ଅନ୍ତର୍ଜାତୀୟ

ହିମସ୍ଖଳନରେ ଫସିଲେ ୧ହଜାର ପର୍ଯ୍ୟଟକ

ବେଜିଂ,୧୬।୧: ଚାଇନାର ଉତ୍ତର-ପଶ୍ଚିମ ଜିନଜିଆଙ୍ଗ ଅଞ୍ଚଳରେ ହିମ ସ୍ଖଳନ ବା ବରଫ ଝଡ଼ ପରେ ପାଖାପାଖି ୧ ହଜାର ପର୍ଯ୍ୟଟକ ଦୂର ଦୂରାନ୍ତର ଗ୍ରାମରେ ଫସି ରହିଛନ୍ତି,…

2 years ago

ଏୟାର ଫୋର୍ସର ମହିଳା ଯବାନ ଏବେ ମିସ୍‌ ଆମେରିକା, ଦେଖନ୍ତୁ ତାଙ୍କର ଗ୍ଲାମରସ ଅନ୍ଦାଜ

ଓ୍ବାଶିଂଟନ,୧୬।୧: ଆମେରିକାର ବାୟୁସେନାର ଦ୍ୱିତୀୟ ଲେଫ୍ଟନାଣ୍ଟ ତଥା ହାର୍ଭାର୍ଡ ମେଡିକାଲ ସ୍କୁଲରେ ସ୍ନାତକୋତ୍ତର ଇଣ୍ଟରନେଟ ମେଡିସନ ମାର୍ଶ ମିସ ଆମେରିକାର ମୁକୁଟ ପିନ୍ଧିଥିବା ପ୍ରଥମ ସକ୍ରିୟ ଡ୍ୟୁଟି…

2 years ago

ଆମେରିକାର ରାଷ୍ଟ୍ରପତି ପଦ ଦୌଡରୁ ଓହରିଲେ ରାମସ୍ବାମୀ

ଓ୍ବାଶିଂଟନ୍‌,୧୬।୧: ଭାରତୀୟ ବଂଶୋଦ୍ଭବ ବିବେକ ରାମସ୍ବାମୀ ଆମେରିକାର ରାଷ୍ଟ୍ରପତି ପଦ ପାଇଁ ନିଜର ଦାବି ପ୍ରତ୍ୟାହୃତ କରିଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରିବା ବିଷୟରେ ରାମସ୍ବାମୀ କହିଛନ୍ତି।…

2 years ago

ଡୋନାଲ୍ଡ ଟ୍ରମ୍ପଙ୍କୁ ମିଳିଲା ବଡ଼ ସଫଳତା

ଓ୍ବାଶିଂଟନ୍‌,୧୬।୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରିପବ୍ଲିକାନ ପାର୍ଟିରୁ ରାଷ୍ଟ୍ରପତିଙ୍କ ନାମାଙ୍କନ ପାଇଁ ପ୍ରଥମ ରେସ୍‌ ଜିତିଛନ୍ତି। ଜାନୁଆରୀ ୧୫ରେ ରିପବ୍ଲିକାନ ପାର୍ଟିର ଆଓ୍ବା କକ୍‌ସରେ…

2 years ago

ଇରାକ ସୀମା ଅତିକ୍ରମ କରି ମିଶାଇଲ୍‌ ମାଡ଼ କଲା ଇରାନ

ତେହେରାନ୍‌,୧୬।୧: ଇରାନ ଇରାକ ସୀମା ଅତିକ୍ରମ କରି ଇସ୍ରାଏଲର ମୋସାଦ୍‌ ମୁଖ୍ୟାଳୟରେ ଏକ ବାଲାଷ୍ଟିକ୍‌ ମିଶାଇଲ୍‌ ନିକ୍ଷେପ କରିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଇରାନର…

2 years ago

ରାଷ୍ଟ୍ରପତି ହେବା ପାଇଁ ଲଢ଼େଇ ଜାରି ରଖିବି: ନିକି ହାଲ

ଓ୍ବାଶିଂଟନ,୧୬।୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅଧୀନରେ ରିପବ୍ଲିକାନ ଦଳର ଉପରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ନିମନ୍ତେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନ୍ୟତମ ରାଷ୍ଟ୍ରପତି ପ୍ରାର୍ଥତ୍ତ୍ୱ ଆଶାୟୀ…

2 years ago

ଆମେରିକା ଯୁଦ୍ଧଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼

ଜେରୁଜେଲମ,୧୬।୧: ଲୋହିତ ସାଗରରେ ଆମେରିକାର ଏକ ଯୁଦ୍ଧଜାହାଜକୁ ୟେମେନ୍‌ର ହୋଉଥି ବିଦ୍ରୋହୀମାନେ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି। ତେବେ ଆମେରିକାର ଲଢୁଆ ବିମାନ ଏହାକୁ ଖସାଇ ଦେଇଥିଲା। ଗାଜା…

2 years ago

ସେନା ଗାଡି ଉପରେ ବୋମା ଆକ୍ରମଣ: ୫ ସୈନିକ ଶହୀଦ୍‌

ଇସଲାମାବାଦ୍‌,୧୫।୧: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଏକ ସେନା ଗାଡି ଉପରେ ବୋମା ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଅତି କମରେ ପାକିସ୍ତାନୀ ସୈନିକଙ୍କର ମୃତ୍ୟୁ ହୋଇଛି। ବାଲୁଚିସ୍ତାନର…

2 years ago

ରୁଷିଆରେ ମିଳିଲା ସବୁଠାରୁ ବଡ ସୁନା ଖଣି

ମସ୍କୋ,୧୫।୧: ୟୁକ୍ରେନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ପାଇଁ ଏକ ଖୁସି ଖବର ଆସିଛି। ସୂଦୂର ପୂର୍ବର ସବୁଠାରୁ ବଡ ସୁନା ଖଣି ଏଠାରେ ମିଳିଛି…

2 years ago

ଜାନୁଆରୀରେ ପୁଣି ବଢିପାରେ କରୋନା ସଂକ୍ରମଣ, ଚାଇନାରେ ବଢୁଛି ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା

ବେଜିଂ,୧୫।୧: ଚାଇନାର ହସ୍ପିଟାଲଗୁଡ଼ିକରେ ଜ୍ୱର କ୍ଲିନିକ ପରିଦର୍ଶନ କରୁଥିବା ରୋଗୀଙ୍କ ସଂଖ୍ୟା ନୂଆ ବର୍ଷ ପରଠାରୁ ହ୍ରାସ ପାଇଛି। ତେବେ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଚାଇନାର ସ୍ବାସ୍ଥ୍ୟ…

2 years ago