ଅନ୍ତର୍ଜାତୀୟ

ଲିବିୟାର ବିନାଶକାରୀ ବନ୍ୟା ନେଲାଣି ୬୦୦୦ ଜୀବନ, ୧୦ ହଜାରରୁ ଅଧିକ ନିଖୋଜ!

ତ୍ରିପୋଲି,୧୪।୯: ଲିବୟାରେ ଭୟଙ୍କର ବନ୍ୟା ଲୋକଙ୍କ ପାଇଁ ବିପର୍ଯ୍ୟୟ ପାଲଟିଛି। ସିଏନଏନ ରିପୋର୍ଟ ଅନୁଯାୟୀ, ବନ୍ୟା ଯୋଗୁଁ ଏପର୍ଯ୍ୟନ୍ତ ୬,୦୦୦ ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି…

3 years ago

ନଭେମ୍ବର ୬ ସୁଦ୍ଧା ନିର୍ବାଚନ କରିବାକୁ ଚିଠି ଲେଖିଲେ ପାକିସ୍ତାନ ରାଷ୍ଟ୍ରପତି

ଇସଲାମାବାଦ,୧୪।୯: ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନ ତାରିଖ ସମ୍ପର୍କରେ ରାଷ୍ଟ୍ରପତି ଆରିଫ ଅଲଭି ମୁଖ୍ୟ ନିର୍ବାଚନ କମିଶନର ସିକନ୍ଦର ସୁଲତାନ ରାଜାଙ୍କୁ ଏକ ଚିଠି ଲେଖିଛନ୍ତି।…

3 years ago

ଭାରତର ମଧ୍ୟପ୍ରାଚ୍ୟ କରିଡରକୁ ନେଇ ଚିନ୍ତାରେ ପାକିସ୍ତାନ: ତୁର୍କୀ ପହଞ୍ଚିଲେ ପାକିସ୍ତାନ ସେନା ମୁଖ୍ୟ

ଆଙ୍କରା,୧୪।୯: ଭାରତ ଆମେରିକା, ସାଉଦି ଆରବ ଓ ୟୁଏଇ ସହଯୋଗରେ ମଧ୍ୟପ୍ରାଚ୍ୟ କରିଡର ବା ରେଳ ସଂଯୋଗ କରିବାକୁ ଯାଉଛି। ପାକିସ୍ତାନର ଏହା ଚିନ୍ତାର କାରଣ ସାଜିଛି…

3 years ago

କ୍ରେନ୍‌ ଖସି ୬ ମୃତ, ୫ରୁ ଅଧିକ ଆହତ

ବେଜିଂ,୧୪ା୯: ଚାଇନାର ଜିଆଙ୍ଗ ସହରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସିଚୁଆନ ପ୍ରଦେଶର ରାଜଧାନୀ ଜିଆନୟାଙ୍ଗରେ ଏକ କ୍ରେନ୍‌ ଖସିପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ଜିଆଙ୍ଗ…

3 years ago

ଏଲନ୍‌ ମସ୍କଙ୍କୁ କଡ଼ା ସମାଲୋଚନା କଲା ତାଇଓ୍ବାନ

ତାଇପେ,୧୪ା୯: ତାଇଓ୍ବାନର ବୈଦେଶିକ ମନ୍ତ୍ରଣାଳୟ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ଟେସଲା ମାଲିକ ଏଲନ୍‌ ମସ୍କଙ୍କୁ କଡ଼ା ସମାଲୋଚନା କରିଛି। ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତିରେ…

3 years ago

ବିରୋଧ ପ୍ରଦର୍ଶନବେଳେ ଗାଜା ସୀମାରେ ବିସ୍ଫୋରଣ, ୫ପାଲେଷ୍ଟାଇନ ନାଗରିକ ମୃତ

ଗାଜା,୧୪।୯: ଅନେକ ପାଲେଷ୍ଟାଇନ ନାଗରିକ ଇସ୍ରାଏଲର ଜେଲରେ ଥିବାରୁ ଇସ୍ରାଏଲ ଏବଂ ଗାଜା ସୀମାରେ ଗତ କିଛି ମାସ ଧରି ଶାନ୍ତିପୂର୍ଣ୍ଣ ବିେରୋଧ ପ୍ରଦର୍ଶନ ହେଉଥିଲା। କିନ୍ତୁ…

3 years ago

ପୁଣି କର୍ମଚାରୀ ଛଟେଇ କଲା ଆଲଫାବେଟ

କାଲିଫର୍ନିଆ,୧୪।୯: ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ପୁଣି ଥରେ କର୍ମଚାରୀମାନଙ୍କୁ ଛଟେଇ କରିଛି। ନିଯୁକ୍ତିରେ ଚାଲିଥିବା ମନ୍ଥର ଗତିର ଏକ ଅଂଶ ଭାବରେ ବିଶ୍ୱସ୍ତରୀୟ ନିଯୁକ୍ତି ଟିମ୍‌…

3 years ago

ଆମେରିକାରେ ପୋଲିସ ଅଧିକାରୀଙ୍କ ଗାଡିରେ ଭାରତୀୟ ଛାତ୍ରୀଙ୍କ ମୃତ୍ୟୁ, କାର୍ଯ୍ୟାନୁଷ୍ଠାନ ଦାବି କଲା ଭାରତ

ଓ୍ବାଶିଂଟନ୍‌,୧୪।୯: ଆମେରିକାର ସିଆଟେଲରେ ଚଳିତ ବର୍ଷ ଜାନୁଆରୀରେ ପୋଲିସ ଗାଡି ସହ ମୁହାଁମୁହିଁ ଧକ୍କା ହେବାରୁ ଭାରତୀୟ ୨୩ବର୍ଷିୟା ଛାତ୍ରୀ ଜାନଭୀ କାଣ୍ଡୁଲାଙ୍କ ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ…

3 years ago

ରାଷ୍ଟ୍ରପତି କିଛି ଭୁଲ କରି ନାହାନ୍ତି: ମହାଭିଯୋଗ ନେଇ କହିଲା ହ୍ବାଇଟ ହାଉସ…

ଓ୍ବାଶିଂଟନ,୧୪।୯ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରେ ବର୍ତ୍ତମାନ ଜୋ ବାଇଡେନ ମଧ୍ୟ ଅସୁବିଧାରେ ଥିବା ଜଣାପଡିଛି। ତାଙ୍କ ବିରୋଧରେ ମହାଭିଯୋଗ ଯାଞ୍ଚ୍‌ ଆରମ୍ଭ…

3 years ago

ଫୁଜିଆନ – ତାଇୱାନ ଏକୀକରଣ ପାଇଁ ଚାଇନାର ଯୋଜନା, ତାଇୱାନର ସାଂସଦ ଏହାକୁ କହିଲା ହାସ୍ୟାସ୍ପଦ…

ବେଜିଂ/ତାଇପେଇ,୧୪।୯ : ତାଇୱାନ ବିରୋଧରେ ଚାଇନା ପୁଣି ଥରେ ସାମରିକ ଚାପ ପ୍ରୟୋଗ ଆରମ୍ଭ କରିଛି। ଚୀନ ଏହାର ଉପକୂଳ ପ୍ରଦେଶ ଫୁଜିଆନ ଏବଂ ତାଇୱାନ ମଧ୍ୟରେ…

3 years ago