ନାଇଜେରିଆରେ ଅବୈଧ ଅଏଲ ରିଫାଇନାରୀରେ ବିସ୍ଫୋରଣ ୧୨ ମୃତ
ଅବୁଜା,୪ ।୩: ନାଇଜେରିଆର ନାଇଜର ଡେଲଟା ଅଞ୍ଚଳରେ ଏକ ଅବୈଧ ରିଫାଇନାରୀରେ ବିସ୍ଫୋରଣ ପରେ ନିଆଁ ଲାଗିଯିବାରୁ ଅତିକମରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ସ୍ଥାନୀୟ ଲୋକଙ୍କ ସୂଚନା ଅନୁଯାୟୀ, ଆଗକୁ ମୃତକଙ୍କ ସଂଖ୍ୟା ବଢିପାରେ । ପୋଲିସ…
ଜାକର୍ତ୍ତାର ତେଲ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ, ଅତିକମରେ ୧୬ ମୃତ ଅନେକେ ଆହତ
ଜାକର୍ତ୍ତା,୪ ।୩: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାର ଏକ ତେଲ ଭଣ୍ଡାର କେନ୍ଦ୍ରରେ ଭିଷଣ ଅଗ୍ନିକାଣ୍ଡ ହେବାରୁ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ଅନେକେ ଆହତ ହୋଇଛନ୍ତି । ମିଡିଆ ରିପୋର୍ଟ ଅନୁଯାୟୀ, ନିଆଁକୁ ଆୟତ୍ତ…
ବାଇଡେନଙ୍କ ଛାତିରୁ ବାହାରିଥିବା ଘା’ କ୍ୟାନସର ସେଲ ଥିଲା: ହ୍ୱାଇଟ ହାଉସ ଡାକ୍ତର
ୱାଶିଂଟନ,୪ ।୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ୱାସ୍ଥ୍ରକୁ ନେଇ ହ୍ୱାଇଟ ହାଉସର ଡାକ୍ତର ଏକ ବଡ ଅପଡେଟ ସାମ୍ନାକୁ ଆଣିଛନ୍ତି । ହ୍ୱାଇଟ ହାଉସର ଚିକିତ୍ସକ ଡାକ୍ତର କେୱିନ ଓ’କନର ଶୁକ୍ରବାର କହିଛନ୍ତି, ଗତ ମାସରେ ବାଇଡେନଙ୍କ ଛାତିରୁ ବାହାରିଥିବା…
ନୋବେଲ ବିଜେତାଙ୍କୁ ୧୦ ବର୍ଷ ଜେଲ
ମସ୍କୋ,୪ା୩: ବେଲାରୁଷର ଏକ କୋର୍ଟ ନୋବେଲ ଶାନ୍ତି ପୁରସ୍କାର ବିଜେତା ତଥା ମାନବାଧିକାର କର୍ମୀ ଆଲେସ୍ ବିଆଲିଆତ୍ସ୍କିଙ୍କୁ ଶୁକ୍ରବାର ୧୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ବିକ୍ଷୋଭ ପାଇଁ ପାଣ୍ଠି ଯୋଗାଣ ସମେତ ଅନ୍ୟ କେତେକ ଆପରାଧିକ ମାମଲାରେ ତାଙ୍କୁ ଏହି…
ଇରାନ ସ୍କୁଲ ଛାତ୍ରୀଙ୍କୁ ବିଷ
ତେହରାନ/ବର୍ଲିନ/ଜେନେଭା,୪ା୩: ଗତ ଡିସେମ୍ବର ୧୬ରେ ମୋରାଲଟି ପୋଲିସର ଅମାନୁଷିକ କାର୍ଯ୍ୟାନୁଷ୍ଠାନରେ କୁର୍ଦ୍ଦିଶ୍ ଯୁବତୀ ମହସା ଅମିନୀଙ୍କ ଜୀବନ ଯିବା ପରେ ଇରାନ୍ରେ ହିଜାବ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଥିଲା। ଏହି ଆନ୍ଦୋଳନର ନିଅଁା ନ ଲିଭୁଣୁ ସ୍କୁଲଗୁଡ଼ିକରେ ଛାତ୍ରୀମାନଙ୍କୁ ବିଷ ଦିଆଯାଉଥିବା…
ନୋବେଲ ଶାନ୍ତି ପୁରସ୍କାର ବିଜେତାଙ୍କୁ ୧୦ ବର୍ଷ ଜେଲ
ମସ୍କୋ,୩ା୩: ବେଲାରୁଷର ଏକ କୋର୍ଟ ନୋବେଲ ଶାନ୍ତି ପୁରସ୍କାର ବିଜେତା ତଥା ମାନବାଧିକାର କର୍ମୀ ଆଲେସ୍ ବିଆଲିଆତ୍ସ୍କିଙ୍କୁ ଶୁକ୍ରବାର ୧୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ବିକ୍ଷୋଭ ପାଇଁ ପାଣ୍ଠି ଯୋଗାଣ ସମେତ ଅନ୍ୟ କେତେକ ଆପରାଧିକ ମାମଲାରେ ତାଙ୍କୁ ଏହି…
ମୋଦିଙ୍କ ଏହି ଯୋଜନାକୁ ପ୍ରଶଂସା କଲେ ରାହୁଲ ଗାନ୍ଧୀ
ଲଣ୍ଡନ,୩।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବ୍ରିଟେନ ଗସ୍ତରେ ଅଛନ୍ତି। ଏହି ଅବସରରେ ସେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟର ବିଜ୍ନେସ୍ ସ୍କୁଲର ଛାତ୍ରୀଛାତ୍ରଙ୍କୁ ସମ୍ବୋଧିତ କରିଥିଲେ। ନିଜ ସମ୍ବୋଧନରେ ରାହୁଲ ଗାନ୍ଧୀ ଦେଶର ମୋଦି ସରକାରଙ୍କ ଉପରେ ଟାର୍ଗେଟ୍ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି…
ଟ୍ରମ୍ପଙ୍କ ବିରୋଧରେ ମାମଲା ରୁଜୁ କରିବ ପୋଲିସ
ଓ୍ବାଶିଂଟନ,୩ା୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଆମେରିକାର ସଂସଦ (କ୍ୟାପିଟାଲ ହିଲ୍) ଦଙ୍ଗା ମାମଲାରେ ଅସୁବିଧା ବଢ଼ିପାରେ। ଆମେରିକା ସଂସଦରେ ଟ୍ରମ୍ପଙ୍କ ସମର୍ଥକଙ୍କ ଆକ୍ରମଣରେ ପୋଲିସ ଏବଂ ଅନ୍ୟମାନେ ଆହତ ହୋଇଥିବା ପୋଲିସ ବିଭାଗ କୋର୍ଟକୁ କହିଛି, ପୂର୍ବତନ…
କେମ୍ବ୍ରିଜରେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ/ଲଣ୍ଡନ,୩ ।୩: କଂଗ୍ରେସ ନେତା ତଥା ୱାୟନାଡ ଏମପି ରାହୁଲ ଗାନ୍ଧୀ ଏବେ ଲଣ୍ଡନ ଗସ୍ତରେ ଅଛନ୍ତି । ସେଠାରେ ସେ କେମ୍ବ୍ରିଜ ବିଶ୍ୱିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ଭାରତର ମୋଦି ସରକାରଙ୍କ ଉପରେ…
ଆମ ସୀମାରେ ପ୍ରବେଶ କରିଛନ୍ତି ୟୁକ୍ରେନ୍ ଆକ୍ରମଣକାରୀ ନାଗରିକଙ୍କ ଉପରେ କରିଛନ୍ତି ଗୁଳି ବର୍ଷଣ, ଯୁଦ୍ଧ ମଧ୍ୟରେ ପୁଟିନଙ୍କ ଦାବି
ମସ୍କୋ,୩ ।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ୟୁକ୍ରେନ ଉପରେ ଏକ ବଡ ଅଭିଯୋଗ ଆଣିଛନ୍ତି । ପୁଟିନ ଦାବି କରିଛନ୍ତି, କି ୟୁକ୍ରେନର ଏକ ବଡ ଗ୍ରୁପ ଗୁରୁବାର ରୁଷିଆ ସୀମାରେ ପ୍ରବେଶ କରିଛନ୍ତି ଓ ଆତଙ୍କବାଦୀ ଭଳି ସାଧାରଣ…
ଭୋ ଭାନ୍ ଥୋଙ୍ଗ ଭିଏଟ୍ନାମ ରାଷ୍ଟ୍ରପତି
ହାନୋଇ, ୩।୩:ଭୋ ଭାନ୍ ଥୋଙ୍ଗ୍ ଗୁରୁବାର ଭିଏଟ୍ନାମର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। କମ୍ୟୁନିଷ୍ଟ ପାର୍ଟି ଅଫ୍ ଭିଏଟନାମ (ସିପିଭି)ର ପୋଲିଟବ୍ୟୁରୋ ସଦସ୍ୟ ଥୋଙ୍ଗ୍ଙ୍କୁ ରାଷ୍ଟ୍ରପତି ପଦ ପାଇଁ ୯୮.୩୮% ଭୋଟ ମିଳିଥିଲା। ରାଷ୍ଟ୍ରପତି ଏବଂ ସୋସିଆଲିଷ୍ଟ ରିପବ୍ଲିକ୍ ଅଫ୍ ଭିଏତନାମର…
ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କଲା ଆମେରିକା
ୱାଶିଂଟନ,୩ ।୩: ଭାରତର ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କ ଦୁଇ ଦିନିଆ ବୈଠକ ଶେଷ ହେବା ପରେ ଆମେରିକା ଭାରତର ଜି-୨୦ ନେତୃତ୍ୱକୁ ପ୍ରଶଂସା କରିଛି । ଆମେରିକା ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ନେଡ ପ୍ରାଇସ ଗୁରୁବାର…
Archives


