ଅନ୍ତର୍ଜାତୀୟ

ଉତ୍ତର କୋରିଆର ଶାସକ ହେବେ କି କିମ୍‌ଙ୍କ ଝିଅ

ସିଓଲ,୧୫ା୨: ନିକଟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ ୧୦ ବର୍ଷର ଝିଅ କିମ୍‌ ଜୁ ଏ ସର୍ବସାଧାରଣରେ ହାଜର ହୋଇଥିଲେ। ଏହା ପରଠାରୁ ସେ ପିତାଙ୍କ ଉତ୍ତରାଧିକାରୀ ହେବା ନେଇ ନାନା କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ…

ଥରିଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ୍‌,୧୫।୨: ପଶ୍ଚିମ ଏସୀଆ ଦେଶ ତୁର୍କୀ ଏବଂ ସିରିଆରେ ଭୟଙ୍କର ଭୂକମ୍ପ ପରେ ବର୍ତ୍ତମାନ ନ୍ୟୁଜିଲାଣ୍ଡରେ ଜୋରଦାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ବୁଧବାର ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରହିଛି। ଏହାର କେନ୍ଦ୍ରସ୍ଥଳ ନ୍ୟୁଜିଲାଣ୍ଡର ଲୋୟର ହଟଠାରୁ…

ସମୁଦ୍ର ପତ୍ତନ ବଢ଼ୁଛି, ପ୍ରଭାବିତ ହେବ ମୁମ୍ବାଇ ଭଳି ସିଟି

ଜାତିସଂଘ, ୧୫।୨: ସମୁଦ୍ର ପତ୍ତନ ବୃଦ୍ଧି ଯୋଗୁ ମୁମ୍ବାଇ ଭଳି ବିଶ୍ୱର ମେଗା ସିଟି ପ୍ରଭାବିତ ହେବାର ଆଶଙ୍କା ଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ମଙ୍ଗଳବାର ବିଶ୍ୱବାସୀଙ୍କୁ ସତର୍କ କରାଇଛନ୍ତି। ସମୁଦ୍ର ପତ୍ତନ ବୃଦ୍ଧି ଭବିଷ୍ୟତକୁ ପ୍ରଭାବିତ କରିବା ସହ…

ବିପନ୍ନଙ୍କୁ ଭ୍ରାମ୍ୟମାଣ ଘର ଦେଲା କାତାର

ଦୁବାଇ,୧୫।୨ : ବିଶ୍ୱକପ୍‌ ଫୁଟ୍‌ବଲ ମ୍ୟାଚ୍‌ ପାଇଁ କାତାର ଗତବର୍ଷ ନିର୍ମାଣ କରିଥିବା ୧୦ ହଜାର କ୍ୟାବିନ୍‌ ଏବଂ କାରାଭାନ୍‌କୁ ତୁର୍କୀ ଭୂକମ୍ପ ବିପନ୍ନଙ୍କୁ ପ୍ରଦାନ କରିବ। ଗ୍ୟାସ୍‌ ସମୃଦ୍ଧ ଏହି ଉପସାଗରୀୟ ଦେଶ ନିଜର ଯୋଜନା ସମ୍ପର୍କରେ ଘୋଷଣା କରିଛି।…

ଭୂକମ୍ପରେ ୭୦ ଲକ୍ଷ ଶିଶୁ ପ୍ରଭାବିତ

ଡେନ୍‌ମାର୍କ/ ଜେନେଭା, ୧୫।୨: ତୁର୍କୀ, ସିରିଆରେ ଭୟଙ୍କର ଭୂମିକମ୍ପକୁ ମଙ୍ଗଳବାର ଆଠ ଦିନ ବିତିଯାଇଛି। ଭଗ୍ନାବଶେଷ ତଳେ ଫସିଥିବା ଲୋକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ରେସ୍କ୍ୟୁ ଟିମ୍‌। ପାଖାପାଖି ୨୦୦ ଘଣ୍ଟାର ଅପରେଶନ୍‌ ପରେ ମଙ୍ଗଳବାର ୪ ଜଣଙ୍କୁ ସୁରକ୍ଷିତ…

ହିଜାବ ନ ପିନ୍ଧିବାରୁ ନିର୍ବାସିତ ଜୀବନ

ତେହେରାନ୍‌,୧୫।୨: ଇରାନ୍‌ ଚେସ୍‌ ଖେଳାଳି ସାରା ଖାଦେମ ପରିବାର ସହ ସାଉଥର୍ନ ସ୍ପେନ୍‌ରେ ନିର୍ବାସିତ ଜୀବନ କାଟୁଛନ୍ତି। ତାଙ୍କ ଜୀବନ ପ୍ରତି ବିପଦ ଆଶଙ୍କା କରି ସେ ରହୁଥିବା ଜାଗାର ଠିକଣା ବା ଲୋକେଶନ୍‌ ବାହାରେ ପ୍ରଘଟ ନ କରିବା ଲାଗି…

କବାଡ଼ି ଖାନାରେ ଛତ୍ରପତି ଶିବାଜୀ ମହାରାଜଙ୍କ ଚୋରି ହୋଇଥିବା ପ୍ରତିମୂର୍ତ୍ତ…

ଓ୍ବାଶିଂଟନ,୧୪।୨ : କାଲିଫର୍ଣ୍ଣିଆର ସୈନ ଜୋସର ଏକ ପାର୍କରୁ ଚୋରି ହୋଇଥିବା ଛତ୍ରପତି ଶିବାଜୀ ମହାରାଜଙ୍କ ଏକ ପ୍ରତିମୂର୍ତ୍ତି କବାଡ଼ି ଖାନାରେ ଦେଖିବାକୁ ମିଳିଛି। ରିପୋର୍ଟରେ ଏହି ସୂଚନା ଦିଆଯାଇଛି। ଏହା ମଧ୍ୟ କୁହାଯାଇଛି ଯେ ଯେଉଁ କବାଡ଼ି ଖାନାରେ ଛତ୍ରପତି…

ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀତ୍ୱ ଘୋଷଣା କଲେ ନିକ୍କି ହାଲେ: ଟ୍ରମ୍ପ୍‌ଙ୍କ ଚିନ୍ତା ବଢ଼ିଲା…

ଓ୍ବାଶିଂଟନ,୧୪।୨ : ଆମେରିକାରେ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ମୂଳ ଭାରତୀୟ ରିପବ୍ଲିକାନ ପାର୍ଟି ନେତା ନିକ୍କି ହାଲେ ନିଜର ପ୍ରାର୍ଥୀତ୍ୱ ଘୋଷଣା କରିଛନ୍ତି। ତାଙ୍କ ଦ୍ୱାରା ରିଲିଜ ହୋଇଥିବା ଏକ ଭିଡିଓରେ ସେ କହିଛନ୍ତି ଯେ ମୁଁ ନିକ୍କି ହାଲେ…

ଖାଇବର ପସ୍ତୁନ ଖ୍ବାରେ ପାକିସ୍ତାନୀ ସୈନ୍ୟଙ୍କ ସର୍ଚ୍ଚ ଅପରେଶନ: ୭ ଟିଟିପି ଆତଙ୍କବାଦୀ ମୃତ…

ଇସଲାମାବାଦ,୧୪।୨ : ପାକିସ୍ତାନର ଖାଇବର ପସ୍ତୁନ ଖ୍ବାରେ ସୈନ୍ୟ ବାହିନୀ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଇତିମଧ୍ୟରେ ଏନକାଉଣ୍ଟରରେ ତେହେରିକ-ଇ-ତାଲିବାନ ପାକିସ୍ଥାନ (ଟିଟିପି)ର ୭ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି। ସୂଚନାନୁସାରେ, ମୃତକଙ୍କ ମଧ୍ୟରେ ର…

ଇକ୍ୱାଟୋରିଆଲ ଗିନିରେ ମାରବର୍ଗ ଭାଇରସ ଆତଙ୍କ, କରୋନାଠାରୁ ଅଧିକ ବିପଜ୍ଜନକ…

ମାଲାବୋ,୧୪।୨ : ମାରବର୍ଗ ଭାଇରସ ଆଫ୍ରିକୀୟ ଦେଶ ଇକ୍ୱାଟୋରିଆଲ ଗିନିରେ ଆତଙ୍କ ସୃଷ୍ଟି କରିଛି। ଏହା କରୋନା ଅପେକ୍ଷା ଅଧିକ ବିପଜ୍ଜନକ ବୋଲି କୁୁହାଯାଉଛି। ଏହାର ସଂକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ନଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ବହୁ ସଂଖ୍ୟକ ଲୋକ…

ଚାଇନାର ଗୁପ୍ତଚର କ୍ଷମତା ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ବାଇଡେନଙ୍କ ନିର୍ଦ୍ଦେଶ…

ଓ୍ବାଶିଂଟନ,୧୪।୨ : ବାୟୁମଣ୍ଡଳରେ ଗୁପ୍ତଚର ବେଲୁନ ଏବଂ ସନ୍ଦେହଜନକ ଜିନିଷ ଦେଖାଯିବା ପରେ ଆମେରିକା ସରକାର ଅତ୍ୟନ୍ତ ସତର୍କ ହୋଇଯାଇଛନ୍ତି। ବିପଦକୁ ଅନୁଭବ କରି ରାଷ୍ଟ୍ରପତି ଜୋ ବାଇଡେନ ଆମେରିକାର ଗୁପ୍ତଚର ସଂସ୍ଥାଙ୍କୁ ଚାଇନାର ଗୁପ୍ତଚର କ୍ଷମତା ସମ୍ପର୍କରେ ତଥ୍ୟ ସଂଗ୍ରହ…

ମୂଳ ଭାରତୀୟ ବିବେକ ରାମସ୍ବାମୀ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା…

ଓ୍ବାଶିଂଟନ,୧୪।୨ : ମୂଳ ଭାରତୀୟ ବିବେକ ରାମସ୍ବାମୀ ୨୦୨୪ ରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚିନ୍ତା କରୁଛନ୍ତି। ଯଦି ବିବେକ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଭାବେ ଘୋଷିତ ହୁଅନ୍ତି ତେବେ ଭାରତୀୟ ମୂଳରୁ ଦୁଇଜଣ ବ୍ୟକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri