ଏଲଏସି ପ୍ରସଙ୍ଗରେ ଏକତରଫା କାର୍ଯ୍ୟକୁ ଆମେରିକାର ବିରୋଧ…
ଓ୍ବାଶିଂଟନ,୨୮।୧ : ଭାରତ ଏବଂ ଚାଇନା ସୀମାରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ସାମ୍ନାକୁ ଆସିଛି। ଆମେରିକା କହିଛି ଯେ କୌଣସି ପ୍ରକାରର ଏକତରଫା କାର୍ଯ୍ୟ କିମ୍ବା ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ ଉପରେ ଅନୁପ୍ରବେଶକୁ ଆମେ…
ଭାରତ-ଚାଇନା ଆମେରିକା ୟୁରୋପୀୟ ଦେଶଠାରୁ ଆଗୁଆ: ରୁଷିଆ…
ମସ୍କୋ/ନୂଆଦିଲ୍ଲୀ,୨୮।୧ : ରୁଷିଆ ପୁଣିଥରେ ଭାରତ ଏବଂ ଚାଇନାକୁ ପ୍ରଶଂସା କରିଛି। ଏହାକୁ ନେଇ ଆମେରିକା ଏବଂ ୟୁରୋପୀୟ ଦେଶଗୁଡିକର ଚିନ୍ତା ବଢ଼ିବାରେ ଲାଗିଛି। ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ କହିଛନ୍ତି ଯେ ଚାଇନା ଏବଂ ଭାରତ ଅନେକ କ୍ଷେତ୍ରରେ…
ଆର୍ଥିକ ସଙ୍କଟ ମଧ୍ୟରେ ପାକିସ୍ତାନ ଅର୍ଥମନ୍ତ୍ରୀଙ୍କ ବଡ ବୟାନ
ଇସଲାମାବାଦ,୨୮ ।୧: ପାକିସ୍ତାନ ଏବେ କାଙ୍ଗାଳ ହୋଇଯାଇଥିଲେ ବି ଏବେ ପର୍ଯ୍ୟନ୍ତ ତା’ର ମନ୍ତ୍ରୀଙ୍କର ବୟାନ ବାଜି ବନ୍ଦ ହେଉନାହିଁ । ନିକଟରେ ମିଳିଥିବା ସୂଚନା ଅନୁଯାୟୀ, ପାକିସ୍ତାନର ଅର୍ଥମନ୍ତ୍ରୀ ଇଶାକ ଡାର ଧାର୍ମିକ କାର୍ଡ ଖେଳିଥିବା ଦେଖାଯାଇଛି । ଅର୍ଥମନ୍ତ୍ରୀ…
ଜେଫ ଜେଣ୍ଟସ୍ ହ୍ୱାଇଟ ହାଉସର ‘ଚିଫ୍ ଅଫ ଷ୍ଟାଫ’ ନିଯୁକ୍ତ
ୱାଶିଂଟନ,୨୮ ।୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଶୁକ୍ରବାର ଜେଫ ଜେଣ୍ଟସଙ୍କୁ ହ୍ୱାଇଟ ହାଉସର ନୂଆ ‘ଚିଫ ଅଫ୍ ଷ୍ଟାଫ୍’ ନିଯୁକ୍ତ କରିଛନ୍ତି । ସେ ଦୀର୍ଘଦିନ ଧରି ବାଇଡେନଙ୍କ ସହଯୋଗୀଙ୍କ ସହ କାମ କରିଥିଲେ । ଓବାମାଙ୍କ ସରକାରରେ ବି…
ଗାଜା ଉପରେ ଇସ୍ରାଏଲ୍ର ବିମାନ ଆକ୍ରମଣ
ଜେରୁଜେଲମ,୨୮।୧: ଇସ୍ରାଏଲ୍ ସେନା ଆକ୍ରମଣରେ ୪ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ୬୧ ବର୍ଷୀୟା ବୃଦ୍ଧା ଓ ୭ ଜଣ ଉଗ୍ରପନ୍ଥୀ ଅଛନ୍ତି। ପ୍ରଥମେ ଗାଜା ଦୁଇଟି ରକେଟ ମାଡ଼ କରିବା ପରେ ଇସ୍ରାଏଲ୍ ସେନା ଏହାର ଜବାବରେ…
ୟୁକ୍ରେନ୍ ଉପରେ ରୁଷିଆର କ୍ଷେପଣାସ୍ତ୍ର ମାଡ଼: ୧୧ ମୃତ
କିଭ୍,୨୮।୧: ୟୁକ୍ରେନ୍ ଉପରେ ଗୁରୁବାର ରୁଷିଆର କ୍ଷେପଣାସ୍ତ୍ର ମାଡ଼ରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଆକ୍ରମଣରେ ଅନ୍ୟ ୧୧ ଜଣ ଆହତ ହୋଇଥିବା ୟୁକ୍ରେନ୍ ଜରୁରୀ ସେବା ବିଭାଗ ପକ୍ଷରୁ କୁହାଯାଇଛି। ମୁଖ୍ୟତଃ ୟୁକ୍ରେନ୍ର ବିଦ୍ୟୁତ୍ ଭିତ୍ତିଭୂମିକୁ ଟାର୍ଗେଟ କରି…
ଆଦାନୀଙ୍କ କ୍ଷତି ୨.୮୩ ଲକ୍ଷ କୋଟି
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୮।୧: ଆଦାନୀ ଗ୍ରୁପ୍ ବିରୋଧରେ ଆମେରିକାର ଆକ୍ଟିଭିଷ୍ଟ ଇନ୍ଭେଷ୍ଟର ହିଣ୍ଡେନ୍ବର୍ଗ ରିସର୍ଚ୍ଚ ପକ୍ଷରୁ ରିପୋର୍ଟ ପ୍ରଘଟ ପରେ କମ୍ପାନୀ ମୁଖ୍ୟ ଗୌତମ ଆଦାନୀ ବିଶ୍ୱର ଧନୀ ତାଲିକାରେ ତୃତୀୟରୁ ସପ୍ତମ ସ୍ଥାନକୁ ଖସିଯାଇଛନ୍ତି। ଆଦାନୀ ଗ୍ରୁପ୍ ଅଧୀନ କମ୍ପାନୀଗୁଡ଼ିକର ମାର୍କେଟ କ୍ୟାପିଟାଲାଇଜେଶନ୍…
ତୁର୍କୀ ଆକାଶରେ ବିଚିତ୍ର ବାଦଲ
ଅଙ୍କାରା,୨୮।୧: ତୁର୍କୀ ଏବଂ ବୁର୍ସା ଆକାଶରେ ଏକ ବିରଳ ବାଦଲ ସୃଷ୍ଟି ହୋଇଛି, ଯାହା ଅଜଣା ଉଡ଼ନ୍ତା ବସ୍ତୁ (ୟୁଏଫ୍ଓ) ସଦୃଶ ଦେଖାଯାଉଛି। ଗୁରୁବାର ସକାଳେ ଆଖି ସଦୃଶ ଏହି ବିଚିତ୍ର ବାଦଲକୁ ଦେଖିବା ପରେ ଇଣ୍ଟରନେଟରେ ଏହାକୁ ନେଇ ଜୋର୍ଦାର…
ମିଥ୍ୟା ସୂଚନା ଅଭିଯୋଗରେ ସିଆଇଏ. ଏଫବିଆଇର ୱେବସାଇଟ ବ୍ଲକ, ରୁଷିଆ ସେନାଙ୍କୁ ବଦନାମ କରିବାକୁ ଥିଲା ଯୋଜନା
ମସ୍କୋ,୨୮ ।୧: ମିଥ୍ୟା ଖବର ପ୍ରଚାର ଅଭିଯୋଗରେ ରୁଷିଆ ଆମେରିକାର ସରକାରୀ ଏଜେନ୍ସି ସିଆଇଏ ଓ ଏଫବିଆଇର ୱେବସାଇଟକୁ ବ୍ଲକ କରିଦେଇଛି । ରୁଷିଆର ସଂଚାର ନିୟାମକ ରୋସକୋମ୍ନାଡଜୋର ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ଏକ ବୟାନରେ ସେ କହିଛନ୍ତି,…
ଜେରୁଜେଲମର ଏକ ପୂଜା ସ୍ଥଳରେ ଗୁଳିକାଣ୍ଡ, ୮ ମୃତ. ୧୦ ଆହତ, ପୋଲିସ କହିଲା ଆତଙ୍କବାଦୀ ଆକ୍ରମଣ
ଜେରୁଜେଲମ,୨୮ ।୧: ଇସ୍ରାଏଲର ରାଜଧାନୀ ଜେରୁଜେଲମର ବାହାରେ ଥିବା ନେଭେ ୟାକୋଭ ଷ୍ଟ୍ରିଟରେ ଏକ ପୂଜା ସ୍ଥଳରେ ଶୁକ୍ରବାର ଗୁଳିକାଣ୍ଡ ହୋଇଛି । ଇସ୍ରାଏଲ ଉଦ୍ଧାର କାରୀ ସେବା ପକ୍ଷରୁ ଜେରୁଜେଲମ ପୂଜା ସ୍ଥଳରେ ଗୁଳି ଫୁଟିଥିବା କୁହାଯାଇଛି । ଏହି…
ହିଣ୍ଡେନ୍ବର୍ଗ ଖୋଲିଲା ଆଦାନୀ ପେଡ଼ି
ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୮।୧: ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ଆଦାନୀ ଗ୍ରୁପ୍ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଦେଶର ଏହି ଅଗ୍ରଣୀ କମ୍ପାନୀ ନିଜ ଷ୍ଟକ୍ସ ଓ ଆକାଉଣ୍ଟରେ ଦଶନ୍ଧି ଧରି ବ୍ୟାପକ ହେରଫେର କରିଥିବା ନେଇ ଆମେରିକାର ଆକ୍ଟିଭିଷ୍ଟ ଇନ୍ଭେଷ୍ଟର ହିଣ୍ଡେନ୍ବର୍ଗ ରିସର୍ଚ୍ଚ…
‘ମୋ ପାଟି ଚୁପ୍ ପାଇଁ ଚାଲିଛି ପ୍ରୟାସ’
ଇସଲାମାବାଦ,୨୭ା୧: ପିଟିଆଇ ନେତା ଫଓ୍ବାଦ ଚୌଧୁରୀ ଗିରଫ ହେବା ପରେ ପାକିସ୍ତାନ ତେହେରିକ-ଇ-ଇନ୍ସାଫ୍ ମୁଖ୍ୟ ଇମ୍ରାନ ଖାନ୍ କହିଛନ୍ତି, ତାଙ୍କୁ ଗିରଫ କରି ମୋ’ ପାଟି ଚୁପ୍ ରହିବା ପାଇଁ ଉଦ୍ୟମ ଚାଲିଛି। ତେବେ ସେ ମୃତ୍ୟୁ କିମ୍ବା ନଜରବନ୍ଦୀକୁ କେବେ…
Archives


