ଦୁବାଇ,୬ା୧୨(ପି.ଟି.):ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ୨୦୧୧ରୁ ୨୦୨୦ ଦଶନ୍ଧିରେ ଭାରତ ଅଧିକ ଉତ୍ତପ୍ତ ଓ ଆର୍ଦ୍ର ରହିଥିଲା ବୋଲି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍ଓ)ର ନୂଆ ରିପୋର୍ଟରେ…
ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ…
ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ ଡାକ୍ତରଖାନାରେ…
ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ…
ଓ୍ବାଶିଂଟନ,୫।୧୨: ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସ ଆମେରିକା କଂଗ୍ରେସକୁ ଚେତାବନୀ ଦେଇଛି। ହ୍ବାଇଟ ହାଉସ କହିଛି ଯଦି ୟୁକ୍ରେନକୁ ସହାୟତା ବନ୍ଦ ହୋଇଯାଏ ତେବେ ପୁଟିନ…
ସିଓଲ,୫।୧୨: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଦେଶର ଶକ୍ତି ବୃଦ୍ଧି ପାଇଁ ମହିଳାମାନଙ୍କୁ ଅଧିକ ସନ୍ତାନ ପ୍ରସବ କରିବାକୁ କହିଛନ୍ତି। ସେ…
ଅବୁଜା,୫।୧୨: ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗ୍ରାମରେ ଭୁଲରେ ସେନା ଡ୍ରୋନ ଆକ୍ରମଣରେ ମୁସଲମାନ ପର୍ବ ପାଳନ କରୁଥିବା ଡଜନେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ନାଇଜେରିଆର…
କାଠମାଣ୍ଡୁ,୪ା୧୨(ପି.ଟି.): ୟୁକ୍ରେନ ବିରୋଧରେ ରୁଷିଆ ସେନାରେ ଲଢ଼ୁଥିବା ୬ ନେପାଳୀ ସୈନ୍ୟ ନିହତ ହୋଇଥିବା ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ସେନାରେ ନେପାଳୀଙ୍କୁ ନିଯୁକ୍ତି ନ…
ଦୁବାଇ,୪ା୧୨: ୟେମେନ୍ର ହୌଥି ବିଦ୍ରୋହୀମାନେ ଲୋହିତ ସାଗରରେ ୩ଟି ବାଣିଜି୍ୟକ ଜାହାଜକୁ ମିଶାଇଲ୍ ମାଡ଼ କରିଛନ୍ତି। ଫଳରେ ଆମେରିକା ଯୁଦ୍ଧଜାହାଜ ଆତ୍ମରକ୍ଷା ପାଇଁ ୩ଟି ଡ୍ରୋନ୍କୁ ଗୁଳିକରି…
କାଲିଫର୍ନିଆ,୪।୧୨: ଏକ୍ସ ସିଇଓ ଏଲନ ମସ୍କ ଏକ୍ସରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହି ପୋଷ୍ଟ ମାଧ୍ୟମରେ ଏଲନ ମସ୍କ ମେଟାର ଫେସବୁକ ଏବଂ ଇନଷ୍ଟାଗ୍ରାମ ତୁଳନାରେ…