ଅନ୍ତର୍ଜାତୀୟ

ଏଆଇର ଅପବ୍ୟବହାର ରୋକିବା ଜରୁରୀ: ଜାତିସଂଘରେ କହିଲା ଭାରତ…

ଜେନେଭା,୧୫।୪ : ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ମିଶନ ମିଳିତ ଜାତିସଂଘ ମୁଖ୍ୟାଳୟ କମ୍ପ୍ଲେକ୍ସରେ ଏକ ସମ୍ମିଳନୀ ଆୟୋଜନ କରି ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ଟେକ୍ନୋଲୋଜିର ବିଶେଷ କରି କୃତ୍ରିମ ବୁଦ୍ଧିମତା (ଏଆଇ) ର ଭୂମିକା ଉପରେ ବିଚାରବିମର୍ଶ…

ଇଦ୍‌-ଉଲ୍‌-ଫିତର ପରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ଇମ୍ରାନ

ଇସଲାମାବାଦ,୧୫ା୪: ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ଇଦ୍‌-ଉଲ୍‌-ଫିତର ପରେ ଦେଶରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ବୋଲି ଘୋଷଣା କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଇମ୍ରାନ ପିଟିଆଇ କର୍ମୀ ଏବଂ ସମର୍ଥକଙ୍କୁ ସମ୍ବୋଧିତ କରି କହିଛନ୍ତି, ଇଦ୍‌-ଉଲ-ଫିତର ପରେ…

କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା

ବେଜିଂ,୧୫ା୪: ଚାଇନା ଏକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ଚାଇନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଅପରେଶନ କରାଯାଇଥିଲା ଏବଂ ଏହାର ଉଦ୍ଦେଶ୍ୟ ହାସଲ କରାଯାଇଥିଲା। ଏହି ପରୀକ୍ଷା ବିଷୟରେ ମନ୍ତ୍ରଣାଳୟ ଅଧିକ ସୂଚନା ଦେଇନାହିଁ।…

ଶାନ୍ତି ପ୍ରାର୍ଥନାରେ ଗୁଟେରସଙ୍କ ସହ ସାମିଲ ହେଲେ ଅନେକ ଧର୍ମର ନେତା

ଜେନେଭା,୧୫।୪: ମିଳିତ ଜାତିସଂଘର ମହାସଚିବ ଆଣ୍ଟୋନିୟୋ ଗୁଟେରସ ଯୁଦ୍ଧ ଓ ରାଜନୈତିକ ଧ୍ରୁବିକରଣ ଦ୍ୱାରା ବିଚ୍ଛିନ୍ନ ହୋଇଥିବା ବିଶ୍ୱ ପାଇଁ ଏକତାର ଆହ୍ବାନ କରିଛନ୍ତି। ମିଳିତ ଜାତିସଂଘ କହିଛି ଯେ ହିନ୍ଦୁ ଧର୍ମ ଓ ଶିଖ ଧର୍ମ ସହିତ ଅନେକ ଧର୍ମର…

ପୁଅର ଅନ୍ତିମ ସଂସ୍କା କରିଥିବା ପାଦ୍ରିଙ୍କୁ ଭେଟି କାନ୍ଦି ପକାଇଲେ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୧୫।୪: ବିଶ୍ୱର ଶକ୍ତିଶାଳୀ ଦେଶ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଆୟାରଲ୍ୟାଣ୍ଡ ଗସ୍ତରେ ଅଛନ୍ତି। ଏହି ସମୟରେ ତାଙ୍କର ସାକ୍ଷାତ୍‌ ହୋଇଛି ଜଣେ ପାଦ୍ରିଙ୍କ ସହ, ଯେ କି ତାଙ୍କ ପୁଅର ଅନ୍ତିମ ସଂସ୍କାର କରାଇଥିଲେ। ତାଙ୍କୁ ଭେଟିବା ପରେ ବାଇଡେନ…

ଆମେରିକାର ଚେତାବନି ପରେ ନଇଁଲା ଚାଇନା! ଯୁଦ୍ଧରେ କୌଣସି ପକ୍ଷକୁ ଅସ୍ତ୍ର ନ ଦେବାକୁ ନେଲା ସଂକଳ୍ପ

ବେଜିଂ,୧୫।୪: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା କୌଣସି ପକ୍ଷକୁ ଅସ୍ତ୍ର ବିକ୍ରୟ କରିବ ନାହିଁ। ପଶ୍ଚିମ ଦେଶ ଚିନ୍ତା ପ୍ରକଟ କରିଥିଲା କି ବେଜିଂ ରୁଷିଆକୁ ସେନା ସହାୟତା ପ୍ରଦାନ କରିପାରେ। ଏହାର ଜବାବରେ ଚାଇନାର ବଦେଶିକ ମନ୍ତ୍ରୀ କିନ ଗୌଂଗ ଶୁକବ୍ରାର…

ଶିଂଜୋ ଆବେଙ୍କ ପରେ ଏବେ ଟାର୍ଗେଟରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା! ଭାଷଣ ଦେବା ସମୟରେ ଫିଙ୍ଗାଗଲା ପାଇପ ବମ

ଟୋକିଓ,୧୫।୪: ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ସଭାରେ ୧୫ ଏପ୍ରିଲ ଅର୍ଥାତ୍‌ ଶନିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓ୍ବାକାୟାମା ସହରରେ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଭାଷଣ ଆରମ୍ଭ ହେବାର ଠିକ ପୂର୍ବରୁ ହୋଇଛି। ଏହି ସମୟରେ…

କେମୋଥେରାପି ବେଳେ ପୁଟିନ୍‌ଙ୍କୁ ହତ୍ୟା କରିବେ ନିଜ ଲୋକ

ମସ୍କୋ,୧୫।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କର୍କଟ ରୋଗ ପାଇଁ କେମୋଥେରାପି ନେଉଛନ୍ତି। ଏହି ଚିକିତ୍ସା ବେଳେ ତାଙ୍କୁ ନିଜ ଲୋକ ହତ୍ୟା କରିପାରନ୍ତି। ପେଣ୍ଟାଗନ୍‌ ଡକ୍ୟୁମେଣ୍ଟରେ ଏ ସମ୍ପର୍କିତ ଯୋଜନାର ପ୍ରଘଟ ହୋଇଛି। ‘ଟପ୍‌ ସିକ୍ରେଟ୍‌’ ଭାବେ ବର୍ଗୀକୃତ ଉକ୍ତ…

ପ୍ରଘଟକାରୀ ଜ୍ୟାକ୍‌ ଟେକ୍ସେରା ଗିରଫ

ଓ୍ବାଶିଂଟନ୍‌,୧୫ା୪: ଆମେରିକା ପ୍ରତିରକ୍ଷା ମନ୍ତ୍ରଣାଳୟ ‘ପେଣ୍ଟାଗନ୍‌’ର ଗୋପନୀୟ ଦସ୍ତାବିଜ ପ୍ରଘଟ ଖବର ବିଶ୍ୱ ଗଣମାଧ୍ୟମରେ ଛାଇଯାଇଛି। ଏହି ମାମଲାରେ ଦେଶର ପ୍ରମୁଖ ତଦନ୍ତକାରୀ ସଂସ୍ଥା ଫେଡେରାଲ ଇନ୍‌ଭେଷ୍ଟିଗେଶନ୍‌ ବ୍ୟୁରୋ (ଏଫ୍‌ବିଆଇ) ୨୧ ବର୍ଷୀୟ ଜ୍ୟାକ୍‌ ଡୋଗ୍‌ଲାସ୍‌ ଟେକ୍ସେରାଙ୍କୁ ମାସାଚ୍ୟୁସେଟ୍ସର ଡିଘଟନ୍‌ରୁ ଗିରଫ…

ବିଦେଶରେ ଚାଳୁଥିବା ଭାରତ ନିର୍ମିତ ଟ୍ରେନ୍‌ ବସିଲେ ଜୟଶଙ୍କର

ନୂଆଦିଲ୍ଲୀ,୧୪ା୪: ମୋଜାମ୍ବିକ୍‌ ଗସ୍ତରେ ଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସେଠାରେ ଭାରତ ନିର୍ମିତ ଟ୍ରେନ୍‌ରେ ଯାତ୍ରା କରିଛନ୍ତି। ତାଙ୍କ ସହ ମୋଜାମ୍ବିକ୍‌ର ପରିବହନ ମନ୍ତ୍ରୀ ମାଟେଅସ୍‌ ମାଗାଲା ଏବଂ ଆଇଆଇଟିଇଏସ୍‌ର ସିଏମ୍‌ଡି ରାହୁଲ ମିତ୍ତଲ ମାପୁଟୋରୁ ଟ୍ରେନ୍‌ରେ ଯାତ୍ରା…

ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା, ୧୪ା୪: ଇଣ୍ଡୋନେସିଆର ଜାଭା ଏବଂ ବାଲି ଦ୍ୱୀପରେ ଶୁକ୍ରବାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ୭.୦ ରହିଛି। ଭୂକମ୍ପ ଯୋଗୁ ଅଞ୍ଚଳରେ ଆତଙ୍କର ବାତାବରଣ ଖେଳିଯାଇଛି। ତେବେ କ୍ଷୟକ୍ଷତି ସମ୍ପର୍କରେ କୌରଓି ତଥ୍ୟ ମିଳିପାରି ନାହିଁ।…

ଇ-ମେଲ୍‌ରେ ତୁଟିଗଲା ବିବାହ

ଓ୍ବାଶିଂଟନ୍‌: ଆମେରିକୀୟ ବ୍ୟବସାୟୀ ରୁପର୍ଟ ମୁର୍ଡୋଚ୍‌ ସ୍ତ୍ରୀ ଜେରୀ ହାଲଙ୍କ ସହ ବିବାହ ସମ୍ପର୍କ ଚ୍ଛିନ୍ନ କରିଛନ୍ତି। ରୁପର୍ଟ ଜେରୀଙ୍କୁ ୧୧ଟି ଶବ୍ଦରେ ଏକ ଇ-ମେଲ୍‌ ପଠାଇ ବିବାହ ବିଚ୍ଛେଦର ସୂଚନା ଦେଇଥିବାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ୨୦୧୬ରେ ରୁପର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?