ଅନ୍ତର୍ଜାତୀୟ

ଇମ୍ରାନଙ୍କ ବିରୋଧରେ ଜାମିନ ବିହୀନ ଓ୍ବାରେଣ୍ଟ…

ଉସଲାମାବାଦ,୨୮।୨ : ଅର୍ଥ ହେରଫେର ମାମଲାରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଏକ ପାକିସ୍ତାନୀ କୋର୍ଟ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ଅପରପକ୍ଷରେ ଅନ୍ୟ ଦୁଇଟି ମାମଲାରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହି ସମୟରେ…

ଆତଙ୍କବାଦ ବିରୋଧୀ ପଦକ୍ଷେପରେ ପାକିସ୍ତାନ ପଛୁଆ, ବଢ଼ିଛି ଆତଙ୍କବାଦୀ ଆକ୍ରମଣ…

ଓ୍ବାଶିଂଟନ/ଇସଲାମାବାଦ,୨୮।୨ : ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଦେବା ଏବଂ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ଅଭିଯୋଗ ପାକିସ୍ତାନ ବିରୋଧରେ ସର୍ବଦା ହୋଇଆସୁଛି। ସେ ଏ ବାବଦରେ ଦେଶ ମଧ୍ୟ ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇଛି।, ଏହା ପରେ ପାକିସ୍ତାନ ସରକାର ଆତଙ୍କବାଦ ବିରୋଧରେ…

ଯୁଦ୍ଧରେ ପୁଟିନ ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରିବା ଆଶଙ୍କା, ସିଆଇଏ କହିଲା ଭାରତ-ଚାଇନାର ବିରୋଧ ଗୁରୁତ୍ୱପୂର୍ଣ୍ଣ…

ଓ୍ବାଶିଂଟନ,୨୮।୨ : ଆମେରିକାର ଗୁପ୍ତଚର ଏଜେନ୍ସି ସିଆଇଏର ମୁଖ୍ୟ ବିଲ ବର୍ନସ କହିଛନ୍ତି ଯେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ରାଷ୍ଟ୍ରପତି ଭ୍ଳାଡିମିର ପୁଟିଙ୍କ ଦ୍ୱାରା ଆଣବିକ ଅସ୍ତ୍ରଶସ୍ତ୍ର ବ୍ୟବହାର ନେଇ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କ…

ପାକିସ୍ତାନରେ ଆତଙ୍କବାଦୀଙ୍କ ହତ୍ୟା ଜାରି, ଏଜାଜ ପରେ ହିଜବୁଲ କମାଣ୍ଡର ଏବେ ଅଲ ବଦର ମୁଖ୍ୟଙ୍କୁ ହତ୍ୟା, ସଂଗଠନର ବଢ଼ିଲା ଚିନ୍ତା…

ଇସଲାମାବାଦ,୨୮।୨ : ଗତ ୧୫ ଦିନ ମଧ୍ୟରେ ଆର୍ଥିକ ସଙ୍କଟ, ମୁଦ୍ରାସ୍ଫୀତି ଏବଂ ରାଜନୈତିକ ଅସ୍ଥିରତାର ସମ୍ମୁଖୀନ ହେଉଥିବା ପାକିସ୍ତାନରେ ତିନିଜଣ ବଡ ଆତଙ୍କବାଦୀଙ୍କୁ ହତ୍ୟା କରାଯାଇଛି। ଏହି ତିନିଜଣଙ୍କୁ ଭାରତ ସରକାରଙ୍କ ପକ୍ଷରୁ ମୋଷ୍ଟ ଓ୍ବାଣ୍ଟେଡ ଘୋଷଣା କରାଯାଇଥିଲା। ଭାରତରେ…

ଜି-୨୦ ବୈଠକରେ ଯୋଗଦେବାକୁ ଭାରତ ଆସିବେନି ଜାପାନ ବୈଦେଶିକ ମନ୍ତ୍ରୀ…

ଟୋକିଓ,୨୮।୨ : ବୁଧବାର ଠାରୁ ଭାରତରେ ଆରମ୍ଭ ହେବାକୁ ଥିବା ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଜାପାନର ବୈଦେଶିକ ମନ୍ତ୍ରୀ ୟୋସିମାସା ହାୟାଶି ଯୋଗଦେବେ ନାହିଁ। ଜାପାନ ସଂସଦରେ ବଜେଟ ଉପରେ ଆଲୋଚନା ହେବ। ସେହି କାରଣରୁ ଜାପାନର ବ…

ଭୂକମ୍ପର ୨୧ ଦିନ ପରେ ଜୀବନ୍ତ ଉଦ୍ଧାର ହେଲା ଘୋଡା, ଭାଇରାଲ ହେଉଛି ଭିଡିଓ

ଆଙ୍କାରା,୨୮।୨: ଫେବୃୟାରୀ ୬ରେ ତୁର୍କୀ ଏବଂ ସିରିଆରେ ଶକ୍ତିଶାଳୀ ଭୂକମ୍ପରେ ବ୍ୟାପକ ଧ୍ୱଂସ ଘଟିଥିଲା। ଏଥିରେ ପ୍ରାୟ ୫୦ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଏଥିସହ ଭୂକମ୍ପ ଯୋଗୁ ହଜାର ହଜାର ଘର ନଷ୍ଟ ହେବା କାରଣରୁ ବହୁ ଜନସଂଖ୍ୟା…

ଆମେରିକା ସାଂସଦଙ୍କ ବଡ ବୟାନ: ଚାଇନା ବିରୋଧରେ ଆମେରିକାକୁ ଯେଉଁ ସହଯୋଗ ଦରକାର, ସେଥିପାଇଁ ଭାରତ ଏକଦମ ଠିକ୍‌

ୱାଶିଂଟନ,୨୮ ।୨: ଆମେରିକାର ବରିଷ୍ଠ ସିନେଟର ଚକ ଶୁମର କହିଛନ୍ତି, ଚାଇନା ବିରୋଧରେ ଆମେରିକାକୁ ଯେଉଁଭଳି ସହଯୋଗର ଆବଶ୍ୟକତା ରହିଛି ଭାରତ ସେହି ଭୂମିକା ପାଇଁ ଏକଦମ ଠିକ୍ । ଶୁମର ଦାବି କରିଛନ୍ତି କି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର…

ପୁଣି ବିଶ୍ୱର ୧ ନମ୍ବର ଧନୀ ହେଲେ ମସ୍କ

ଓ୍ବାଶିଂଟନ୍‌,୨୮।୨: ଟେସଲା ସିଇଓ ଏଲନ ମସ୍କ ପୁଣି ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି ହୋଇଛନ୍ତି। ଗତ ବର୍ଷ ଅଧିକ କ୍ଷତି ହେତୁ ବିଶ୍ୱର କୋଟିପତି ତାଲିକାରେ ଦୁଇ ନମ୍ବରକୁ ଖସି ଆସିଥିଲେ, କିନ୍ତୁ ଚଳିତ ବର୍ଷ ସମ୍ପତ୍ତି ବୃଦ୍ଧି ହେତୁ…

ଆତଙ୍କବାଦ ବିରୋଧରେ ଭାରତ କରିଛି ଭଲକାମ, ଆମେରିକା ସରକାରଙ୍କ ରିପୋର୍ଟରେ ପ୍ରଶଂସା

ୱାଶିଂଟନ,୨୮ ।୨: ଆମେରିକା ସରକାରଙ୍କ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଭାରତ ସରକାର ଆତଙ୍କବାଦ ବିରୋଧରେ ଭଲ କାମ କରିଛନ୍ତି । ରିପୋର୍ଟରେ କୁହାଯାଇଛି, ଭାରତ ଆତଙ୍କବାଦ ସଙ୍ଗଠନକୁ ଚିହ୍ନିବା, ଏହାକୁ ନଷ୍ଟ କରିବା ଓ ଆତଙ୍କବାଦ ଭଳି ବିପଦକୁ…

କଶ୍ମୀରରେ ଆତଙ୍କବାଦ ସୃଷ୍ଟି କରୁଥିବା ଖାଲିଦ ରଜାଙ୍କୁ ପାକିସ୍ତାନରେ ଗୁଳି

ଇସଲାମାବାଦ,୨୮ ।୨: ଜମ୍ମୁ-କଶ୍ମୀରରେ ଅଲ-ବଦ୍ର ନାମକ ଆତଙ୍କବାଦୀ ସଙ୍ଗଠନର ପୂର୍ବତନ କମାଣ୍ଡର ଖାଲିଦ ରଜାଙ୍କର ପାକିସ୍ତାନର କରାଚିରେ ମୃତ୍ୟୁ ହୋଇଛି । ପାକିସ୍ତାନି ମିଡିଆର ସୂଚନା ଅନୁଯାୟୀ, ଅଜ୍ଞାତ ବ୍ୟକ୍ତି ରବିବାର ଖାଲିଦଙ୍କୁ ତାଙ୍କ ଘର ବାହାରେ ଗୁଳି କରିଦେଇଛନ୍ତି ।…

ଆଫଗାନିସ୍ତାନ-ତାଜିକିସ୍ତାନରେ ପୁଣି ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୪.୦ରୁ ଅଧିକ

କାବୁଲ,୨୮ ।୨: ଆଫଗାନିସ୍ତାନ ଓ ତାଜିକିସ୍ତାନରେ ପୁଣିଥରେ ଭୂକମ୍ପର ଝଟ୍‌କା ଅନୁଭୁତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର କହିଛି ମଙ୍ଗଳବାର ଭୋର ସମୟରେ ଆଫଗାନିସ୍ତାନରେ ୪.୧ ତୀବ୍ରତାର ଭୂକମ୍ପ ଆସିଛି । ସେହିଭଳି ତାଜିକିସ୍ତାନରେ ୪.୩ ତୀବ୍ରତାର ଭୂକମ୍ପ…

ପାଖ ଲୋକ ପୁଟିନ୍‌ଙ୍କୁ ହତ୍ୟା କରିବେ: ଜେଲେନ୍‌ସ୍କି

କିଭ୍‌,୨୮।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ତାଙ୍କ ପାଖ ଲୋକଙ୍କ ଦ୍ୱାରା ହତ୍ୟାର ଶିକାର ହେବେ ବୋଲି ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଦାବି କରିଛନ୍ତି। ରୁଷିଆ ଆକ୍ରମଣକୁ ବର୍ଷେ ପୂରିବା ନେଇ ୟୁକ୍ରେନ୍‌ ପକ୍ଷରୁ ଏକ ବୃତ୍ତଚିତ୍ର ନିର୍ମାଣ କରାଯାଇଛି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri