ଅନ୍ତର୍ଜାତୀୟ

ପୁଣି ଯୁଦ୍ଧ: ଶତାଧିକ ନିହତ

ଗାଜା ସିଟି/ତେଲ୍‌ ଆଭିଭ୍‌,୨ା୧୨: ସପ୍ତାହେ ଧରି ଚାଲିଥିବା ସନ୍ଧି ଶେଷ ହେବା ପରେ ଶୁକ୍ରବାର ଗାଜା ଷ୍ଟ୍ରିପ୍‌ରେ ହମାସ୍‌ ସହ ଇସ୍ରାଏଲର ଯୁଦ୍ଧ ପୁଣି ଆରମ୍ଭ ହୋଇଛି।…

2 years ago

ଅଧିକାରୀଙ୍କୁ ବହିଷ୍କାରକଲା ପାରାଗୁଏ

ଅସୁନସିଓନ୍‌,୨ା୧୨: ଭଣ୍ଡ ବାବା ନିତ୍ୟାନନ୍ଦଙ୍କ କାଳ୍ପନିକ ସାମ୍ରାଜ୍ୟ କୈଲାସା ସହ ଏକ ସହଯୋଗ ଚୁକ୍ତିରେ ସ୍ବାକ୍ଷର କରିବା ଅଭିଯୋଗରେ ପାରାଗୁଏ ନିଜର ଜଣେ ବରିଷ୍ଠ ଅଧିକାରୀଙ୍କୁ ବହିଷ୍କାର କରିଛି।…

2 years ago

ଫୋବର୍‌ସ ୩୦ ଅଣ୍ଡର ୩୦ ତାଲିକାରେ ଆମେରିକୀୟ ଟିକ୍‌ ଟକର୍‌

ଓ୍ବାଶିଂଟନ୍‌, ୨ା୧୨: ଫୋବର୍‌ସ ମାଗାଜିନ୍‌ ଏହାର ବାର୍ଷିକ ‘୩୦ ଅଣ୍ଡର ୩୦’ ତାଲିକା ପ୍ରକାଶ କରିଛି। ଏଥିରେ କଳା, ଶୈଳୀ, ମିଡିଆ, ମ୍ୟୁଜିକ୍‌ ଓ କ୍ରୀଡ଼ା ସମେତ…

2 years ago

କପ୍‌୩୩ ପାଇଁ ଭାରତ ପ୍ରସ୍ତୁତ

ଦୁବାଇ/ନୂଆଦିଲ୍ଲୀ,୨ା୧୨: ୨୦୨୮ରେ ଜାତିସଂଘର ଜଳବାୟୁ ସମ୍ମିଳନୀ କପ୍‌୩୩ ଭାରତରେ ଆୟୋଜନ କରିବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସ୍ତାବ ଦେଇଛନ୍ତି। ଦୁବାଇର ଏକ୍ସପୋ ସିଟିରେ ଚାଲିଥିବା…

2 years ago

୬୨ବର୍ଷ ପରେ ଜାଣିଲେ ଦେଶର ନାଗରିକ ନୁହଁନ୍ତି, ଏବେ କୋର୍ଟ ଧାଉଁଛନ୍ତି ଡାକ୍ତର…

ଓ୍ବାଶିଂଟନ୍‌,୧।୧୨: ଆମେରିକାର ଉତ୍ତର ଭର୍ଜିନିଆରେ ଆଶ୍ଚର୍ଯ୍ୟ କରିଦେବା ଘଟଣା ସାମ୍ନାକୁ ଆସିଛି। ଏଠାରେ ରହୁଥିବା ଜଣେ ଡାକ୍ତର ଦୀର୍ଘ ୬୨ବର୍ଷ ପରେ ଦେଶର ନାଗରିକ ନୁହଁନ୍ତି ବୋଲି…

2 years ago

ମହିଳା ଜନ୍ମ କରନ୍ତୁ ୮ଟି ଲେଖାଏଁ ଶିଶୁ: ପୁଟିନ

ମସ୍କୋ,୧।୧୨: ଋଷିଆ-ୟୁକ୍ରେନ ସଂଘର୍ଷକୁ ଦେଢ ବର୍ଷରୁ ଅଧିକ ପୁରିଥିବାବେଳେ ଏଥିରେ ୩ଲକ୍ଷର ଅଧିକ ଲୋକ ନିହତ ହୋଇଛନ୍ତି। ପ୍ରାୟ ୮ରୁ ୯ଲକ୍ଷ ଲୋକ ଦେଶ ଛାଡି ପଳାୟନ…

2 years ago

କପ-୨୮ ସମ୍ମିଳନୀରେ ସାମିଲ ହୋଇଥିବା ନେତା ଏକାଠି ଆସିଲେ ନଜର, କ୍ଲିକ କରାଗଲା ଫଟୋ

ନୂଆଦିଲ୍ଲୀ,୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ସଂଯୁକ୍ତ ରାଜ୍ୟ ଏମିରେଟ୍ସର ରାଜଧାନୀ ଦୁବାଇରେ ପହଞ୍ଚିଥିଲେ। ଏହି ସମୟ ମଧ୍ୟରେ ଭାରତୀୟ ସମ୍ପ୍ରଦାୟ ତାଙ୍କୁ ସ୍ବାଗତ…

2 years ago

ଯୁଦ୍ଧବିରତି ଅବଧି ଶେଷ ହେବା ପରେ ପୁଣି ଗାଜା ଉପରେ ଆକ୍ରମଣ ଆରମ୍ଭ କଲା ଇସ୍ରାଏଲ

ଜେରୁଜେଲମ,୧।୧୨: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଗତ କିଛି ଦିନ ଧରି ଚାଲିଥିବା ଯୁଦ୍ଧବିରତି ଅବଧି ଶେଷ ହେବା ପରେ ଇସ୍ରାଏଲ ପୁଣି ଥରେ ଗାଜା ଉପରେ…

2 years ago

ଏହି ଦେଶରେ ସର୍ବପ୍ରଥମେ ହୋଇଥିଲା ଏକଜିଟ ପୋଲ, ଫଳାଫଳ ଏତେ ସଠିକ ଯେ ସମସ୍ତେ ହୋଇଥିଲେ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୧୨: ବର୍ତ୍ତମାନ ଦେଶର ୫ଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନକୁ ନେଇ ଏକଜିଟ ପୋଲ ସମଗ୍ର ଦେଶରେ ଆଲୋଚନାର କେନ୍ଦ୍ର ପାଲଟିଛି। ସମସ୍ତେ ଏ ବିଷୟରେ ଆଲୋଚନା…

2 years ago

ବିଦାୟ ନେଲା ବିଶ୍ୱର ସବୁଠାରୁ ଦୁଃଖି ହାତୀ

ମନିଲା,୧।୧୨: ଫିଲିପାଇନ୍ସର ମନିଲା ପ୍ରାଣୀ ଉଦ୍ୟାନରେ ରହୁଥିବା ବିଶ୍ୱର ସବୁଠାରୁ ଦୁଃଖି ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ବିଶ୍ୱ ମାଲି କିମ୍ବା ମାଲି ନାମକ…

2 years ago