ଅନ୍ତର୍ଜାତୀୟ

ଟ୍ରମ୍ଫକୁ ହତ୍ୟା ଧମକ: ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କୁ ମାରିବାକୁ ଇରାନ ପ୍ରସ୍ତୁତ କରିଛି କ୍ରୁଜ ମିଶାଇଲ

ତେହରାନ,୨୫ ।୨: ଇରାନରୁ ଏକ ବଡ ଖବର ସାମ୍ନାକୁ ଆସିଛି । ଏଠାରେ ଇରାନର ଟପ କମାଣ୍ଡର ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫଙ୍କୁ ହତ୍ୟା ଧମକ ଦେଇଛନ୍ତି । ଏଥିପାଇଁ ୧୬୫୦ କିଲୋମିଟର ପର୍ଯ୍ୟନ୍ତ ଭେଦ କରିବାର କ୍ଷମତା ରଖିଥିବା…

ପାକିସ୍ତାନରେ ଖୋଲାଖୋଲି ବୁଲୁଛନ୍ତି ହିଜବୁଲର ମୁଖ୍ୟ ସଲାଉଦ୍ଦିନ

ଇସଲାମାବାଦ,୨୫ ।୨: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ତା’ର ପୂର୍ବ ପ୍ରକୃତିକୁ ଛାଡି ପାରୁ ନାହିଁ । ବିଶ୍ୱ ସଙ୍ଗଠନର ବହୁ ପ୍ରତିବନ୍ଧକ ପରେ ବି ଏଠାରେ ସଡ଼କରେ ଖୋଲାଖୋଲି ଭାବେ ବୁଲୁଛନ୍ତି ଆତଙ୍କବାଦୀ । ନିକଟରେ…

ରୁଷିଆ ଇରାନକୁ ଦେଇପାରେ ଯୁଦ୍ଧ ବିମାନ, ଆମେରିକା ରଖିଛି ନଜର: ହ୍ୱାଇଟ ହାଉସ

ୱାଶିଂଟନ,୨୫ ।୨: ହ୍ୱାଇଟ ହାଉସ ପକ୍ଷରୁ ଶୁକ୍ରବାର କୁହାଯାଇଛି କି ରୁଷିଆ ଓ ଇରାନ ମଧ୍ୟରେ ବଢିଚାଲିଥିବା ପ୍ରତିରକ୍ଷା ସମ୍ପର୍କକୁ ଦେଖିଲେ ରୁଷିଆ ଇରାନକୁ ଯୁଦ୍ଧ ବିମାନ ଦେଇପାରେ । ଆମେରିକାର ଖବରକାଗଜ ଦ ହିଲ ଏହି ସୂଚନା ଦେଇଛି ।…

ୟୁଏନ୍‌ଜିଏରେ ପାକିସ୍ତାନକୁ ଭାରତର ନିନ୍ଦା

ଜାତିସଂଘ,୨୫ା୨(ପି.ଟି.): ଜାତିସଂଘ ସାଧାରଣ ସଭାରେ ୟୁକ୍ରେନ୍‌ ଉପରେ ସ୍ବତନ୍ତ୍ର ଅଧବେଶନ ବସିଥିବାବେଳେ ସେଠାରେ ପାକିସ୍ତାନ ଜମ୍ମୁ-କଶ୍ମୀର ପ୍ରସଙ୍ଗ ଉଠାଇବାରୁ ଭାରତ ଏହାର ନିନ୍ଦା କରିଛି। ଇସ୍‌ଲାମାବାଦ ଏଭଳି ପ୍ରସଙ୍ଗ ଉଠାଇବା ଦୁଃଖଦାୟକ ଓ ଭୁଲ୍‌ ଉପସ୍ଥାପନା ବୋଲି ନୂଆଦିଲ୍ଲୀ କହିଛି। ଆତଙ୍କବାଦୀଙ୍କୁ…

ଭାରତୀୟ କନ୍‌ସୁଲେଟ୍‌କୁ ଖଲିସ୍ତାନୀଙ୍କ ଟାର୍ଗେଟ

ମେଲ୍‌ବୋର୍ନ,୨୫ା୨(ପି.ଟି.): ଅଷ୍ଟ୍ରେଲିଆରେ ବ୍ରିସ୍‌ବେନ୍‌ରେ ଥିବା ଭାରତର ଅନରାରି କନ୍‌ସୁଲେଟ୍‌କୁ ଖଲିସ୍ତାନୀ ସମର୍ଥକମାନେ ଟାର୍ଗେଟ କରିଛନ୍ତି। ସେମାନେ କନ୍‌ସୁଲେଟ୍‌ କାର୍ଯ୍ୟାଳୟ ଆଗରେ ଖଲିସ୍ତାନୀ ପତାକା ଉଡ଼ାଇଛନ୍ତି। ଅଷ୍ଟ୍ରେଲିଆରେ ଭାରତୀୟ ସମ୍ପ୍ରଦାୟଙ୍କ ବିରୋଧରେ ଏହା ସଦ୍ୟତମ ଉଗ୍ରବାଦୀ କାର୍ଯ୍ୟ ବୋଲି ଏକ ଗଣମାଧ୍ୟମ ରିପୋର୍ଟରେ…

ଚାଇନା ଦେଲା ଶାନ୍ତି ପ୍ରସ୍ତାବ

ବେଜିଂ,୨୫ା୨: ୟୁକ୍ରେନ୍‌ରେ ଯୁଦ୍ଧର ଅନ୍ତ ଘଟାଇବା ପାଇଁ ଚାଇନା ଶୁକ୍ରବାର ଶାନ୍ତି ପ୍ରସ୍ତାବ ଦେଇଛି। କିନ୍ତୁ ପାଶ୍ଚାତ୍ୟ ଶକ୍ତିଗୁଡ଼ିକ ଏହାକୁ ତତ୍କାଳ ଅଗ୍ରାହ୍ୟ କରିବା ସଙ୍ଗେ ସଙ୍ଗେ ମସ୍କୋ ସହ ଘନିଷ୍ଠତା ନ ବଢ଼ାଇବାକୁ ବେଜିଂକୁ ଚେତାବନୀ ଦେଇଛନ୍ତି। ୟୁକ୍ରେନ୍‌ ରାଷ୍ଟ୍ରପତି…

ଅଜେୟ ୟୁକ୍ରେନ୍‌

କିଭ୍‌,୨୫ା୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ୟୁକ୍ରେନ୍‌ରେ ଲଢ଼ାଯାଉଛି ୟୁରୋପର ସବୁଠୁ ଲମ୍ବା ଲଢ଼େଇ। ରୁଷିଆର ଏହି ଆକ୍ରମଣକୁ ଶୁକ୍ରବାର ବର୍ଷେ ପୂରଣ ହୋଇଛି। ସଂଘର୍ଷର ବର୍ଷପୂର୍ତ୍ତି ଅବସରରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି କହିଛନ୍ତି, ଆମ ଦେଶ ସାରା ବିଶ୍ୱକୁ ପ୍ରେରଣା…

ରୁଷିଆ ସହ ସମ୍ପର୍କ ଶେଷ କରିବ ନାହିଁ ଭାରତ, ଆଶା କରୁଛୁ ୟୁକ୍ରେନ ବିବାଦକୁ ଶେଷ କରିବାକୁ ହେବ ପ୍ରୟାସ: ଆମେରିକା

ୱାଶିଂଟନ,୨୫ ।୨: ଦକ୍ଷିଣ ଓ ମଧ୍ୟ ଏସିଆ ମାମଲାରେ ଆମେରିକାର ସହାୟକ ବୈଦେଶିକ ମନ୍ତ୍ରୀ ଡୋନାଲ୍ଡ ଲୁ ରୁଷିଆ-ୟୁକ୍ରେନ୍ ସଂଘର୍ଷକୁ ନେଇ ଭାରତ ଚିନ୍ତାଧାରାକୁ ନେଇ ଆମେରିକି ଦୃଷ୍ଟିକୋଣ ବ୍ୟକ୍ତ କରିଛନ୍ତି । ସେ ଦାବି କରି କହିଛନ୍ତି, ଆମେରିକାକୁ ଲାଗୁନାହିଁ…

୩୬୫ ଦିନରେ ଯୁଦ୍ଧ

ୟୁକ୍ରେନ୍‌ ବିରୋଧୀ ଯୁଦ୍ଧରେ ମସ୍କୋ ବିପୁଳ ଅର୍ଥ ଖର୍ଚ୍ଚ କରୁଛି। ସୀମାକୁ ପର୍ଯ୍ୟାପ୍ତ ସୈନ୍ୟ ଓ ସାମରିକ ଉପକରଣ ପଠାଉଛି। ଅନ୍ତର୍ଜାତୀୟ ସମୁଦାୟର କଟକଣା ଯୋଗୁ ରୁଷିଆର ଆର୍ଥତ୍କ ମେରୁଦଣ୍ଡ ଦୋହଲି ଯାଇଥିବାବେଳେ ତୈଳ ଓ ଗ୍ୟାସ୍‌ ରପ୍ତାନି ଭଳି ରାଜସ୍ବର…

ଆଫଗାନିସ୍ତାନ-ପାକିସ୍ତାନ ସୀମା ପୁଣି ବନ୍ଦ

କାବୁଲ,୨୪ା୨: ଆଫଗାନିସ୍ତାନ ସହ ସଂଯୋଗ କରୁଥିବା ଗୁରୁତ୍ୱପୂର୍ଣ୍ଣ ସୀମାକୁ ଖୋଲା ଯିବାର କିଛି ଘଣ୍ଟା ପରେ ଏହାକୁ ପୁଣି ବନ୍ଦ କରି ଦିଆଯାଇଛି। ଏନେଇ ଅଧିକାରୀମାନେ ସୂଚନା ଦେଇଛନ୍ତି। ଆଫଗାନିସ୍ତାନର ତାଲିବାନ ଶାସକ ରବିବାର ଏହି କ୍ରସିଂ ବନ୍ଦ କରିଥିଲେ। ଏହାକୁ…

ରୁଷିଆ-ୟୁକ୍ରେନ ଯୁଦ୍ଧକୁ ପୂରିଲା ବର୍ଷେ

କିଭ୍‌,୨୪।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ଆଜି ବର୍ଷେ ପୂରଣ ହୋଇଛି। ୨୪ ଫେବୃଆରୀ ୨୦୨୨ରେ, ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଥିଲା। ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଚାଲିଛି । ବିଭିନ୍ନ ରିପୋର୍ଟ ଅନୁଯାୟୀ, ଗୋଟିଏ…

ୟୁକ୍ରେନକୁ ଆଉ ୨ ବିଲିୟନ ଡଲାର ସହାୟତା ଦେଲା ଆମେରିକା

କିଭ୍‌,୨୪।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ହେବାର ଗୋଟିଏ ବର୍ଷ ବିତିଗଲାଣି। ଗୋଟିଏ ପଟେ ଆମେରିକାର ନେତୃତ୍ୱରେ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସାହାଯ୍ୟ କରୁଛନ୍ତି। ଏଥି ସହିତ ରୁଷିଆ ନିଜର ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରୁଛି। ଏହି ସମୟରେ ଆମେରିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri