ଅନ୍ତର୍ଜାତୀୟ

ଏପଲ ତା’ର ଆପ ଷ୍ଟୋରରୁ ‘ଟୁଇଟର’କୁ ହଟାଇବାକୁ ଦେଲା ଧମକ, ଏଲନ ମସ୍କଙ୍କ ବଡ ଅଭିଯୋଗ

କାଲିଫର୍ନିଆ,୨୯ ।୧୧: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେଲସାର ସିଇଓ ଏଲନ ମସ୍କ ଯେବେଠାରୁ ଟୁଇଟରକୁ କିଣି ନେଲେଣି ସେବେଠାରୁ ଏହାକୁ ନେଇ ପ୍ରତିଦିନ କିଛି ନା କିଛି ନୂଆ ବିବାଦ ସାମ୍ନାକୁ ଆସୁଛି । ଏବେ ଯେଉଁ...

ମଙ୍କିପକ୍ସର ନାମ ବଦଳାଇଲା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ

ଜେନେଭା,୨୯ ।୧୧: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ସୋମବାର କହିଛନ୍ତି କି ଏବେ ମଙ୍କିପକ୍ସକୁ ଏମପକ୍ସ ଭାବେ ନାମିତ କରାଯାଇଛି । ସାରା ବିଶ୍ୱର ବିଶେଷଜ୍ଞଙ୍କ ସହ ବିଚାର ବିମର୍ଷ ପରେ ଏହି ନିର୍ଣ୍ଣୟ ନିଆଯାଇଛି ।ତେବେ ଉଭୟ ନାମକୁ ଏକ...

ବ୍ରିଟେନ ଭାରତ ସହ ନୂଆ ଏଫଟିଏ ଆଣିବାକୁ ପ୍ରତିବଦ୍ଧ: ସୁନକ

ଲଣ୍ଡନ,୨୯ ।୧୧: ବ୍ରିଟେନ ପ୍ରଧାନମନ୍ତ୍ରୀ ତଥା ମୂଳ ଭାରତୀୟ ଋଷି ସୁନକ ଭାରତ ସହ ମୁକ୍ତ ବ୍ୟାପାରା ଚୁକ୍ତିନାମା(ଏଫଟିଏ) ପାଇଁ ବ୍ରିଟେନର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ସେ କହିଛନ୍ତି ହିନ୍ଦ-ପ୍ରଶାନ୍ତ କ୍ଷେତ୍ର ସହ ସମ୍ପର୍କକୁ ବୃଦ୍ଧି କରିବାକୁ ଆମେ ସମ୍ପୂର୍ଣ୍ଣ...

ଇଣ୍ଡୋନେସିଆକୁ ପୁଣି ଫେରିଲା ପୋଲିଓ: ଟିକାକରଣ ଅଭିଯାନ ଆରମ୍ଭ

ଜାକର୍ତ୍ତା,୨୮।୧୧: ଇଣ୍ଡୋନେସିଆକୁ ପୋଲିଓ ଫେରିଛି। ୪ଜଣ ଶିଶୁ ପୋଲିଓ ଆକ୍ରାନ୍ତ ଚିହ୍ନଟ ହେବା ପରେ ସୋମବାର ସୁମାତ୍ରା ଦ୍ୱୀପର ସିଗ୍‌ଲି ସହରରେ ପୋଲିଓ ଟିକା ଦିଆଯାଇଛି। ୧୦ ବର୍ଷ ପୂର୍ବେ ଇଣ୍ଡୋନେସିଆ ପୋଲିଓ ମୁକ୍ତ ଘୋଷିତ ହୋଇଥିଲା। ଗତ ଅକ୍ଟୋବରରେ...

କତରରେ ଚାଲିଥିବା ଫିଫା ୱାର୍ଲଡ କପ ଯୋଗୁ ସାରା ବିଶ୍ୱରେ କ୍ୟାମେଲ ଫ୍ଲୁ ବ୍ୟାପିବାର ଆଶଙ୍କା?

ଦୋହା,୨୮ ।୧୧: ଫୁଟପ୍ରେମୀଙ୍କ ପସନ୍ଦର ଟୁର୍ନାମେଣ୍ଟ ଫିଫା ୱାର୍ଲଡ କପ ୨୦୨୨ ଏବେ ଶେଷ ପର୍ଯ୍ୟାୟରେ । ଇତି ମଧ୍ୟରେ ଏକ ରିପୋର୍ଟରେ କତରରେ ବ୍ୟାପୁଥିବା କ୍ୟାମେଲ ଫ୍ଲୁ ଅବା ରେସ୍ପିରେଟରି ସିଣ୍ଡ୍ରୋମ ଏମଇଆରଏସ ରୋଗ ବ୍ୟାପିବାର ଭୟ ସୃଷ୍ଟି...

ବଢୁଛି ପୋଲିଓ ମାମଲା

ଇସଲାମାବାଦ,୨୮ା୧୧: ସୋମବାର ପାକିସ୍ତାନରେ ପୋଲିଓ ବିରୋଧୀ ଏକ ନୂତନ ଅଭିଯାନ ଆରମ୍ଭ ହୋଇଛି। ପିଲାମାନଙ୍କ ମଧ୍ୟରେ ପୋଲିଓ ମାମଲା ଦ୍ରୁତ ଗତିରେ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଏହି ଅଭିଯାନ ଆରମ୍ଭ ହୋଇଛି। ସ୍ବାସ୍ଥ୍ୟ ଅଧିକାରୀମାନେ ଏ ବିଷୟରେ ସୂଚନା...

ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ପ୍ରତିରୋଧ ପାଇଁ କାନାଡାର ଯୋଜନା…

ଅଟଓ୍ବା,୨୮।୧୧ : ଭାରତ-ପ୍ରଶାନ୍ତ ମହାସାଗରରେ ଚାଇନାର ଆକ୍ରମଣାତ୍ମକ ତଥା ବ୍ୟାଘାତକାରୀ ନୀତିର ମୁକାବିଲା ପାଇଁ କାନାଡା ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଜଳବାୟୁ ପରିବର୍ତ୍ତନ ଏବଂ ବାଣିଜ୍ୟ ପ୍ରସଙ୍ଗରେ ଚାଇନା ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଏହା ଯୋଜନା କରିଛି।...

ବିଜୁଳି ଖୁଣ୍ଟରେ ପିଟି ହେଲା ବିମାନ, ୯୦ ହଜାର ଘର ଅନ୍ଧାର

ମୌଟଗୋମରି,୨୮ ।୧୧: ଆମେରିକା ମେରିଲ୍ୟାଣ୍ଡରେ ମୌଟଗୋମରିରେ ରବିବାର ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଏକ ଛୋଟ ବିମାନ କ୍ରାସ ହୋଇ ବିଜୁଳି ଖୁଣ୍ଟରେ ପିଟି ହୋଇଯାଇଥିଲା । ଫଳରେ ଉକ୍ତ ଅଞ୍ଚଳରେ ବଡ ଧରଣର ବିଜୁଳି ସଙ୍କଟ...

କ୍ୟାମରୁନରେ ଅନ୍ତିମ ସଂସ୍କାର ସମୟରେ ଭୂସ୍ଖଳନ, ୧୪ ମୃତ ମାଟିତଳେ ପୋତି ହୋଇଛନ୍ତି ଅନେକେ

ୟାଉଣ୍ଡେ,୨୮ ।୧୧: କ୍ୟାମରୁନର ରାଜଧାନୀ ୟାଉଣ୍ଡରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଅନ୍ତିମ ସଂସ୍କାର ସମୟରେ ଭୂସ୍ଖଳନ ହାଇ ୧୪ ଜଣଙ୍କ ମୃତ୍ୟୁ ହୋଇଥିବ ଜଣାପଡିଛି । ଘଟଣା ରବିବାର ଘଟିଛି । ସ୍ଥାନୀୟ ଗର୍ଭନର କହିଛନ୍ତି...

ଆଉ ୨୪ ଗ୍ରହରେ ପୃଥିବୀ ଭଳି ଜୀବନ ଥିବା ନେଇ ସନ୍ଧାନ ହେବ ଆରମ୍ଭ…

ଓ୍ବାଶିଂଟନ,୨୮।୧୧ : ପୃଥିବୀ ବ୍ୟତୀତ, ଆମ ବ୍ରହ୍ମାଣ୍ଡରେ ଅନ୍ୟ ୨୪ ଟି ଗ୍ରହ ଅଛି ଯେଉଁଠାରେ ଜୀବନ ବିଦ୍ୟମାନ ହୋଇପାରେ ବୋଲି ଆଶା କରାଯାଉଛି। ବୈଜ୍ଞାନିକମାନେ ବିଶ୍ୱାସ କରନ୍ତି ଯେ ଏହି ଗ୍ରହମାନଙ୍କ ମଧ୍ୟରୁ ଗୋଟିଏ ଏପରି ଗ୍ରହ ରହିଛି,...

ଚାଇନାରେ ଖବରଦାତାଙ୍କୁ ମାଡ, ବେଜିଂ-ସାଂଘାଇ ପରେ ଉହାନରେ ରାଜରାସ୍ତାକୁ ଆସିଲେ ପ୍ରଦର୍ଶନକାରୀ, କ୍ଷମା ମାଗୁ ନାହାନ୍ତି ସରକାର

ବେଜିଂ,୨୮ ।୧୧: ଚାଇନାରେ ଜିରୋ କୋଭିଡ ପଲିସି ଯୋଗୁ କଡା ଲକଡାଉନ ବିରୋଧରେ ଲଗାତାର ପ୍ରଦର୍ଶନ କରାଯାଉଛି । ଇତିମଧ୍ୟରେ ଖବର ଆସିଛି କି ସାଂଘାଇରେ ଏକ ବିରୋଧ ପ୍ରଦର୍ଶନକୁ କଭର କରୁଥିବା ଜଣେ ଖବରଦାତାଙ୍କୁ ମାଡ ହୋଇଛି ।...

ରୁଷିଆରେ ବିଦେଶୀଙ୍କୁ ସରୋଗେସି ମନା…

ମସ୍କୋ,୨୮।୧୧ : ରୁଷିଆରେ ସରୋଗେସି ଆଇନଗତ ହୋଇଛି। ତେବେ ଦୀର୍ଘ ଦିନ ଧରି ଅନେକ ଧାର୍ମିକ ଗୋଷ୍ଠୀ ଏହାକୁ ଅପମାନଜନକ ଏବଂ ଧର୍ମ ବିରୋଧୀ ବୋଲି କହିଆସୁଥିଲେ। ବିଶେଷକରି ବିଦେଶୀ ଲୋକମାନେ ରୁଷିଆର ମହିଳାମାନଙ୍କୁ ସରୋଗେଟ ମାତା କରିବାକୁ ଆପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri