ଅନ୍ତର୍ଜାତୀୟ

ଆମେରିକା ଜାହାଜରେ ଅଜଣା ରୋଗ: ୩୦୦ ଆକ୍ରାନ୍ତ

ଓ୍ବାଶିଂଟନ, ୧୧ା୩: ଆମେରିକାର ରୁବି ପ୍ରିନ୍ସେସ୍‌ କ୍ରୁଜ୍‌ ଜାହାଜରେ ଅଜଣା ରୋଗରେ ୩୦୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଓ ଜାହାଜ କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି। ଫେବୃୟାରୀ ୨୬ରୁ ମାର୍ଚ୍ଚ ୫ ମଧ୍ୟରେ ଜାହାଜଟି ଟେକ୍ସାସ୍‌ରୁ ମେକ୍ସିକୋ ଯାଉଥିବାବେଳେ ଅଜଣା ରୋଗ ସଂକ୍ରମଣ ହୋଇଥିଲା।…

ଗୁମ୍ଫାରେ ରହି ଚାଷ କରୁଥିଲେ ଜିନ୍‌ପିଙ୍ଗ୍‌

ବେଜିଂ,୧୧ା୩: ୨୦୧୨ରେ ଶି ଜିନ୍‌ପିଙ୍ଗ୍‌ କ୍ଷମତାକୁ ଆସିବା ପରେ ଚାଇନାର କମ୍ୟୁନିଷ୍ଟ ପାର୍ଟି ନେତା ଭାବେ ସର୍ବାଧିକ ଉଦାରବାଦୀ ହେବେ ବୋଲି କେତେଜଣ ପର୍ଯ୍ୟବେକ୍ଷକ ଭବିଷ୍ୟବାଣୀ କରିଥିଲେ। ସମ୍ଭବତଃ ଜିନ୍‌ପିଙ୍ଗ୍‌ଙ୍କ ଦୁର୍ବଳ ପାରିବାରିକ ପୃଷ୍ଠଭୂମିକୁ ଦେଖି ସେତେବେଳେ ଏପରି ଅନୁମାନ କରାଯାଇଥିଲା।…

ଜେହୋଭା ଓ୍ବିଟ୍‌ନେସ୍‌ ହଲ୍‌ରେ ଗୁଳି: ୭ ନିହତ

ହାମ୍‌ବର୍ଗ,୧୧ା୩: ଜର୍ମାନୀର ହାମ୍‌ବର୍ଗସ୍ଥିତ ଏକ ଜେହୋଭା ଓ୍ବିଟ୍‌ନେସ୍‌ ହଲ୍‌ରେ ଜଣେ ବନ୍ଧୁକଧାରୀଙ୍କ ଗୁଳିମାଡ଼ରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୮ ଆହତ ହୋଇଛନ୍ତି, ଯାହାଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ମୃତକଙ୍କ ମଧ୍ୟରେ ଜଣେ ଗର୍ଭବତୀ…

ୟୁକ୍ରେନ୍ ଯୁଦ୍ଧ ଶେଷ କରିବାକୁ ପରମାଣୁ ବୋମା ବ୍ୟବହାର କରିପାରନ୍ତି ପୁଟିନ: ଆମେରିକା ଗୁଇନ୍ଦା ବିଭାଗର ଦାବି

ୱାଶିଂଟନ,୧୧ ।୩: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଯେମିତି ଶେଷ ହେବାର ନାଁ ନେଉନି । ଏହାରି ଭିତରେ ଏବେ ଆମେରିକା ଗୁଇନ୍ଦା ବିଭାଗ ବଡ ଦାବି କରିଛି…

ଆମେରିକାରେ ନୂଆ ବ୍ୟାଙ୍କିଙ୍ଗ ସଙ୍କଟ, ସିଲିକନ ଭ୍ୟାଲି ବ୍ୟାଙ୍କରେ ଲାଗିଲା ତାଲା

କାଲିଫର୍ନିଆ,୧୧ ।୩: ଆମେରିକାରେ ଆରମ୍ଭ ହୋଇଯାଇଛି ନୂଆ ବ୍ୟାଙ୍କିଙ୍ଗ ସଙ୍କଟ । ସେଠାକାର ୧୬ଟି ଶୀର୍ଷ ବ୍ୟାଙ୍କର ତାଲିକାରେ ଥିବା ସିଲିକନ ଭ୍ୟାଲି ବ୍ୟାଙ୍କ(ଏସଭିବି)କୁ ତତ୍କାଳ ବନ୍ଦ କରି ଦିଆଯାଇଛି । ଟେକନିକ ଷ୍ଟାର୍ଟଅପକୁ ଋଣ ଦେବାପାଇଁ ପ୍ରସିଦ୍ଧ ଏଭିବି ଫାଇନାନସିୟାଲ…

ବ୍ରିଟେନ୍‌ରେ ଭୟଙ୍କର ତୁଷାରଝଡ଼: ସ୍କୁଲକୁ କରାଗଲା ବନ୍ଦ, ଟ୍ରେନ୍‌ ବାତିଲ

ଲଣ୍ଡନ,୧୦।୩: ବ୍ରିଟେନ୍‌ରେ ଶୁକ୍ରବାର ଭୟଙ୍କର ତୁଷାରଝଡ଼ ଯୋଗୁ ଦ୍ୱିତୀୟ ଥର ଲାଗି ଟ୍ରେନ୍‌ ଚଳାଚଳ ବାତିଲ କରାଯାଇଛି। ଏଥିସହ କେତେକ ସ୍କୁଲ ମଧ୍ୟ ବନ୍ଦ କରିଦିଆଯାଇଛି। ଲୋକମାନେ ଏକ ପ୍ରମୁଖ ରାଜପଥରେ ଘଣ୍ଟା ଘଣ୍ଟା ଧରି ଅଟକି ରହିଥିବା ଦେଖାଯାଇଛି। ଏହି…

ଉତ୍ତର କୋରିଆରୁ ମିଳିଲା ବହୁ ପୁରୁଣା ବୋମା

ପ୍ୟୋଙ୍ଗୟାଙ୍ଗ,୧୦ା୩: ଉତ୍ତର କୋରିଆର ରାଜଧାନୀ ପ୍ୟୋଙ୍ଗୟାଙ୍ଗସ୍ଥିତ ଏକ ଆପାର୍ଟମେଣ୍ଟ ସାଇଟ୍‌ରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ୧୧୦ରୁ ଅଧିକ ବୋମା, ସେଲ୍‌, ଲ୍ୟାଣ୍ଡମାଇନ୍‌, ଗ୍ରେନେଡ୍‌ ଏବଂ ଅନ୍ୟାନ୍ୟ ବିସ୍ଫୋରକ ସାମଗ୍ରୀ ଦେଖିବାକୁ ପାଇଛନ୍ତି। ୧୯୫୦ କୋରିଆ ଯୁଦ୍ଧରେ ଏହି ସମସ୍ତ ଆମେରିକୀୟ ଅସ୍ତ୍ରଶସ୍ତ୍ର…

ଇରାନ ରାସ୍ତା ଦେଇ ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ

ନୂଆଦିଲ୍ଲୀ/କାବୁଲ,୧୦।୩: ଆଫଗାନିସ୍ତାନକୁ ୨୦ହଜାର ମେଟ୍ରିକ୍‌ ଟନ୍‌ ଗହମ ପଠାଇବ ଭାରତ। ଇରାନର ଚବାହାର ପୋର୍ଟ ଦେଇ ଏହି ଗହମ ସପ୍ଲାଇ କରାଯିବ। ଗୁରୁବାର ଦିଲ୍ଲୀରେ ଇଣ୍ଡିଆ-ସେଣ୍ଟ୍ରାଲ ଏସିଆ ମିଳିତ ଓ୍ବାର୍କିଂ ଗ୍ରୁପ୍‌ର ଏକ ବୈଠକରେ ଏନେଇ ଘୋଷଣା କରାଯାଇଥିଲା। ତେବେ ଭାରତର…

ବିମାନରୁ ମିଳିଲା ଦୁଇ ଜୀବନ୍ତ ଗୁଳି

ସିଓଲ,୧୦ା୩: ଦକ୍ଷିଣ କୋରିଆର ଇଞ୍ଚନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡ଼ାଣ କରିବାକୁ ଥିବା ବିମାନରୁ ଦୁଇଟି ଜୀବନ୍ତ ଗୁଳି ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ବିମାନ ଅଧିକାରୀମାନେ ତୁରନ୍ତ ବିମାନକୁ ସ୍ଥାନାନ୍ତର କରିଥିଲେ। କୁହାଯାଉଛି, ସେହି ସମୟରେ ବିମାନରେ ୨୩୦ ଜଣ ଯାତ୍ରୀ…

ପୁଣି ଥରିଲା ଆଫଗାନିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୧

କାବୁଲ,୧୦।୩: ପୁଣି ଥରିଲା ଆଫଗାନିସ୍ତାନ। ଶୁକ୍ରବାର ସକାଳେ ଆଫଗାନିସ୍ତାନର ଫୌଜାବାଦରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ରେକର୍ଡ କରାଯାଇଛି। ଏନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଭୂକମ୍ପ…

ଆହୁରି ଶକ୍ତିଶାଳୀ ହେଲେ ସି ଜିନ୍‌ପିଙ୍ଗ: ତୃତୀୟଥର ରାଷ୍ଟ୍ରପତି ମନୋନୀତ

ବେଜିଂ,୧୦।୩: ନ୍ୟାଶନାଲ୍‌ ପିପୁଲ୍ସ କଂଗ୍ରେସ (ଏନପିସି) ର ୧୪ ତମ ବୈଠକରେ ସି ଜିନପିଙ୍ଗଙ୍କୁ ତୃତୀୟ ଥର ପାଇଁ ରାଷ୍ଟ୍ରପତି ଭାବେ ମନୋନୀତ କରାଯାଇଛି। ଏହା ତାଙ୍କ ଶକ୍ତି ଆହୁରି ବୃଦ୍ଧି କରିବ। ଶୁକ୍ରବାର ତାଙ୍କୁ ରାଷ୍ଟ୍ରପତି ଭାବରେ ତୃତୀୟ ଥର…

ଭାରତ-ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାର୍ତ୍ତା’କୁ ସମର୍ଥନ କରିବ ଆମେରିକା, ହେଲେ ନିଷ୍ପତ୍ତି ସେମାନଙ୍କୁ ନେବାକୁ ପଡିବ

ୱାଶିଂଟନ,୧୦ ।୩: ଆମେରିକା ଗୁରୁବାର ଦୋହରାଇଛି ଯେ ଦୀର୍ଘ ସମୟରୁ ଲାଗି ରହିଥିବା ବିବାଦର ସମାଧାନ କରିବାକୁ ଭାରତ ଓ ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାତ୍ତା’କୁ ସମର୍ଥନ କରୁଛି । ଆମେରିକା ବୈଦେଶିକ ବିଭାଗର ଏକ ପ୍ରେସ ବ୍ରିଫିଙ୍ଗରେ ପ୍ରବକ୍ତା ନେଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri