ଅନ୍ତର୍ଜାତୀୟ

ଘୂର୍ଣ୍ଣିଝଡ଼ ‘ଫ୍ରେଡି’ର ଭୟଙ୍କର ରୂପ, ଦକ୍ଷିଣପୂର୍ବ ଆଫ୍ରିକାରେ ୩୦୦ରୁ ଅଧିକ ମୃତ

ଲିଲୋଂୱେ,୧୭ ।୩: ଟ୍ରପିକାଲ ସାଇକ୍ଲୋନ ‘ଫ୍ରେଡି’ ଦକ୍ଷଣ-ପୂର୍ବ ଆଫ୍ରିକାର ମାଲ୍ୟାରେ ଭୟଙ୍କର ରୂପ ଦେଖାଇଛି । ଏହି ଘୂର୍ଣ୍ଣିଝଡ଼ରେ ମାଲ୍ୟାରେ ୩୦୦ରୁ ଅଧିକ ଲୋକଙ୍କ ଜୀବନ ଗଲାଣି । ଲ୍ୟାଣ୍ଡଲକ ହୋଇଥିବା ଦେଶର ବିପର୍ଯ୍ୟୟ ପରିଚାଳନା ବିଭାଗର ଉଦ୍ଦେଶ୍ୟରେ ସିଏନଏନ ଏହି…

ବାଇଡେନ୍‌ଙ୍କ ଘନିଷ୍ଠ ଏରିକ୍‌ ହେବେ ଭାରତର ରାଷ୍ଟ୍ରଦୂତ

ଓ୍ବାଶିଂଟନ, ୧୬ା୩ : ଏରିକ୍‌ ଗାର୍‌ସେଟ୍ଟୀ ଭାରତରେ ଆମେରିକାର ରାଷ୍ଟ୍ରଦୂତ ନିଯୁକ୍ତ ହେବାସ୍ପଷ୍ଟ ହୋଇଯାଇଛି। ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଏରିକ୍‌ଙ୍କ ଘନିଷ୍ଠ ସମ୍ପର୍କ ଥିବାରୁ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧିରେ ଏହା ସହାୟକ ହେବ ବୋଲି ଆଶା କରାଯାଉଛି। ଦୁଇବର୍ଷର…

ଆମେରିକା ଡ୍ରୋନ୍‌ ଉପରେ ଇନ୍ଧନ ଫିଙ୍ଗିଥିଲା ରୁଷିଆ ଯୁଦ୍ଧବିମାନ: ଭିଡିଓ ଜାରି କଲା ଓ୍ବାଶିଂଟନ୍‌

ଓ୍ବାଶିଂଟନ,୧୬ା୩: ରୁଷିଆ ଯୁଦ୍ଧବିମାନ ସୁଖୋଇ-୨୭ ଗତ ୧୪ ତାରିଖରେ କୃଷ୍ଣ ସାଗର ଉପର ଅନ୍ତର୍ଜାତୀୟ ବାୟୀସୁମାରେ ଅସୁରକ୍ଷିତ ତଥା ଅଣପେସାଦାରି ଢଙ୍ଗରେ ଆମେରିକାର ବାୟୁସେନାର ଏମ୍‌କବ୍ୟୁ-୯ ଡ୍ରୋନ୍‌କୁ ପିଛା କରିବା ସହ ଏହା ଉପରକୁ ଇନ୍ଧନ ଛାଡ଼ିଥିଲା। ଇନ୍ଧନ ଛାଡ଼ୁଥିବା ଦୃଶ୍ୟର…

ଭୂକମ୍ପ ପରେ ତୁର୍କୀକୁ ଆଉ ଏକ ବିପଦ,ବନ୍ୟାରେ ଗଲାଣି ୫ ଜୀବନ

ଆଙ୍କାରା,୧୬।୩: ଭୟଙ୍କର ଭୂକମ୍ପ ପରେ ବର୍ତ୍ତମାନ ତୁର୍କୀକୁ ଆଉ ଏକ ବିପଦ ମାଡି ଆସିଛି। ଏଠାରେ ଦକ୍ଷିଣ ପ୍ରଦେଶରେ ଜଳ ସ୍ତର ଯଥେଷ୍ଟ ବୃଦ୍ଧି ପାଇଛି। ଫଳରେ ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟା ଯୋଗୁ ଲୋକଙ୍କ ଘର…

ବ୍ରିଟିଶ ମ୍ୟୁଜିୟମ୍‌ରେ ସଜାଯିବ ‘ଗୋଲାପୀ ଗ୍ୟାଙ୍ଗ’ର ଜିନିଷ

ଲଣ୍ଡନ/ଲକ୍ଷ୍ନୌ,୧୬।୩: ଉତ୍ତରପ୍ରଦେଶ ବୁନ୍ଦେଲଖଣ୍ଡରୁ ଦେଶ ରାଜ୍ୟ ସହ ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ‘ଗୋଲାପୀ ଗ୍ୟାଙ୍ଗ’ର ଜିନିଷ ବର୍ତ୍ତମାନ ଲଣ୍ଡନର ବ୍ରିଟିଶ୍‌ ମ୍ୟୁଜିୟମ୍‌ରେ ରଖାଯିବ। ଗୋଲାପୀ ଗ୍ୟାଙ୍ଗର ପୋଷାକ ଯଥା- ଗୋଲାପୀ ରଙ୍ଗର ଶାଢ଼ୀ, ବ୍ଲାଉଜ୍‌, ସାୟା ଏବଂ…

ଇମ୍ରାନ ଖାନଙ୍କୁ ଗିରଫ କରିବା ପାଇଁ ବାସଭବନରେ ପହଞ୍ଚିଲା ପୋଲିସ

ଇସଲାମାବାଦ,୧୬।୩: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରିବା ଲାଗି ଗୁରୁବାର ପୋଲିସ ଲାହୋରସ୍ଥିତ ବାସଭବନରେ ପହଞ୍ଚିିଛି। ଏଥିସହିତ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ)ର ସମର୍ଥକମାନେ କଣ୍ଟେନର ରଖି ପାର୍ଟି ଅଧ୍ୟକ୍ଷ ଇମ୍ରାନ ଖାନଙ୍କ ବାସଭବନର ପ୍ରବେଶ ଦ୍ୱାର ବନ୍ଦ କରିଦେଇଛନ୍ତି।…

ନିଜ ଜାଲରେ ଫସିଛି ପାକିସ୍ତାନ

ଇସଲାମାବାଦ,୧୬ା୩: ପାକିସ୍ତାନ ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇ ଭାରତରେ ହଇଚଇ ସୃଷ୍ଟି କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଥିଲା କିନ୍ତୁ ବର୍ତ୍ତମାନ ଆତଙ୍କବାଦୀମାନେ ପାକିସ୍ତାନରେ ହଇଚଇ ସୃଷ୍ଟି କରିବାକୁ ଯୋଜନା ପ୍ରସ୍ତୁତ କରିଛନ୍ତି। ରିପୋର୍ଟରୁ ଜଣାପଡ଼ିଛି ଯେ, ଆତଙ୍କବାଦୀମାନେ ପାକିସ୍ତାନରେ ଆକ୍ରମଣ କରିବା…

ଏହି ଦେଶରେ ଦେଖିବାକୁ ମିଳିଛି ପ୍ଲାଷ୍ଟିକ୍‌ ଚଟାଣ, ଚିନ୍ତାରେ ବୈଜ୍ଞାନିକ

ବ୍ରାସିଲିଆ,୧୬ା୩: ପରାନା ଫେଡେରାଲ ୟୁନିଭର୍ସିଟିର ଅନୁସନ୍ଧାନକାରୀମାନେ ବ୍ରାଜିଲର ଟ୍ରାଇଡେଣ୍ଟ ଦ୍ୱୀପରେ ଏକ ପ୍ଲାଷ୍ଟିକ ଚଟାଣ ଆବିଷ୍କାର କରିଛନ୍ତି। ଯାହା ଦେଖି ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଭୂବିଜ୍ଞାନୀମାନେ କହିଛନ୍ତି, ଏହାର କାରଣ ହେଉଛି ପ୍ରଦୂଷଣ, ସମୁଦ୍ରରେ ଆବର୍ଜନା ଏବଂ ସମୁଦ୍ରରେ ଭୁଲ୍‌ ଭାବରେ…

୨୦ ବର୍ଷ ବୈଠକ ପରେ ୨୦୦ ଦେଶ ପ୍ରଣୟନ କଲେ ନୂଆ ସମୁଦ୍ର ଆଇନ: ୨୦୩୦ ସୁଦ୍ଧା ୩୦ ପ୍ରତିଶତ ମହାସାଗର ହେବ ସଂରକ୍ଷିତ…

ନ୍ୟୁୟର୍କ,୧୬।୩ : ବିଶ୍ୱ ୨୦୦ ଦେଶ ମଧ୍ୟରେ ଏକ ଚୁକ୍ତିନାମା ହୋଇଛି। ଯାହାର ନାମ ‘ହାଇ ସି ଟ୍ରିଟି’ ରଖାଯାଇଛି। ୨୦ ବର୍ଷର ବିଚାର ବିମର୍ଷ ପରେ ଏହି ଚୁକ୍ତିନାମା ହୋଇଛି। ଏହା କୁହାଯାଉଛି ଯେ ଏହା ସାମୁଦ୍ରିକ ପ୍ରାଣୀଙ୍କ ସଂରକ୍ଷଣରେ…

ଗିରଫଦାରୀରୁ ରକ୍ଷା ପାଇଁ ସର୍ତ୍ତ ରଖିଲେ କୋର୍ଟ, ଇମ୍ରାନ କରିବେ ଆତ୍ମ ସମର୍ପଣ-ରାଲିକୁ ମନା…

ଇସଲାମାବାଦ,୧୬।୩ : ଗିରଫଦାରୀରୁ ରକ୍ଷା ପାଇଁ ପାକିସ୍ତାନୀ କୋର୍ଟ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସମ୍ମୁଖରେ ସର୍ତ୍ତ ରଖିଛନ୍ତି। ତୋସାଖାନା ମାମଲାର ଶୁଣାଣି ସମୟରେ ଅତିରିକ୍ତ ଜିଲା ତଥା ସେସନ୍ସ କୋର୍ଟ ବିଚାରପତି କହିଛନ୍ତି ଯେ ଯଦି ଇମ୍ରାନ ଖାନ କୋର୍ଟରେ…

ପାକିସ୍ତାନରେ ଥମୁନି ଅତ୍ୟାଚାର: ହିନ୍ଦୁ ଯୁବତୀଙ୍କୁ ଅପହରଣ ପରେ ଧର୍ମପରିବର୍ତ୍ତନ…

ଇସଲାମାବାଦ,୧୬।୩ : ହିନ୍ଦୁ ଯୁବତୀମାନଙ୍କୁ ଅପହରଣ ଏବଂ ବାଧ୍ୟତାମୂଳକ ଧର୍ମପରିବର୍ତ୍ତନ ପ୍ରକ୍ରିୟା ପାକିସ୍ତାନରେ ଥମୁନି। ସମ୍ପ୍ରତି ଆଉ ଏକ ମାମଲା ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ୨୦ ବର୍ଷ ବୟସ୍କ ହିନ୍ଦୁ ଯୁବତୀଙ୍କୁ ଅପହରଣ କରି ଜବରଦସ୍ତ ଧର୍ମପରିବର୍ତ୍ତନ କରାଯାଇଥିଲା। ସିନ୍ଧର…

ନୋବେଲ ଶାନ୍ତି ପୁରସ୍କାର ପାଇଁ ପ୍ରଧାନମନ୍ତ୍ରୀ ମୋଦି ସବୁଠାରୁ ବଡ ଦାବିଦାର

ସ୍ବିଡେନ୍‌/ନୂଆଦିଲ୍ଲୀ,୧୬।୩: ନୋବେଲ ଶାନ୍ତି ପୁରସ୍କାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଠାରୁ ବଡ ଦାବିଦାର ବୋଲି ନୋବେଲ ପୁରସ୍କାର କମିଟିର ଉପନେତା ଆସଲେ ଟୋଜେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସନକୁ ପ୍ରଶଂସା କରି ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଶେଷ ନୀତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri