ଆଣ୍ଟାର୍କଟିକାର କୋନ୍କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା
ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ ଥିବା ଆଣ୍ଟାର୍କଟିକାରେ ସମ୍ପୂର୍ଣ୍ଣ ବିପରୀତ ତଥା ଅତି ମାତ୍ରାରେ ଅନୁଭୂତ ହେଉଛି ଶୀତ।…
ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ
ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ ମଲରେ ଆଖିବୁଜା ଗୁଳି ଚଳାଇଥିଲା। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା…
Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video
ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ସମୟରେ ସମସ୍ତ ମୃତକ ପର୍ଯ୍ୟଟକ ଥିଲେ, ଯେଉଁଥିରେ ବିମାନରେ ଥିବା…
ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮
ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୪୮ରେ ଆଓମୋରିର ପ୍ରଶାନ୍ତ…
ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା
ଓ୍ବାଶିଂଟନ୍,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ ଗାଜା ଷ୍ଟ୍ରିପରୁ ଇସ୍ରାଏଲୀ ସେନାର ପର୍ଯ୍ୟାୟକ୍ରମେ ପ୍ରତ୍ୟାହାର ସମ୍ପର୍କରେ ଏକ ଐତିହାସିକ ଚୁକ୍ତି…
ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…
ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍ରେ ୧,୧୨,୦୦୦ରୁ ଅଧିକ ଫଲୋଅର୍ସ ଯୋଡ଼ି ହୋଇସାରିଛନ୍ତି। ଏହା ଦୁର୍ନୀତି ଏବଂ ପାରମ୍ପରିକ ରାଜନୈତିକ…
ଭାରତ ଆସୁଛନ୍ତି ଜିନ୍ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ
ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ ଗଲୱାନ୍ ଉପତ୍ୟକାରେ ହୋଇଥିବା ସଂଘର୍ଷ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ…
ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!
ନୂଆଦିଲ୍ଲୀ,୩୧।୭: ରୁଷ୍ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ ରୁଷ୍ର ଏକ ବ୍ୟାଙ୍କ ଶାଖା ଖୋଲିବାକୁ ମଧ୍ୟ ପ୍ରସ୍ତୁତି ଚାଲିଛି। ୟୁକ୍ରେନ୍ ଯୁଦ୍ଧ…
ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…
ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି ନାହିଁ, ତାହାକୁ ନେଇ ଦ୍ୱନ୍ଦ୍ୱ ରହିଛି। ତେବେ ଏହା ମଧ୍ୟରେ ପାକିସ୍ତାନ ଏକ…
ପାକିସ୍ତାନରେ ନୂଆ ‘କକ୍ରୋଚ ପାର୍ଟି’ର ଏଣ୍ଟ୍ରି: ମୁନିର-ଶେହବାଜଙ୍କ ଚିନ୍ତା ବଢ଼ାଇବା ଲୋକ କିଏ? ଜାଣନ୍ତୁ…
ଇସଲାମାବାଦ,୩୧।୭: ଭାରତରେ ଯେପରି ‘କକ୍ରୋଚ ଜନତା ପାର୍ଟି’ (CJP) ରହିଛି, ସେହି ଢାଞ୍ଚାରେ ବର୍ତ୍ତମାନ ପାକିସ୍ତାନରେ ଏକ ନୂତନ ଅନଲାଇନ ରାଜନୈତିକ ଗୋଷ୍ଠୀ ଦ୍ରୁତ ଗତିରେ ଚର୍ଚ୍ଚାରେ ଅଛି। ‘କକ୍ରୋଚ ପାର୍ଟି ପାକିସ୍ତାନ’ (CPP) ନାମରେ ଗଠିତ ଏହି ଦଳ ସୋସିଆଲ…
ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା
ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ କରିଥିବା ବିଦେଶୀ ଛାତ୍ରୀଛାତ୍ରଙ୍କୁ ସେଠାରେ ଚାକିରି କରିବା ପାଇଁ ୧ ଲକ୍ଷ ଆମେରିକୀୟ…
୧୫୦ ବର୍ଷ ପରେ ଲାଇବ୍ରେରିକୁ ଫେରିଲା ବହି: ଜରିମାନା କାଟିଲେ ହେବ ୧୬ ଲକ୍ଷ ଟଙ୍କା, ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ମେଲବୋର୍ନ, ୩୧ା୭ (ଏ.ପି.):ଲାଇବ୍ରେରିରୁ ନେଇଥିବା ବହି ଫେରାଇବାରେ ସପ୍ତାହେ କିମ୍ବା ମାସେ ବିଳମ୍ବ ହେବା ସାଧାରଣ କଥା। ମାତ୍ର ଅଷ୍ଟ୍ରେଲିଆର ଏକ ସାର୍ବଜନୀନ ଲାଇବ୍ରେରିରେ ଏମିତି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି, ଯାହା ଶୁଣିଲେ ଯେକୌଣସି ବ୍ୟକ୍ତି ଆଶ୍ଚର୍ଯ୍ୟ ହୋଇଯିବେ। ପ୍ରାୟ…
Archives


