ଅନ୍ତର୍ଜାତୀୟ

ଇଷ୍ଟ ଇଣ୍ଡିଆ କମ୍ପାନୀ ଭଳି ଆମେରିକାରେ ହିନ୍ଦୁଙ୍କ ବିଭାଜନ, ପ୍ରବାସୀ ଭାରତୀୟ ନାରାଜ

ଓ୍ବାଶିଂଟନ,୨୨।୭: ଆମେରିକାର କାଲିଫର୍ନିଆରେ ଉଚ୍ଚ ସଦନ(ସିନେଟ)ରେ ରାଜ୍ୟର ୧୦ମ ଜିଲାର ପ୍ରଥମ ମୁସଲମାନ ପ୍ରତିନିଧି ଆୟଶା ବହାବ ଜାତିଗତ ଭେଦଭାବ ବିଲ ଉପସ୍ଥାପନ କରିଛନ୍ତି। ଏହା ଜାତି…

2 years ago

ଆମେରିକା ନୌସେନାରେ ମହିଳା ମୁଖ୍ୟ ଲିସା ଫ୍ରାନ୍‌ଚେଟ୍ଟି

ଓ୍ବାଶିଂଟନ,୨୨।୭: ଆମେରିକା ନୌସେନାର ନେତୃତ୍ୱ ଜଣେ ମହିଳା ନେବାକୁ ଯାଉଛନ୍ତି। ଆଡ୍‌ମିରାଲ୍‌ ଲିସା ଫ୍ରାନ୍‌ଚେଟ୍ଟିଙ୍କୁ ନୌସେନା ମୁଖ୍ୟ କରିବା ପାଇଁ ରାଷ୍ଟ୍ରପତି ଜୋ’ ବାଇଡେନ୍‌ ଶୁକ୍ରବାର ନିଷ୍ପତ୍ତି…

2 years ago

କିମଙ୍କୁ ଚେତାବନୀ ଦେଲା ଦକ୍ଷିଣ କୋରିଆ

ସିଓଲ,୨୨।୭: ଉତ୍ତର କୋରିଆ କ୍ଷେପଣାସ୍ତ୍ର ଏବଂ ରକେଟ ପରୀକ୍ଷଣ କରିବା ମଧ୍ୟରେ କିମ ଜୋନ ଉନ ଶାସନକୁ ଦକ୍ଷିଣ କୋରିଆ ଚେତାବନୀ ଦେଇଛି। ସିଓଲରୁ ପକ୍ଷରୁ କୁହାଯାଇଛି…

2 years ago

‘ନିର୍ବାଚନରେ ମୋର ଜିତିବାକୁ ନେଇ ଡରୁଛନ୍ତି ଶହବାଜ ସରକାର’, ଏଜେଣ୍ଡା ଚଳାଉଥିବା ଅଭିଯୋଗ ଆଣିଲେ ଇମ୍ରାନ୍‌

ଇସଲାମାବାଦ,୨୨।୭: ପାକିସ୍ତାନରେ ରାଜନନୈତିକ ଅସ୍ଥିରତା ଦେଖାଦେଇଛି। ବର୍ତ୍ତମାନର ମିଳିତ ସରକାର ଏବଂ ବିରୋଧୀ ଦଳର ନେତା ଇମ୍ରାନ୍‌ ଖାନଙ୍କ ମଧ୍ୟରେ ଏକ ଯୁଦ୍ଧ ଚାଲିଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ…

2 years ago

ପାକିସ୍ତାନ ରକ୍ଷାମନ୍ତ୍ରୀଙ୍କ ଦାବି, ନୱାଜ ଶରିଫ ହେବେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୨।୭: ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ନେତା ଖାୱଜା ଆସିଫ କହିଛନ୍ତି ଯେ, ଦଳର ସର୍ବୋଚ୍ଚ ନେତା ନୱାଜ ଶରିଫ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବେ। ନ୍ୟୁଜ…

2 years ago

ହରତାଳ କରିବେ ପାକିସ୍ତାନୀ ପେଟ୍ରୋଲିୟମ ଡିଲର

ଇସଲାମବାଦ,୨୧।୭: ଅର୍ଥସଙ୍କଟରେ ଯୁଝୁଥିବା ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ସମସ୍ୟାର ସମ୍ମୁଖୀନ ହେଉଛି। ପାକିସ୍ତାନର ପେଟ୍ରୋଲିୟମ ଡିଲରମାନେ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ନେତୃତ୍ୱାଧୀନ ସରକାରଙ୍କ ଉପରେ…

2 years ago

ପୁଣି ନକଲି କଫ୍‌ ସିରପ ପିଇ ୬ ଶିଶୁ ମୃତ, ଭାରତକୁ ସାହାର୍ଯ୍ୟ ମାଗିଲା ହୁ

ଲଣ୍ଡନ,୨୧।୭: ନକଲି କଫ ସିରପ ଯୋଗୁ ପୁଣି କିଛି ଶିଶୁଙ୍କ ମୃତ୍ୟୁ ହୋଇଛି। ନକଲି କଫ ସିରପ ପିଇବା ଯୋଗୁ କାମେରୁନରେ ୬ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି।…

2 years ago

ଚାଇନାର ବୈଦେଶିକ ମନ୍ତ୍ରୀ ନିଖୋଜ, ଗାର୍ଲଫ୍ରେଣ୍ଡଙ୍କ ହାତ ଥିବା ସନ୍ଦେହ

ବେଜିଂ,୨୧।୭: ଚାଇନାର ବୈଦେଶିକ ମନ୍ତ୍ରୀ କିଛି ଦିନ ଧରି ନିଖୋଜ ଅଛନ୍ତି। ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗଙ୍କୁ ତିନି ସପ୍ତାହ ପୂର୍ବରୁ ଅର୍ଥାତ୍‌ ୨୫ ଜୁନ୍‌ରେ ଦେଖାଯାଇଥିଲା…

2 years ago

ଜନସଂଖ୍ୟା ବଢିବା ପରିବର୍ତ୍ତେ ଚାଇନାରେ ମରୁଛନ୍ତି ଲୋକ, ୨୦୨୨ରେ ମଲେଣି ୧.୪କୋଟି ଲୋକ

ଶତାଦ୍ଦୀ ଶତାଦ୍ଦୀ ଧରି ବିଶ୍ୱର ସବୁଠାରୁ ଜନବହୁଳ ଦେଶ ଚାଇନାରେ ବର୍ତ୍ତମାନ ଭୟଙ୍କର ସମସ୍ୟା ଦେଇ ଗତି କରୁଛି। ୨୦୨୨ ମସିହାରେ, ଚାଇନାରେ ଜନ୍ମ ଅପେକ୍ଷା ଅଧିକ…

2 years ago

ଡେଙ୍ଗୁକୁ ନେଇ ଡବ୍ଲୁଏଚଓର ଚେତାବନୀ, ଭାଙ୍ଗିପାରେ ସମସ୍ତ ରେକର୍ଡ

ଜେନେଭା,୨୧।୭: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ଡେଙ୍ଗୁ ଜ୍ୱରକୁ ନେଇ ଚେତାବନୀ ଦେଇଛି। ଡବ୍ଲୁଏଚଓ କହିଛି ଚଳିତ ବର୍ଷର ଡେଙ୍ଗୁ ଜ୍ୱର ସମସ୍ତ ରେକର୍ଡ ଭାଙ୍ଗିପାରେ। ଏହାର କାରଣକୁ…

2 years ago