁହାଯାଉଛି ଯେ…

2 years ago

ପୁଣି ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ, ମିଡିଆ ପରିଚୟପତ୍ର ଦେଖାଇ ସୁରକ୍ଷାପଥରୁ ଖସି ଯାଇଥିଲେ ଦୁର୍ବୃତ୍ତ

ଓ୍ବାଶିଂଟନ,୧୪ା୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ପୁଣି ହତ୍ୟା ଉଦ୍ୟମ କରାଯାଇଛି। ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପ କ୍ରମାଗତ…

2 years ago

ଯୁଦ୍ଧ ମଧ୍ୟରେ ରତନ ଟାଟାଙ୍କୁ କାହିଁକି ମନେ ପକାଇଲେ ନେତାନ୍ୟାହୁ? ମୋଦିଙ୍କ ପାଇଁ ବି ଲେଖିଲେ ପୋଷ୍ଟ

ଇସ୍ରାଏଲ,୧୩।୧୦: ଭାରତର ଭେଟେରାନ ଶିଳ୍ପପତି ରତନ ଟାଟା ୯ ଅକ୍ଟୋବର ୨୦୨୪ରେ ୮୬ବର୍ଷ ବୟସରେ ଇହଲିଲା ସମ୍ବରଣ କରିଛନ୍ତି। ଭାରତ ସମେତ ବିଶ୍ୱର ଭେଟେରାନ ନେତାମାନେ ଏଥିରେ…

2 years ago

୨୦ ମିନିଟ୍‌ ପର୍ଯ୍ୟନ୍ତ ଝିଅପିଲାଙ୍କୁ ଦେଖି ଯଦି କିଛି ନ ହେଉଛି ତେବେ… କାହିଁକି ଏପରି କହିଲେ ଇସ୍‌ଲାମିକ୍‌ ପ୍ରବଚକ

ଇସଲାମାବାଦ,୧୩ା୧୦: ବିବାଦୀୟ ଇସଲାମ ପ୍ରଚାରକ ଜାକିର ନାଇକ ବର୍ତ୍ତମାନ ପାକିସ୍ତାନରେ ଅଛନ୍ତି। ଯେଉଁଠାରେ ସେ ପାକିସ୍ତାନର ସରକାରୀ ଅତିଥି ଭାବରେ ବୁଲୁଛନ୍ତି। ନିକଟରେ ଜାକିର ମହିଳାଙ୍କ ରୋଜଗାରକୁ…

2 years ago

୫୦ବର୍ଷରେ ପ୍ରଥମ: ସାହାରା ମରଭୂମିରେ ବନ୍ୟା

ମୋରୋକୋ,୧୨।୧୦: ମୋରୋକୋର ସାହାରା ମରୁଭୂମିରେ ଗ୍ରୀଷ୍ମ ଋତୁ ଶେଷ ହେବାକୁ ଯାଉଥିବା ବେଳେ ପ୍ରବଳ ବର୍ଷା କାରଣରୁ ବନ୍ୟା ସ୍ଥିତି ଦେଖାଦେଇଛି। ଯାହା ଫଳରେ ଶୁଷ୍କ ମରୁଭୂମି…

2 years ago

କ’ଣ ସେହି ଅକ୍ଟୋପସ ଓ୍ବାର, ଯେଉଁଥିରେ ଇସ୍ରାଏଲକୁ ଫସାଇଲା ଇରାନ, ସବୁଠି ହେଉଛି ଚର୍ଚ୍ଚା

ଜେରୁଜେଲମ,୧୨।୧୦: ମଧ୍ୟ ପୂର୍ବ ଅଞ୍ଚଳ ବର୍ତ୍ତମାନ ସମଗ୍ର ବିଶ୍ୱରେ ଯୁଦ୍ଧର ଆଖଡା ସ୍ଥଳ ପାଲଟିଛି। ଗତ ବର୍ଷ ଅକ୍ଟୋବରରେ ହମାସ ଏବଂ ଇସ୍ରାଏଲ ମଧ୍ୟରେ ଆରମ୍ଭ ହୋଇଥିବା…

2 years ago

ଅବୈଧ ପ୍ରବାସୀଙ୍କୁ ନେଇ କଡା କାର୍ଯ୍ୟାନୁଷ୍ଠାନ ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୧୨।୧୦: ଆମେରିକାର ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ପୁଣିଥରେ କହିଛନ୍ତି ଯେ ସେ ପ୍ରବାସୀମାନଙ୍କୁ ସ୍ବାଗତ କରୁଛନ୍ତି, କିନ୍ତୁ ସର୍ତ୍ତ ଅନୁଯାୟୀ ସେମାନେ ଆଇନଗତ…

2 years ago

ପାକିସ୍ତାନୀ ଭାଇମାନେ ମୋତେ କ୍ଷମା କରିଦିଅ, କାହିଁକି କ୍ଷମା ମାଗିଲେ ପଳାତକ ଜାକିର ନାଏକ

ଇସଲାମାବାଦ,୧୨।୧୦: ପଳାତକ ଇସଲାମ ପ୍ରଚାରକ ଜାକିର ନାଏକ ବର୍ତ୍ତମାନ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ (ପିଆଇଏ) ଉପରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିଛନ୍ତି। ପାକିସ୍ତାନରେ ଜାକିରଙ୍କ ବିବୃତ୍ତିକୁ…

2 years ago