ଅନ୍ତର୍ଜାତୀୟ

ଯୁଦ୍ଧରେ ପୁଟିନଙ୍କ ଏଣ୍ଟ୍ରି? ଆମେରିକା ଆଖି ଆଗରେ ଖାମେନେଇଙ୍କୁ ନେଇଗଲା ରୁଷିଆ!

ମସ୍କୋ,୧୫।୩: ଏପର୍ଯ୍ୟନ୍ତ, ସମ୍ଭାବ୍ୟ ଇରାନ-ଆମେରିକା ସଂଘର୍ଷରେ ରୁଷିଆର ଭୂମିକା ସମ୍ପର୍କରେ ଆଲୋଚନା କେବଳ କଳ୍ପନାଜଳ୍ପନା ହୋଇ ରହିଥିଲା; ତଥାପି, ଏକ ନୂତନ ରିପୋର୍ଟ ଏବେ ସାମ୍ନାକୁ ଆସିଛି ଯାହା – ଯଦି ସତ୍ୟ ପ୍ରମାଣିତ ହୁଏ – ତେବେ ଯୁଦ୍ଧର ଗତିପଥକୁ…

ଯୁଦ୍ଧ ହେଲା ଭୟଙ୍କର: ସରକାରୀ କର୍ମଚାରୀଙ୍କ କଟିବ ଦରମା, ସରକାର ନେଲେ ବଡ଼ ନିଷ୍ପତ୍ତି

ଇସଲାମବାଦ,୧୫।୩: ମଧ୍ୟପ୍ରାଚ୍ୟ ଯୁଦ୍ଧରେ କେବଳ ଗୋଟିଏ ଦେଶରେ ନୁହେଁ ସାରା ବିଶ୍ୱରେ ପଡିଛି ବଡ଼ ପ୍ରଭାବ । ଏବେ ଖବର ଆସିଛି ଯେ ଯୁଦ୍ଧ ଯୋଗୁ କେବଳ ପେଟ୍ରୋଲ, ସିଲିଣ୍ଡର କି ଅତ୍ୟାବଶକୀୟ ଜିନିଷ ନୁହେଁ ଦରମାରେ ବି ପଡିଛି ବଡ଼…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼ କରିଛି। ଉ. କୋରିଆ ଛାଡିଥିବା ଏହି ୧୦ ବାଲିଷ୍ଟିକ୍‌ ମିଶାଇଲ ଜାପାନର ସ୍ୱତନ୍ତ୍ର…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି କରିବାକୁ ଇରାନ୍‌ ସାଉଦି ଆରବ, ୟୁଏଇ, କାତାର,ବାହାରିନ୍‌, କୁଏଟ୍‌ ଭଳି ବହୁ ଉପସାଗରୀୟ…

ଆମେରିକା ଉପରେ ଭୟଙ୍କର ଆକ୍ରମଣ କଲା ଇରାନ, ସବୁ ଛାରଖାର…

ତେହରାନ୍‌/ଓ୍ୱାଶିଂଟନ୍‌,୧୫ା୩:(ଏ.ପି./ରଏଟର୍ସ) ମଧ୍ୟପ୍ରାଚ୍ୟ ଯୁଦ୍ଧ ଶନିବାର ତୃତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଇରାନ୍‌ର ମୁଖ୍ୟ ତୈଳ ରପ୍ତାନି କେନ୍ଦ୍ର ଖାର୍ଗ ଦ୍ୱୀପରେ ଆମେରିକା ଆକ୍ରମଣ କରିଛି। ‘କ୍ରାଉନ୍‌ ଜୁଏଲ୍‌’ ନାମରେ ପରିଚିତ ଏହି ଦ୍ୱୀପ ଉପରେ ଆମେରିକୀୟ ବାୟୁସେନା ପକ୍ଷରୁ ଆକାଶର୍ମାଗରୁ ବୋମା…

ଶ୍ରୀଲଙ୍କା ଛାଡିଲା ୮୪ ଇରାନୀ ନାବିକଙ୍କ ମୃତଦେହ ନେଇ ଯାଉଥିବା ତୁର୍କୀ ବିମାନ, ପ୍ରତିଶୋଧର ଶପଥ ନେଲା…

କଲମ୍ବୋ,୧୪।୩: ଭାରତ ମହାସାଗରରେ ଆମେରିକୀୟ ଆକ୍ରମଣର ଶିକାର ହୋଇଥିବା ଇରାନୀ ଯୁଦ୍ଧଜାହାଜ IRIS ଡେନା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଏହି ଆକ୍ରମଣରେ ମୃତ୮୪ ଜଣ ଇରାନୀ ନାବିକଙ୍କ ମୃତଦେହକୁ ସ୍ବଦେଶ ଫେରାଇ ଆଣିଛି। ଶ୍ରୀଲଙ୍କାର ଦକ୍ଷିଣ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର କୋରିଆ କେବଳ ଗୋଟିଏ କିମ୍ୱା ଦୁଇଟି ନୁହେଁ, ବରଂ ମୋଟ 10 ଟି…

ଦୋହଲିଗଲା ଖାର୍ଗ ଦ୍ୱୀପ! ଟ୍ରମ୍ପଙ୍କ ଦାବି: ସମସ୍ତ ଇରାନୀ ସାମରିକ ଘାଟି ଧ୍ୱଂସ; ଜାରି କଲେ ଭିଡିଓ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନର ଖାର୍ଗ ଦ୍ୱୀପରେ ଆମେରିକାର ସେନା ପ୍ରବଳ ବୋମାମାଡ଼ କରିଛି। ଟ୍ରମ୍ପଙ୍କ ଅନୁଯାୟୀ, ଏହି ଆକ୍ରମଣରେ ଦ୍ୱୀପରେ ଅବସ୍ଥିତ ସମସ୍ତ ସାମରିକ ଘାଟି ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ଯଦିଓ ସେ…

ଭାରତ ସାମ୍ନାରେ ହାତ ପତାଉଛି ଆମେରିକା! ଯୁଦ୍ଧ ମଧ୍ୟରେ କାହିଁକି ଏମିତି କହିଲେ ଇରାନ ବୈଦେଶିକ ମନ୍ତ୍ରୀ? ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକାର ଆକ୍ରମଣ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି, ରୁଷୀୟ ତୈଳ ସମ୍ପର୍କରେ ୱାଶିଂଟନକୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଟ୍ରମ୍ପ ପ୍ରଶାସନ ଏବେ ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶକୁ ରୁଷୀୟ ତୈଳ କିଣିବାକୁ…

ହର୍ମୁଜକୁ କବଜା କରିବ ଆମେରିକା? ପୂର୍ବତନ ଆମେରିକୀୟ ନୌସେନା ଅଧିକାରୀ ଦେଲେ ଚମକାଇବା ଭଳି ଖବର

ଓ୍ବାଶିଂଟନ,୧୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର (ମାର୍ଚ୍ଚ ୧୩) ଘୋଷଣା କରିଛନ୍ତି ଯେ ଆମେରିକୀୟ ସେନା ଇରାନର ଖାର୍ଗ ଦ୍ୱୀପପୁଞ୍ଜ ଉପରେ ଆକ୍ରମଣ ଆରମ୍ଭ କରିଛି। ଏହି ଘଟଣା ପରେ, ଆମେରିକା ହର୍ମୁଜ…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ ଏକ ପ୍ରମୁଖ ବିବୃତ୍ତି ପ୍ରକାଶ ପାଇଛି।…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା ମାଡ଼ କରିଛି। ଇରାନ ଖାର୍ଗ ଦ୍ୱୀପରେ ସାମରିକ ଘାଟି ଉପରେ ଆମେରିକାର ଆକ୍ରମଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri