ଅନ୍ତର୍ଜାତୀୟ

୨୮ ବର୍ଷ ବୟସରେ ଏହି ଯୁବକ ହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨ା୭: ଗତ ୫ ବର୍ଷ ମଧ୍ୟରେ ବିଶ଼୍ବର ବିଭିନ୍ନ ଦେଶରେ ନିର୍ବାଚନ ହୋଇଛି । ପ୍ରାୟତଃ ରାଷ୍ଟ୍ରରେ ସରକାର ବଦଳିଛି ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ବଦଳିଛନ୍ତି…

2 years ago

ନୂଆ ଟିକସ ବୃଦ୍ଧିକୁ ନେଇ ହିଂସା: ଚାଲିଗଲା ୩୯ ଜୀବନ

ନାଇରୋବି,୨।୭:ନୂଆ ଟିକସ ବୃଦ୍ଧି ବିରୋଧରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଉଛି। ଏହି ହିଂସାରେ ଏପର୍ଯ୍ୟନ୍ତ ଅତି କମରେ ୩୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ସପ୍ତାହରେ…

2 years ago

ପରୀକ୍ଷଣ ବେଳେ ଚାଇନାର ‘ତିଆନ୍‌ଲଙ୍ଗ୍‌-୩’ ରକେଟ ଦୁର୍ଘଟଣାଗ୍ରସ୍ତ

ବେଜିଂ, ୨।୭: ଚାଇନାର ସ୍ପେସ୍‌ ପାୟୋନିଅର କମ୍ପାନୀ ଦ୍ୱାରା ‘ତିଆନ୍‌ଲଙ୍ଗ୍‌-୩’ ରକେଟକୁ ସୋମବାର ପରୀକ୍ଷଣ କରାଯାଉଥିବାବେଳେ ଏହା ହଠାତ୍‌ ଉତ୍‌କ୍ଷେପିତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉକ୍ତ ରକେଟଟି ଲଞ୍ଚ୍‌ପ୍ୟାଡ୍‌ରୁ…

2 years ago

ମନ୍ଦିରରେ ଘୂରି ବୁଲୁଛି ବ୍ରିଟେନ ରାଜନୀତି, ସୁନକଙ୍କ ବ୍ୟତୀତ ବିରୋଧୀ ନେତା ବି କରୁଛନ୍ତି ପୂଜାର୍ଚ୍ଚନା

ଲଣ୍ଡନ,୧।୭: ବ୍ରିଟେରେ ସାଧାରଣ ନିର୍ବାଚନ ପାଇଁ ଭୋଟ ତିନି ଦିନ ପରେ ଅର୍ଥାତ୍‌ ୪ ଜୁଲାଇରେ ଅନୁଷ୍ଠିତ ହେବ । କଞ୍ଜରଭେଟିଭ ପାର୍ଟି ବର୍ତ୍ତମାନ ବ୍ରିଟେନରେ କ୍ଷମତାରେ…

2 years ago

୩୪ ବର୍ଷ ପୂର୍ବେ ୩୬୭ ଯାତ୍ରୀ ଥିଲେ ବନ୍ଧକ, ଏବେ ହେଲା ମାମଲା ରୁଜୁ

କୁଏତ୍‌,୧ା୭: ୧୯୯୦ରେ ବ୍ରିଟିଶ ଏୟାରଓ୍ବେଜ ବିମାନର ଯାତ୍ରୀ ଏବଂ କ୍ରୁ ସଦସ୍ୟମାନେ କୁଏତରେ ବନ୍ଦୀ ହୋଇଥିଲେ। ବର୍ତ୍ତମାନ ବିମାନର ଯାତ୍ରୀମାନେ ବ୍ରିଟେନ ସରକାର ଏବଂ ବିମାନ ସେବା…

2 years ago

ଟ୍ରମ୍ପ୍‌ ରାଷ୍ଟ୍ରପତି ହେଲେ ପୂର୍ଣ୍ଣକଳୀନ ଫାଷ୍ଟ ଲେଡି ହେବେନି ମେଲାନିଆ

ନୂଆଦିଲ୍ଲୀ,୧ା୭: ରିପବ୍ଲିକାନ୍‌ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ୨୦୨୪ ନିର୍ବାଚନରେ ବିଜୟୀ ହୋଇ ଆଉ ଥରେ ଆମେରିକାର ରାଷ୍ଟ୍ରପତି ହେଲେ ତାଙ୍କ ସ୍ତ୍ରୀ ମେଲାନିଆ ଟ୍ରମ୍ପ୍‌ଙ୍କୁ ପୂର୍ଣ୍ଣକାଳୀନ…

2 years ago

ବାଇଡେନ୍‌ ଓହରିଲେ କିଏ ହେବେ: ରାଷ୍ଟ୍ରପତିଙ୍କ ଉପରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ଚାପ

ନୂଆଦିଲ୍ଲୀ,୧ା୭: ଆମେରିକା ପ୍ରେସିଡେନ୍ସିଆଲ ଡିବେଟ୍‌ରେ ଗୁରୁବାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଦୁର୍ବଳ ପ୍ରଦର୍ଶନ ଡେମୋକ୍ରାଟ୍ସଙ୍କ ମଧ୍ୟରେ ପରାଜୟର ଭୟ ସୃଷ୍ଟି କରିଛି। ୨୦୨୪ ନଭେମ୍ବରରେ ହେବାକୁ ଥିବା…

2 years ago

ଦକ୍ଷିଣ କୋରିଆର ଗୀତ ଶୁଣୁଥିବାରୁ ଉତ୍ତର କୋରିଆରେ ଯୁବକଙ୍କୁ ମୃତ୍ୟୁଦଣ୍ଡ

ପ୍ୟାଙ୍ଗୋୟାଙ୍ଗୋ, ୩୦।୬: ଉତ୍ତର କୋରିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ(୨୨) ଦକ୍ଷିଣ କୋରିଆର ଗୀତ ଶୁଣୁଥିବାରୁ ତାଙ୍କୁ ଗତ ୨୦୨୨ରେ ସର୍ବସମ୍ମୁଖରେ ତାଙ୍କୁ…

2 years ago

ବିବାହ ପାର୍ଟିରେ ଗୁଳିମାଡ, ଜଣେ ମୃତ ୫ ଆହତ

ପ୍ୟାରିସ,୩୦।୬: ଉତ୍ତର-ପୂର୍ବ ଫ୍ରାନ୍ସର ଏକ ବିବାହ ଉତ୍ସବରେ ଅଜ୍ଞାତ ମାସ୍କ ବନ୍ଧୁକଧାରୀମାନେ ହଠାତ୍‌ ଗୁଳି ଚଳାଇଥିଲେ। ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୫ଜଣ ଆହତ…

2 years ago

ସୁପ୍ରିମକୋର୍ଟରେ ପହଞ୍ଚିଲା ଇମ୍ରାନଙ୍କ ନିର୍ବାଚନୀ ଚିହ୍ନ

ଇସଲାମାବାଦ,୩୦ା୬: ସାଧାରଣ ନିର୍ବାଚନ ପାଇଁ ଦଳର ‘ବ୍ୟାଟ୍‌’ ଚିହ୍ନ ପ୍ରତ୍ୟାଖ୍ୟାନ କରିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ସୁପ୍ରିମକୋର୍ଟଙ୍କୁ ଏହାର ସମୀକ୍ଷା ଆବେଦନ କରିବାକୁ…

2 years ago