ଅନ୍ତର୍ଜାତୀୟ

ଇସ୍ରାଏଲ ଉପରେ ୩୦ ରକେଟ ମାଡ଼ କଲା ହମାସ

ଜେରୁଜେଲମ,୨୨।୧୨: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଗୁରୁବାର ବିଳମ୍ବିତ ରାତିରେ ହମାସ ଇସ୍ରାଏଲରେ ଗୋଟିଏ ପରେ ଗୋଟିଏ ୩୦ଟି ରକେଟ ମାଡ଼ କରିଛି।…

3 years ago

ବଢୁଛି କରୋନା ଭୟ: ଇଂଲଣ୍ଡରେ ପ୍ରତି ୨୪ ଜଣରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ/ଇଂଲଣ୍ଡ,୨୨।୧୨: କରୋନା ଭାଇରସର ନୂତନ JN.1 ଭାରିଆଣ୍ଟ ବିପଦ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ)ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ଡା. ସ୍ବାମ୍ୟା…

3 years ago

ୟୁନିଭର୍ସିଟିରେ ଗୁଳିକାଣ୍ଡ: ଚାଲିଗଲା ୧୫ ଜୀବନ

ପ୍ରାଗ୍‌,୨୧ା୧୨: ଚେକ୍‌ ଗଣରାଜ୍ୟ ରାଜଧାନୀ ପ୍ରାଗ୍‌ରେ ଥିବା ଏକ ୟୁନିଭର୍ସିଟିରେ ଗୁଳିକାଣ୍ଡ ଘଟି ୧୫ ଜଣଙ୍କ ମୃତ୍ୟୁ ହେବା ସହ ୯ ଆହତ ହୋଇଛନ୍ତି। ଆକ୍ରମଣକାରୀ ପୋଲିସ…

3 years ago

କୋଇଲା ଖାଦାନରେ ଦୁର୍ଘଟଣା: ୧୨ ମୃତ, ୧୩ ଆହତ

ବେଜିଂ,୨୧।୧୨: ଚାଇନାର ହିଲୋଙ୍ଗଜିଆଙ୍ଗ ପ୍ରଦେଶରେ ଏକ କୋଇଲା ଖାଦାନରେ ଦୁର୍ଘଟଣାରେ ଘଟିଛି। ଏଥିରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ…

3 years ago

କରୋନା ନେଇ ନୂଆ ଚିନ୍ତା, ଫୁସଫୁସ ନୁହେଁ ଏବେ ପେଟରେ ହେଉଛି ସଂକ୍ରମଣ…

ମେଲବୋର୍ନ,୨୧।୧୨ : ପୁଣିଥରେ ଦେଶରେ କରୋନା ମାମଲା ଦ୍ରୁତ ଗତି ବୃଦ୍ଧି ପାଉଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାର ସଜାଗ ରହିଛନ୍ତି। ବାସ୍ତବରେ, ବର୍ତ୍ତମାନ…

3 years ago

ଭାରତ-ପାକିସ୍ତାନ-ଆମେରିକା ସହିତ ୭୮ ଦେଶରେ ହେବ ନିର୍ବାଚନ: ୨୦୨୪ ନିର୍ବାଚନର ବର୍ଷ…

ଓ୍ବାଶିଂଟନ,୨୧।୧୨ : ଆସନ୍ତା ବର୍ଷରେ ଅର୍ଥାତ ୨୦୨୪ ରେ ଭାରତରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ। ଭାରତର ପଡୋଶୀ ବାଂଲାଦେଶ ଏବଂ ପାକିସ୍ତାନରେ ମଧ୍ୟ ନିର୍ବାଚନ ହେବ।…

3 years ago

ଘଣ୍ଟାଏ ପରେ ସ୍ବାଭାବିକ ହେଲା ‘ଏକ୍ସ’

ଓ୍ବାଶିଂଟନ୍‌,୨୧।୧୨: ମାଇକ୍ରୋ ବ୍ଲଗିଂ ଏକ୍ସ ଘଣ୍ଟାଏ ପରେ ପୁଣି ସ୍ବାଭାବିକ ହୋଇଛି। ଗୁରୁବାର ପୂର୍ବାହ୍ଣ ୧୧ଟାରୁ ଏକ୍ସର ସର୍ଭର ଡାଉନ ଥିଲା। ଯାହାଯୋଗୁ କୌଣସି ଟ୍ବିଟ୍‌ କରିହେଉ…

3 years ago

କେବେ ହେବ ମୃତ୍ୟୁ, ଆଗୁଆ କହିବ ଏଆଇ ଟୁଲ୍ସ…

ଓ୍ବାଶିଂଟନ,୨୧।୧୨ : ଅଧିକାଂଶ ଲୋକ ଜାଣିବାକୁ ଚାହାନ୍ତି ସେମାନେ ଆଉ କେତେ ଦିନ ବଞ୍ଚିବେ। ତେବେ ଏଭଳି ପ୍ରଶ୍ନର ଉତ୍ତର ଦେବାକୁ ଏକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଟୁଲ…

3 years ago

ସୋସିଆଲ ମିଡିଆ ‘ଏକ୍ସ’ର ସର୍ଭର ଡାଉନ

ଓ୍ବାଶିଂଟନ,୨୧ା୧୨: ଗୁରୁବାର ପୂର୍ବାହ୍ନ ୧୧ଟାରୁ ସର୍ଭର ଡାଉନ ଯୋଗୁ ସୋସିଆଲ ‘ଏକ୍ସ’ରେ କୌଣସି ପୋଷ୍ଟ ଦେଖି ହେଉନାହିଁ। ଫଳରେ ୟୁଜର୍ସମାନେ ନାନା ଅସୁବିଧାରେ ପଡ଼ିଛନ୍ତି। ସାରା ବିଶ୍ୱରେ…

3 years ago

ଭାରତକୁ ପ୍ରଶଂସା କଲେ ନଓ୍ବାଜ, କହିଲେ ପଡୋଶୀ ଦେଶ ଚନ୍ଦ୍ରରେ ପହଞ୍ଚିଥିବାବେଳେ ପାକିସ୍ତାନ ଭୂମିରୁ ଉଠିନାହିଁ…

ଇସଲାମାବାଦ,୨୧।୧୨ : ପାକିସ୍ତାନର ଆର୍ଥିକ ଅବସ୍ଥା କାହାଠାରୁ ଲୁଚି ରହିନାହିଁ। ପ୍ରତିଦିନ ସାହାଯ୍ୟକାରୀ ଦେଶ ସହାୟତା କରୁଛନ୍ତି। ଏହି ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ପୁଣିଥରେ…

3 years ago