ପୂର୍ବତନ ରାଷ୍ଟ୍ରପତିଙ୍କୁ ୧୧ ବର୍ଷ ଜେଲ୍
ମାଲେ,୨୬।୧୨: ମାଲଦ୍ୱୀପ କୋର୍ଟ ପୂର୍ବତନ ରାଷ୍ଟ୍ରପତି ଅବଦୁଲ୍ଲା ୟାମିନଙ୍କୁ ୧୧ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୟାମିନ ଦୁର୍ନୀତି ଏବଂ ଅର୍ଥ ହେରଫେର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ଅଭିଯୋଗରେ କୋର୍ଟ ୟାମିନଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କୁ…
ବମ୍ବ ସାଇକ୍ଲୋନ୍ରେ ୧୮ ମୃତ
ଓ୍ବାଶିଂଟନ,୨୬ା୧୨: ଆମେରିକାରେ ବମ୍ବ ସାଇକ୍ଲୋନ୍ (ଶୀତଦିନିଆ ବାତ୍ୟା)ରେ ୧୮ ଜଣଙ୍କ ଜୀବନ ଗଲାଣି। ବମ୍ବ ସାଇକ୍ଲୋନ୍ ଯୋଗୁ ଦେଶରେ ଶୀତ ସବୁ ରେକର୍ଡ ଭାଙ୍ଗିଛି। ଅନେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ଛୁଟି…
ସ୍ପେନରେ ବଡ ଧରଣର ଦୁର୍ଘଟଣା, ନଦୀକୁ ଖସିଲା ବସ ୬ ମୃତ
ସ୍ପେନ,୨୬ ।୧୨: ସ୍ପେନର ଉତ୍ତର ପଶ୍ଚିମ ଗ୍ଲାସିୟର ଅଞ୍ଚଳରେ ଏକ ବଡ ଧରଣର ଦୁର୍ଘଟଣା ହୋଇଯାଇଛି । ଏଠାରେ ଏକ ବସ ପୋଲ ପାରି ହେଉଥିବା ସମୟରେ ନଦୀକୁ ଖସି ପଡିବାରୁ ଅତିକମରେ ୬ ଜଣଙ୍କ ମୃତ୍ୟୁ ହେବାସହ ୨ ଜଣ…
ଇସଲାମାବାଦ୍ରେ ହୋଇପାରେ ଆତ୍ମଘାତୀ ଆକ୍ରମଣ: ସତର୍କ କରାଇଲା ଆମେରିକା
ଓ୍ବାଶିଂଟନ୍,୨୬।୧୨: ଇସଲାମାବାଦରେ ଥିବା ଆମେରିକୀୟ ଦୂତାବାସ ନିଜ କର୍ମଚାରୀଙ୍କୁ ସହରର ମ୍ୟାରିଅଟ ହୋଟେଲ ପରିଦର୍ଶନ ଉପରେ ପ୍ରତିବନ୍ଧକ ଲଗାଇଛି। ଦୂତାବାସ ଏକ ସୁରକ୍ଷା ଆଲର୍ଟରେ କହିଛି ଯେ, ଛୁଟିଦିନରେ ଇସଲାମାବାଦର ମ୍ୟାରିଅଟ ହୋଟେଲରେ ଅଜ୍ଞାତ ବ୍ୟକ୍ତି ଆମେରିକୀୟଙ୍କ ଉପରେ ଆକ୍ରମଣ କରିବାକୁ…
କରୋନା ସଂକ୍ରମଣ ସଂଖ୍ୟା ପ୍ରକାଶ ବନ୍ଦ କଲା ଚାଇନା
ବେଜିଂ,୨୫ା୧୨: ଗତ କିଛି ଦିନ ମଧ୍ୟରେ ଚାଇନାରେ ପାଖାପାଖି ୨୫ କୋଟି ଲୋକ କରୋନାରେ ସଂକ୍ରମିତ ହୋଇଥିବା ଏକ ସରକାରୀ ଦସ୍ତାବିଜ୍ ସୋସିଆଲ ମିଡ଼ିଆରେ ପ୍ରସାରିତ ହୋଇଥିଲା। ଏହାକୁ ନେଇ ନ୍ୟାଶନାଲ ହେଲ୍ଥ କମିଶନ(ଏନ୍ଏଚ୍ସି) ରବିବାର ଦୈନିକ ସଂକ୍ରମଣ ସଂଖ୍ୟା ପ୍ରକାଶ…
‘ସୀମା ବିବାଦ ସମାଧାନ ପାଇଁ ବେଜିଂ ପ୍ରସ୍ତୁତ’
ବେଜିଂ,୨୫ା୧୨: ସୀମା ବିବାଦର ସମାଧାନ ଲାଗି କାମ କରିବାକୁ ଚାଇନା ପ୍ରସ୍ତୁତ ବୋଲି ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍ ୟି କହିଛନ୍ତି। ଭାରତ ସହ ଚାଇନାର ସମ୍ପର୍କ ଉପରେ ଓ୍ବାଙ୍ଗ୍ ଖବରଦାତାଙ୍କୁ କହିଥିଲେ, ଉଭୟ କୂଟନୈତିକ ଏବଂ ସାମରିକ ଚ୍ୟାନେଲ ମାଧ୍ୟମରେ ଦୁଇ…
ଆମେରିକା ବମ୍ବ ସାଇକ୍ଲୋନ୍ରେ ୧୮ ମୃତ
ଓ୍ବାଶିଂଟନ,୨୫ା୧୨:ଆମେରିକାରେ ବମ୍ବ ସାଇକ୍ଲୋନ୍ (ଶୀତଦିନିଆ ବାତ୍ୟା)ରେ ୧୮ ଜଣଙ୍କ ଜୀବନ ଗଲାଣି। ବମ୍ବ ସାଇକ୍ଲୋନ୍ ଯୋଗୁ ଦେଶରେ ଶୀତ ସବୁ ରେକର୍ଡ ଭାଙ୍ଗିଛି। ଅନେକ ଅଞ୍ଚଳରେ ତାପମାତ୍ରା ବିଯୁକ୍ତ ୪୫ ଡିଗ୍ରୀକୁ ଖସିବା ଫଳରେ ଲକ୍ଷାଧିକ ଆମେରିକୀୟଙ୍କ ଖ୍ରୀଷ୍ଟମାସ ଛୁଟି ଯୋଜନାକୁ…
ସୋମବାର ଶପଥ ନେବେ ପ୍ରଚଣ୍ଡ
କାଠମାଣ୍ଡୁ,୨୫।୧୨: ପୁଷ୍ପ କମଲ ଦହଲ ଓରଫ ପ୍ରଚଣ୍ଡ ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଛନ୍ତି। କରିଛନ୍ତି। ସୋମବାର ଅପରାହ୍ନ ୪ଠାରେ ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ପ୍ରଚଣ୍ଡ ଶପଥ ନେବେ ବୋଲି ଜଣାପଡିଛି। ନେପାଳର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଟୁଇଟ କରି ଏହି…
ପ୍ରଚଣ୍ଡ ହେବେ ନେପାଳର ଆଗାମୀ ପ୍ରଧାନମନ୍ତ୍ରୀ
କାଠମାଣ୍ଡୁ,୨୫।୧୨: ନେପାଳରେ ଏକ ନୂତନ ସରକାର ଗଠନ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଛି। ନିକଟରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ କୌଣସି ଦଳ ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ପାଇନାହାଁନ୍ତି। ରାଷ୍ଟ୍ରପତିଙ୍କ ଆହ୍ବାନ କ୍ରମେ ବହୁ ବଡ ରାଜନୈତିକ ଦଳ ମିଳିତ ଗଠବନ୍ଧନ ବିଷୟରେ ଆଲୋଚନା କରିଛନ୍ତି।…
କାଲିଫର୍ନିଆକୁ ମିଳିଲା ପ୍ରଥମ ଶିଖ ମେୟର
କାଲିଫର୍ନିଆ,୨୫ ।୧୨: ଆମେରିକାରେ ଭାରତୀୟ ମୂଳ ବାସିନ୍ଦା ପଞ୍ଜାବି ମିକି ହୋଥିଙ୍କୁ ସର୍ବସମ୍ମତି କ୍ରମେ ଉତ୍ତର କାଲିଫର୍ନିଆ ଲୋଦି ସହରର ମେୟର ନିର୍ବାଚିତ କରାଯାଇଛନ୍ତି । ଏହା ସହ ମିକି ହୋଥି, ଯାହାଙ୍କୁ ସବୁଠାରୁ ଉଚ୍ଚ ସ୍ଥାନ ମିଳିବା ସହ ସେ…
ନେପାଳରେ ଭାରତୀୟ ନାଗରିକଙ୍କୁ ଗୁଳି କରି ହତ୍ୟା
କାଠମାଣ୍ଡୁ,୨୫ା୧୨: ଦକ୍ଷିଣ ନେପାଳରେ ୫ ଜଣ ଅଜ୍ଞାତ ବନ୍ଧୁକଧାରୀ ଜଣେ ଭାରତୀୟ ନାଗରିକଙ୍କୁ ଗୁଳି କରି ହତ୍ୟା କରିଥିବା ପୋଲିସ ସୂଚନା ଦେଇଛି। ମୃତକଙ୍କ ନାମ ଶିବପୂଜନ ଯାଦବ(୪୫)।ସେ ମୋତିହାରୀ ଛଉଦାଦାନୋ ନିବାସୀ ଅଟନ୍ତି। ତାଙ୍କୁ ମହାଗଡ଼ିମାଇ ପୌରସଂସ୍ଥାରେ ଗୁଳି ଚଳାଇଥିବା…
କିମ୍ଙ୍କଠାରୁ ଅସ୍ତ୍ରଶସ୍ତ୍ର କିଣୁଛନ୍ତି ପୁଟିନ…
ମସ୍କୋ,୨୫।୧୨ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନଙ୍କଠାରୁ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଅସ୍ତ୍ରଶସ୍ତ୍ର କିଣୁଥିବା ନେଇ ଚର୍ଚ୍ଚା ହେଉଛି। ଆମେରିକା ଏବଂ ଜାପାନ ଏଭଳି ଅଭିଯୋଗ କରିଛନ୍ତି। ୟୁକ୍ରେନ ଯୁଦ୍ଧରେ ରୁଷିଆ ଦ୍ୱାରା ଉତ୍ତର କୋରିଆ…
Archives


