ଅନ୍ତର୍ଜାତୀୟ

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଲିଟର ପିଛା ୩୩୧ଟଙ୍କାରେ ବିକ୍ରି ହେଉଛି ପେଟ୍ରୋଲ

ଇସଲାମବାଦ,୧୬।୯: ପଡୋଶୀ ଦେଶ ପାକିସ୍ତାନର ଅର୍ଥନୈତିକ ସ୍ଥିତି ଭୁଶୁଡିବାରେ ଲାଗିଛି। ଏହି ସମୟରେ ପେଟ୍ରୋଲ ଏବଂ ଡିଜେଲର ଦର ପୁଣି ବୃଦ୍ଧି ପାଇଛି। ଦେଶରେ ପେଟ୍ରୋଲ ଦର…

2 years ago

ୟୁଏଇ ନକ୍ସାରେ ପିଓକେକୁ ଭାରତର ଅଂଶ ଭାବେ ଦର୍ଶାଇବା ଉପରେ ପାକିସ୍ତାନ ନାରାଜ

ଇସଲାମାବାଦ, ୧୬।୯: ୟୁଏଇ ମନ୍ତ୍ରୀ ଭାରତ-ମଧ୍ୟ ପୂର୍ବ-ୟୁରୋପ ଅର୍ଥନୈତିକ କରିଡରରେ ଏକ ଭିଡିଓ କ୍ଲିପ ଶେୟାର କରିବା ପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି, ଯେଉଁଥିରେ ପୂରା…

2 years ago

ପ୍ରତିରକ୍ଷା ମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲା ଚାଇନା

ବେଜିଂ,୧୬।୯: ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ଦୀର୍ଘ ଦିନ ଧରି ନିଖୋଜ ଅଛନ୍ତି। ତେବେ ତାଙ୍କୁ ଗୃହବନ୍ଦୀ କରାଯାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଚାଇନା…

2 years ago

ଲିବ୍ୟା ବନ୍ୟା: ମଲେଣି ୧୧ହଜାର ଲୋକ, ବଢିପାରେ ମୃତକଙ୍କ ସଂଖ୍ୟା

ତ୍ରିପୋଲି,୧୬।୯: ପ୍ରକୃତିର ତାଣ୍ଡବରେ ଥରି ଉଠିଛି ଲିବ୍ୟା। ଭୟଙ୍କର ବନ୍ୟାରେ ଏପର୍ଯ୍ୟନ୍ତ ୧୧ହଜାରରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ପୂର୍ବ ଲିବ୍ୟାର ଡର୍ନା ସହର ଏହି ବିପର୍ଯ୍ୟୟ…

2 years ago

ପାକିସ୍ତାନର ବଡ ବଡ ନେତାଙ୍କ ନାଁରେ ରହିଛି ଆପରାଧିକ ମାମଲା, ଅପରାଧର ଚିଠା ଖୋଲିବ ଏନଏବି

ଇସଲାମବାଦ, ୧୬।୯: ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ମୁଖ୍ୟ ନୱାଜ ସରିଫ ଅକ୍ଟୋବର ୨୧ରେ ଇଂଲଣ୍ଡରୁ ନିଜ ଦେଶକୁ ଫେରିବେ। ସ୍ବଦେଶକୁ ଫେରିବା ସହ ଆଗାମୀ ନିର୍ବାଚନ…

2 years ago

କାନାଡାରେ ଶିଖ କିଶୋରଙ୍କ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କଲା ଭାରତୀୟ ବାଣିଜ୍ୟ ଦୂତାବାସ, ଶୀଘ୍ର କାର୍ଯ୍ୟାନୁଷ୍ଠାନ ପାଇଁ ଦାବି

ଟରଣ୍ଟୋ,୧୬।୯: ବ୍ରିଟିଶ କଲମ୍ବିଆର କାନାଡା ପ୍ରଦେଶରେ ଜଣେ ୧୭ ବର୍ଷୀୟ ଶିଖ କିଶୋରଙ୍କୁ ଘୃଣା ଅପରାଧ ଭାବରେ ଆକ୍ରମଣ କରାଯାଇଥିଲା। ପୀଡିତ ଶିଖ କିଶୋର ହାଇ ସ୍କୁଲର…

2 years ago

ଭାରତ-ଆମେରିକା ସହଯୋଗର ଆଉ ଏକ ପାଦ ହେବ ମହାକାଶ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୯: କେବଳ ପୃଥିବୀରେ ନୁହେଁ ମହାକାଶରେ ମଧ୍ୟ ଭାରତ ଏବଂ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ସହଯୋଗ ପାଇଁ ଅପାର ସମ୍ଭାବନା ଅଛି। ଦୁଇ ଦେଶ ମଧ୍ୟରେ ସହଯୋଗ…

2 years ago

ବଢିଲା ନୋବେଲ ପୁରସ୍କାର ରାଶି, ଘୋଷଣା କଲା ନୋବେଲ ଫାଉଣ୍ଡେଶନ

ଷ୍ଟକହୋମ,୧୬।୯: ନୋବେଲ ଫାଉଣ୍ଡେସନ ଶୁକ୍ରବାର କହିଛି ଯେ ୨୦୨୩ ବର୍ଷ ପାଇଁ ନୋବେଲ ବିଜେତାଙ୍କୁ ଅତିରିକ୍ତ ୧୦ ଲକ୍ଷ କ୍ରୋନର୍‌ ମିଳିବ। ଏହା ସମୁଦାୟ ଆର୍ଥିକ ପରିମାଣ…

2 years ago

୮୦ ବର୍ଷ ପରେ ମାଲ୍ଟାରେ ମିଳିଲା ଆମେରିକା ବାୟୁସେନା ଯବାନଙ୍କ ମୃତ ଶରୀର, ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଯୁଦ୍ଧ ବିମାନ

ମାଲ୍ଟା,୧୬।୯: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଆମେରିକୀୟ ଯୁଦ୍ଧ ବିମାନ ଏବଂ ଆମେରିକା ବାୟୁସେନାର ଅବଶିଷ୍ଟାଂଶ ୟୁରୋପୀୟ ଦେଶ ମାଲ୍ଟାରେ ମିଳିଛି। ୮୦ ବର୍ଷ ପରେ…

2 years ago

ମହାକାଶ ଗଲେ ଜଣେ ଆମେରିକୀୟ, ୨ ରୁଷୀୟ

ମସ୍କୋ,୧୬ା୯: ଜଣେ ଆମେରିକୀୟ ଓ ୨ ରୁଷୀୟ ଶୁକ୍ରବାର କାଜାଖସ୍ତାନରୁ ରୁଷିଆର ଏକ ସ୍ପେସ୍‌କ୍ରାଫ୍ଟରେ ଇଣ୍ଟରନ୍ୟାଶନାଲ୍‌ ସ୍ପେସ୍‌ ଷ୍ଟେଶନ୍‌ (ଆଇଏସ୍‌ଏସ୍‌)କୁ ଯାତ୍ରା କରିଛନ୍ତି। ଆମେରିକାର ମହାକାଶ ଗବେଷଣା ସଂସ୍ଥା…

2 years ago